Yearly Archives

2025

ଅଖିଳ ଭାରତୀୟ ସାହିତ୍ୟ ପରିଷଦ : ନିର୍ମଳ ମୁଣ୍ଡା ନଗର ଶାଖାର
ସାରସ୍ୱତ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ନିର୍ମଳ ମୁଣ୍ଡା ନଗର ଶାଖାର ସାରସ୍ଵତ ସମାରୋହ ଛେଣ୍ଡସ୍ଥିତ ଗୋପବନ୍ଧୁ ପାଠାଗାରଠାରେ ଅନୁଷ୍ଠିତ ହୋଇଯାଇଛି । ଶାଖାର ସଭାପତି ଅବସରପ୍ରାପ୍ତ ପ୍ରାଧ୍ୟାପକ ଗିରିଜା ଶଙ୍କର ଗୋସ୍ୱାମୀଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ
Read More...

ସୌମ୍ୟାଶ୍ରୀଙ୍କ ନ୍ୟାୟ ଦାବିରେ ଏଆଇଡିଏସଓ ପକ୍ଷରୁ ସାରା ଓଡିଶା ଛାତ୍ର ଧର୍ମଘଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଦୁଃଖଦ ମୃତ୍ୟୁ ଘଟଣାରେ ସଂପୃକ୍ତ ଅଭିଯୁକ୍ତ ତଥା ଛାତ୍ରୀଙ୍କ ଅଭିଯୋଗ ସତ୍ୱେ କୌଣସି ପଦକ୍ଷେପ ନେଇନଥିବା ବ୍ୟକ୍ତିମାନଙ୍କୁ ଦୃଷ୍ଟାନ୍ତମୂଳକ ଶାସ୍ତି ପ୍ରଦାନ କରିବା, ଶିକ୍ଷାଅନୁଷ୍ଠାନ ସମେତ
Read More...

ବୈପାରିଗୁଡାରେ ଓଡିଶା ବନ୍ଦର ପ୍ରଭାବ

ବୈପାରିଗୁଡା, (ବିକ୍ରାନ୍ତ କୁମାର ବେବର୍ତ୍ତା) : ବାଲେଶ୍ୱର ଫକୀର ମୋହନ କଲେଜର ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆଜି କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଯାହାର ପ୍ରଭାବ ସିଧାସଳଖ ବୈପାରିଗୁଡା ବ୍ଲକରେ ଦେଖିବାକୁ ମିଳିଛି । ସକାଳ ୬ଟାରୁ କଂଗ୍ରେସ କର୍ମୀମାନେ ବ୍ଲକର ବିଭିନ୍ନ
Read More...

ଟିଟିଲାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ କଂଗ୍ରେସ କମିଟି ପକ୍ଷରୁ ନ୍ୟାୟ ପାଇଁ ୧୨ ଘଣ୍ଟିଆ ବନ୍ଦ ଡାକରା

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଓଡ଼ିଶା କଂଗ୍ରେସ ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଜୁଲାଇ ୧୭ ତାରିଖ ଗୁରୁବାର ଦିନ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଥିଲା । ଏହି ପରିପ୍ରେକ୍ଷୀରେ ଟିଟିଲାଗଡ଼ କଂଗ୍ରେସର ବିଧାୟକ ପ୍ରାର୍ଥୀ ବିରେନ୍ଦ୍ର ବାଗଙ୍କ ସଭାପତିତ୍ୱରେ
Read More...

ସାଇବର କ୍ରାଇମକୁ ନେଇ ସଚେତନତା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ମାରୱାଡି ଯୁବ ମଞ୍ଚ ବିକାଶ ଶାଖା ପକ୍ଷରୁ ସ୍ଥାନୀୟ ହରିଭବନଠାରେ ସାଇବର ଅପରାଧକୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ ମାରାଣ୍ଡି , ସମ୍ମାନିତ ଅତିଥି
Read More...

ମୋବାଇଲ ଚୋରଙ୍କୁ କାବୁ କଲା କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ମୋବାଇଲ ଚୋରି ଅଭିଯୋଗରେ ତିନି ଅଭିଯୁକ୍ତଙ୍କୁ କାବୁ କରି ଜିଆର୍‌ପିକୁ ଜିମା ଦେଲେ କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ । ଦିନକୁ ଦିନ କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ ଚୋରି ବଢ଼ି ଚାଲିଥିବା ବେଳେ ଚୋରମାନଙ୍କୁ କାବୁ କରିବାରେ
Read More...

ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯ୍ୟାତନା ଅଭିଯୋଗ : ରାଜସ୍ଥାନରୁ ଉଦ୍ଧାର ହେଲେ ଯୁବତୀ

କୋକସରା : ସାମାଜିକ ଗଣମାଧ୍ୟମରେ ଠକମାନେ ବିଭିନ୍ନ କମ୍ପାନୀରେ ଚାକିରି କରାଇଦେବା ଆଶା ଦେଖାଇ ବିଜ୍ଞାପନ ଜାଲ ବିଛାଇ ଆସୁଛନ୍ତି । ତେବେ ଚାକିରି ଆଶାୟୀ ଅନେକ ଯୁବପିଢ଼ି ଏହି ଠକମାନଙ୍କଠାରୁ ବର୍ତ୍ତିପାରି ପାରୁନାହାନ୍ତି । ବିଭିନ୍ନ ସମୟରେ ଠକାମୀର ଶିକାର ଓ ଅପହରଣ ଭଳି ଖବର ମଧ୍ୟ
Read More...

ଏଫ୍ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାର ପ୍ରତିବାଦ : ବୌଦ୍ଧ ଜିଲ୍ଲା କଂଗ୍ରେସ ପକ୍ଷରୁ ବନ୍ଦ ପାଳନ

ବୌଦ୍ଧ : ବାଲେଶ୍ୱର ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣା ନେଇ ସାରା ରାଜ୍ୟରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ଏହି କ୍ରମରେ ବୌଦ୍ଧ ଜିଲ୍ଲା କଂଗ୍ରେସ ପକ୍ଷରୁ ବୌଦ୍ଧ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । କଂଗ୍ରେସର ଛାମୁଆ ନେତାମାନେ ଏହି ବନ୍ଦ ପାଳନରେ ସାମିଲ
Read More...

ତାରିଣୀ ଦର୍ଶନ ସାରି ଫେରିବା ବେଳେ ଦୁର୍ଘଟଣା : ଭାରସାମ୍ୟ ହରାଇ ଓଲଟିଲା କାର୍

ଖଲ୍ଲିକୋଟ : ଘଟଗାଁ ତାରିଣୀ ଦର୍ଶନ ସାରି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ୧୬ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍ । ଜଣେ ମୃତ ୧୨ ଆହତ । ସମସ୍ତ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ବ୍ରହ୍ମପୁର ଆଙ୍କୁଲି
Read More...

କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ : ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ

କେସିଙ୍ଗା : ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ କଂଗ୍ରେସ ତଥା ଅନ୍ୟାନ୍ୟ ରାଜନୈତିକ ଦଳର ଆହ୍ୱାନ କ୍ରମେ ଆଜି ୧୨ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଦେଖିବାରୁ ମିଳିଛି । କେସିଙ୍ଗା ନଗର ଓ ବ୍ଲକ
Read More...