Yearly Archives

2025

ତୁରେକେଲା କ୍ଲଷ୍ଟରରେ ସମ୍ବିଧାନ ହତ୍ୟା ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ତୁରେକେଲା କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରେ ସମ୍ବିଧାନ ହତ୍ୟା ଦିବସ ପାଳିତ ହୋଇଯାଇଛି । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତୁରେକେଲା ଉଚ୍ଚ
Read More...

ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ବୋର୍ଡ ସାର୍ଟିଫିକେଟ ବଣ୍ଟନ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ଵରେ ୨୦୨୪-୨୫ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀମାନଙ୍କୁ
Read More...

ସୁମନଙ୍କ ପାଇଁ ଛୁଟୁଛି ପ୍ରଶଂସାର ସୁଅ

ଭୋଗରାଇ, (ଶିବନାରାୟଣ ପାତ୍ର) : ଭୋଗରାଇ ବ୍ଲକ ଖରିଦପିପଳ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନୟାପାଲି ଗ୍ରାମରେ ମାତା ସ୍ନେହଲତା ପାତ୍ର, ପିତା ଅବସରପ୍ରାପ୍ତ ଆର୍ମୀ ଅଧିକାରୀ ମୃତ୍ୟୁଞ୍ଜୟ ପାତ୍ରଙ୍କ ସାନ ପୁଅ ସୁମନ । ସୁମନ ପିଲାବେଳୁ ପିତାମାତାଙ୍କଠାରୁ ପ୍ରେରଣା ପାଇ ଗରୀବ ଲୋକମାନଙ୍କ ସେବା
Read More...

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା

ଭୁବନେଶ୍ୱର : ବିଜେଡିର ରାଜ୍ୟ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା । ମୁମ୍ବାଇ ସ୍ଥିତ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନ ପଟ୍ଟନାୟକ ଚିକିତ୍ସାଧୀନ ଥିବାବେଳେ ତାଙ୍କୁ ବିଜେଡିର ବରିଷ୍ଠ ନେତାମାନେ ଭେଟିଛନ୍ତି । ପୂର୍ବତନ
Read More...

କଣ୍ଟାବାଞ୍ଜିରେ ଗର୍ଜିଲା ବିଜେଡି

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଆଜି କଣ୍ଟାବାଞ୍ଜି ବିଜୁ ଛାତ୍ର ଜନତା ଦଳ ତରଫରୁ ଆମ ଅଞ୍ଚଳର ଯୁବ ନେତା ଗିରିରାଜ ସିଂ ମାଝୀଙ୍କ ନେର୍ଦ୍ଦେଶକ୍ରମେ ଜିଲ୍ଲା ସାଧାରଣ ସମ୍ପାଦକ ଦେବରାଜ ୟାଦବଙ୍କ ସହଯୋଗରେ କଣ୍ଟାବାଞ୍ଜି ବୈଷୟିକ ମହାବିଦ୍ୟାଳୟ ଓ ମହିଳା ମହାବିଦ୍ୟାଳୟ, କଣ୍ଟାବାଞ୍ଜି
Read More...

ଝରିଆ କୋଇଲା କ୍ଷେତ୍ରରେ ଅଗ୍ନିକାଣ୍ଡ ଓ ଭୂସ୍ଖଳନ ମୁକାବିଲା ଏବଂ ପ୍ରଭାବିତ ପରିବାରର ପୁନର୍ବାସ ପାଇଁ ସଂଶୋଧିତ ଝରିଆ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି ବୈଠକରେ ଝରିଆ ମାଷ୍ଟର ପ୍ଲାନକୁ ଅନୁମୋଦନ କରାଯାଇଛି । ଝରିଆ କୋଇଲା କ୍ଷେତ୍ରରେ ଅଗ୍ନିକାଣ୍ଡ ଓ ଭୂସ୍ଖଳନ ମୁକାବିଲା ଏବଂ ପ୍ରଭାବିତ ପରିବାରର
Read More...

ଗଞ୍ଜାମ ଜାତୀୟ ରାଜପଥରେ ଦୁର୍ଘଟଣା ପରେ ହୁତୁ ହୁତୁ ହୋଇ ଜଳିଗଲା ୨ କାର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲାର ଛତ୍ରପୁର ନିକଟସ୍ଥ ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଛକରେ ଛତ୍ରପୁରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଗୋଟିଏ କାରକୁ ପଛପଟୁ ଆଉ ଗୋଟିଏ କାର ଧକ୍କା ଦେଇଥିଲା । ଦୁଇଟି କାର ଦୁର୍ଘଟଣା ହେବା ପରେ କାରରେ
Read More...

ଲଘୁଚାପର ରୂପ ନେଇପାରେ ଘୂର୍ଣ୍ଣିବଳୟ : ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା । ଅତ୍ୟଧିକ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଜିଲ୍ଲା ଗୁଡ଼ିକ ହେଲା
Read More...

ମେଲଣ ପଡିଆରେ ଜୁନ୍ ୨୭ରୁ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ଦ୍ଵିତୀୟ ଆନ୍ତର୍ଜାତୀୟ ବାଣିଜ୍ୟ ମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହର ରାଉରକେଲାର ସେକ୍ଟର-୧୩ ମେଲଣ ପଡିଆରେ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରା.ଲିଃ. ପକ୍ଷରୁ ଆପେଲ ସାଇନ୍ ଆଣ୍ଡ ଗ୍ରାଫିକ୍ସ ସହାୟତାରେ ଦ୍ଵିତୀୟ ରାଉରକେଲା ଆନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୫ ଅନୁଷ୍ଠିତ ହେବାକୁଯାଉଛି, ବୋଲି ପାନ୍ଥନିବାସଠାରେ
Read More...

ରାଉରକେଲା ଚାମ୍ବର ଅଫ୍ କମର୍ସର ସଭାପତି ମଳୟ ମଣ୍ଡଳ ସାଧାରଣ ସମ୍ପାଦକ ଶୁଭମ କପୁର ନିର୍ବାଚିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଚାମ୍ବର ଅଫ୍ କମର୍ସର ସଭାପତି ଭାବେ ମଳୟ ମଣ୍ଡଳ ଏବଂ ସାଧାରଣ ସମ୍ପାଦକ ଭାବେ ଶୁଭମ କପୁର ନିର୍ବାଚିତ ହୋଇଛନ୍ତି । ଏହି ନିର୍ବାଚନରେ ୧୧୦୦ରୁ ଅଧିକ ଆଜୀବନ ସଦସ୍ୟଙ୍କ ମଧ୍ୟରୁ ୭୦% ଆଜୀବନ ସଦସ୍ୟ ଭୋଟ ଦେଇଥିଲେ । ନିର୍ବାଚନ ଅଧିକାରୀ ଅଧ୍ୟକ୍ଷ
Read More...