Yearly Archives

2025

ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ଆରମ୍ଭ ହେବ ‘‘ଉତ୍ତମ ପ୍ରଶାସନିକ ଅଭ୍ୟାସ’’ ଉପରେ ଦୁଇ ଦିନିଆ ଜାତୀୟ ସମ୍ମିଳନୀ

● କେନ୍ଦ୍ର କାର୍ମିକ,ସାଧାରଣ ଅଭିଯୋଗ ଏବଂ ପେନସନ ପ୍ରଶାସନ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନୀ ଅଧିବେଶନରେ ରଖିବେ ଅଭିଭାଷଣ● ଜିଲ୍ଲାପାଳ,କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ସେମାନଙ୍କର ଶ୍ରେଷ୍ଠ ଅଭ୍ୟାସଗୁଡ଼ିକୁ
Read More...

ବିପର୍ଯ୍ୟୟ ପ୍ରଶମନ ନିମନ୍ତେ ଲିଙ୍ଗ ଅନ୍ତଭୁକ୍ତିକରଣ ଶୀର୍ଷକ ଜିପି ସ୍ତରୀୟ କର୍ମଶାଳା

ମୟୁରଭଞ୍ଜ,(ଦେବସ୍ମିତ ଚୌଧୁରୀ) : ମାନଗୋବିନ୍ଦପୁର ଓ ଶାଳଗାଁ ପଂଚାୟତ ସମ୍ମିଳନୀ କକ୍ଷଠାରେ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ମୟୁରଭଞ୍ଜ ସହଯୋଗରେ ତଥା, ବଡ଼ସାହି ବ୍ଲକ ପ୍ରଶାସନ ଦ୍ୱାରା ବିପର୍ଯ୍ୟୟ ହ୍ରାସ ନିମନ୍ତେ ମୁଖ୍ୟସ୍ରୋତ ଲିଙ୍ଗ
Read More...

ଆଦ୍ୟାଶକ୍ତି ନାରୀ ସଂଗଠନର ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଆଦ୍ୟାଶକ୍ତି ନାରୀ ସଂଗଠନ ତରଫରୁ ଲକ୍ଷ୍ମୀନାରାଣୟ ମନ୍ଦିରଠାରେ ସଭାପତି ମାଳତି ଉଦଗାତାଙ୍କ ସଭାପତିତ୍ୱରେ ଏକ ଶ୍ରଦ୍ଧାଂଜଳି ସଭା ଅନୁଷ୍ଠିତ ହୋଇଯାଇଛି । ବାଲେଶ୍ୱରର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଅସ୍ୱାଭିକ
Read More...

ବଙ୍ଗୋମୁଣ୍ଡା ଅଞ୍ଚଳର ସାହାରା ଜମାକାରୀ ବଙ୍ଗୋମୁଣ୍ଡା ସରପଞ୍ଚଙ୍କୁ ଦେଲେ ଦାବିପତ୍ର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଂଚଳର ସାହାରା ଜମାକାରୀମାନେ ଦୀର୍ଘ ବର୍ଷ ହେବ ସେମାନେ ତାଙ୍କ ଜମା ଟଙ୍କା ନ ପାଇ ନିରାଶ ହୋଇଛନ୍ତି । ଏ ନେଇ ଆଜି ବଙ୍ଗୋମୁଣ୍ଡା ସରପଞ୍ଚଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଏ ନେଇ ଅନେକ ଥର ସାହାରା
Read More...

ବରଗଡ଼ ମହିଳା ସମିତି ପକ୍ଷରୁ ତୋରା କଲେଜରେ ବନ ମହୋତ୍ସବ

ବରଗଡ଼, (ନିରୋଜ କୁମାର ପାଣୀ) : ତୋରା କଲେଜରେ ବରଗଡ଼ ମହିଳା ସମିତି ପକ୍ଷରୁ ମାଁ ପାଇଁ ଗଛଟିଏ ବନ ମହୋତ୍ସବ ପାଳନ କରାଯାଇଥିଲା । କଲେଜ ଅଧ୍ୟକ୍ଷ ଶ୍ରୀରାମ କର ଏବଂ ମହିଳା ସମିତି ଅଧ୍ୟକ୍ଷା ଅଞ୍ଜନା ଦାସ ମିଳିତ ଭାବରେ ଏକ ଗଛ ଲଗାଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହାପରେ ସଦସ୍ୟା ଗଣ
Read More...

ଅକ୍ଷୟ ଶକ୍ତି କ୍ଷମତା ସ୍ଥାପନ ଲାଗି ଏନଟିପିସି ଲିମିଟେଡ୍‌କୁ ଅଧିକ କ୍ଷମତା ପ୍ରଦାନ କଲା କେନ୍ଦ୍ର କ୍ୟାବିନେଟ୍

ଏନଟିପିସି ଅକ୍ଷୟ ଶକ୍ତି ଲିମିଟେଡ୍ ଏବଂ ଏହାର ଅନ୍ୟ ଯୌଥ ଉଦ୍ୟୋଗ/ସହାୟକ କମ୍ପାନୀରେ ନିବେଶ ଲାଗି ମିଳିଲା ଅତିରିକ୍ତ କ୍ଷମତା ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି ବୈଠକରେ
Read More...

ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ

୧୦୦ଟି ଜିଲ୍ଲାରେ କୃଷି ଓ ଆନୁସଙ୍ଗିକ କ୍ଷେତ୍ରର ବିକାଶ ହେବ ତ୍ୱରାନ୍ୱିତ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ‘ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା’କୁ ମଞ୍ଜୁର କରିଛି । ଏହି ଯୋଜନା ୨୦୨୫-୨୬ ଆର୍ଥିକ ବର୍ଷ ଠାରୁ
Read More...

ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ୩୦ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମଙ୍ଗଳବାର ଦିନ ଆଭାସୀ ଯୋଗେ ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ୩୦ତମ ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ୍ ଡାଇରେକ୍ଟର) ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ଲଗାଣ ବର୍ଷାର ସଫଳ ମୁକାବିଲା ନିମନ୍ତେ ପ୍ରସ୍ତୁତି ବୈଠକ

ଲୋକଙ୍କ ସମସ୍ୟାର ସମୟୋଚିତ ସମାଧାନକୁ ଗୁରୁତ୍ଵ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମହାନଗର ନିଗମ ଆୟୁକ୍ତ ରାଉରକେଲା, (ସସ୍ମିତା ପ୍ରଧାନ) : ଗତ କିଛି ଦିନ ହେବ ସୁନ୍ଦରଗଡ଼ ସମଗ୍ର ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ବର୍ଷାର ପ୍ରକୋପ ଲାଗି ରହିଥିବା ବେଳେ ରାଉରକେଲା ସହର
Read More...

ଆସନ୍ତା ୧୭ ଭାରତବନ୍ଦ ପାଇଁ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ୧୭ ତାରିଖ ଦିନ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାର ପ୍ରତିବାଦ ଜଣାଇ ମିଳିତ ରାଜନୈତିକ ଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । କଂଗ୍ରେସର ସଭାପତି ଜ୍ଞାନେନ୍ଦ୍ର ଦାଶଙ୍କ ଅଧ୍ୟକ୍ଷତାରେ ଆଜି
Read More...