ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ଲାଗିଥିବା ଅଞ୍ଚଳ ପରିଦର୍ଶନ ସହ ସମୀକ୍ଷା କଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ବଡ଼ ଆଙ୍କୁଲା ଗାଁରେ କୁକୁଡ଼ାମାନଙ୍କୁ ବାର୍ଡ ଫ୍ଲୁ ରୋଗ ଲାଗିଥିବା ଜାତୀୟ ଉଚ୍ଚ ସୁରକ୍ଷା ପ୍ରାଣିରୋଗ ପ୍ରତିଷ୍ଠାନ, ଭୋପାଳ ଜୁଲାଇ ୧୧ ତାରିଖ ଦିନ ନିଶ୍ଚିତ କରିଛି । ଖବର ପାଇବା କ୍ଷଣି ରାଜ୍ୟ ସରକାର ଏହି ରୋଗ କିପରି!-->…
Read More...
Read More...