ସମ୍ବଲପୁର ଟେଲିଫୋନ ଉପଦେଷ୍ଟା କମିଟି ସଦସ୍ୟ ଭାବେ ମନୋନୀତ ହେଲେ ହରିହର ସାହୁ
ପଦ୍ମପୁର, (ନିରୋଜ କୁମାର ପାଣୀ) : ସମ୍ବଲପୁର ଟେଲିଫୋନ ଉପଦେଷ୍ଟା କମିଟିର ସଦସ୍ୟ ଭାବେ ହରିହର ସାହୁଙ୍କୁ ଭାରତ ସରକାରଙ୍କ ସଂଚାର ମନ୍ତ୍ରଣାଳୟ ଦୂର ସଂଚାର ବିଭାଗ, ପି.ଏଚ.ପି ଅନୁବିଭାଗ ମହାନଗର ଭବନ ନୂଆଦିଲ୍ଲୀ ରୁ ମନୋନୀତ କରାଯାଇଥିବା ସୂଚନା ରହିଛି । ଏହି ଅବସରରେ ହରିହର ସାହୁଙ୍କ!-->…
Read More...
Read More...