ବନମହାଉତ୍ସବ ଓ ଉଦଘାଟନୀ କାର୍ଯ୍ୟକ୍ରମ କେସିଙ୍ଗା ମହାବିଦ୍ୟାଳୟରେ ପାଳିତ
କେସିଙ୍ଗା, (ପ୍ରୀତେଶ ପଟେଲ) : ସାରା ଦେଶରେ ବନ ମହୋତ୍ସବ ପାଳନ କରାଯାଉଛି । ଏହି ଅବସରରେ କେସିଙ୍ଗା ମହାବିଦ୍ୟାଳୟ ପରିସରରେ ଅନେକ ଉଦଘାଟନୀ କାର୍ଯ୍ୟକ୍ରମ ମହାସମାରୋହରେ ଆୟୋଜିତ ହୋଇଯାଇଛି । ଉଚ୍ଚଶିକ୍ଷା ବିଭାଗର ଆର୍ଥିକ ଅନୁଦାନରେ ନିର୍ମିତ ବାଳକ ସାଧାରଣ ପ୍ରକୋଷ୍ଠ, ଲୋକସଭା ସଦସ୍ୟଙ୍କ!-->…
Read More...
Read More...