Yearly Archives

2025

ଶୁଖା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଶୁଖା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁରେଶ କୁମାର ନାୟକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଫକୀର ମୋହନ ସାଙ୍କ ସଭାପତିତ୍ୱରେ…
Read More...

ରାମେଶ୍ଵରମ ଅଭିମୁଖେ ଯାତ୍ରା କଲେ କଳାହାଣ୍ଡିର ୧୮୭ ବରିଷ୍ଠ ନାଗରିକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ତରଫରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ରବିବାର କଳାହାଣ୍ଡି ଜିଲ୍ଲାରୁ ୫ ଗୋଟି ସ୍ୱତନ୍ତ୍ର ବସ ଯୋଗେ ୧୮୭ ଜଣ ବରିଷ୍ଠ ନାଗରିକ ରାମେଶ୍ଵରମ ଓ ମଦୁରାଇ ଅଭିମୁଖେ ଯାତ୍ରା କରିଛନ୍ତି । ରାୟଗଡାରେ ସମସ୍ତ…
Read More...

ସଫେଇ କର୍ମଚାରୀଙ୍କୁ ସମ୍ମାନ : କେସିଙ୍ଗା ଏନ୍‌ଏସିରେ ବଡାଖାନା କାର୍ଯ୍ୟକ୍ରମ

କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତି ଭାବେ ଯୋଗଦେଇ କହିଥିଲେ ଯେ, ବର୍ଷ ସାରା ବିଜ୍ଞାପିତ ଅଞ୍ଚଳ ପରିଷଦରେ ସଫେଇ କର୍ମଚାରୀମାନେ ସଫା କରିଥାନ୍ତି ।…
Read More...

ସୁବର୍ଣ୍ଣପୁରର ଜିଲ୍ଲା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ

ଭାଗ ନେଲେ ରେକର୍ଡ ସଂଖ୍ୟକ ୧୨୭୦ ପ୍ରତିଯୋଗୀ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗତକାଲି ଠାରୁ ଜିଲ୍ଲା କ୍ରୀଡ଼ା ସଂଘ ପକ୍ଷରୁ ଆରମ୍ଭ ହୋଇଥିବା ଦୁଇ ଦିନଆ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ…
Read More...

ଶ୍ରୀ ହରିନାମ ପ୍ରଚାର ସମିତି ପକ୍ଷରୁ କମ୍ବଳ ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରବଚିକା, ଅଧ୍ୟାପିକା ତଥା ସୁଲେଖିକା ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀହରିନାମ ପ୍ରଚାର ସମିତି ପକ୍ଷରୁ ଦରିଦ୍ର ଅସହାୟଙ୍କୁ ଶୀତବସ୍ତ୍ର ଏବଂ କମ୍ବଳ ବଣ୍ଟନ କରାଯାଇଛି । ପ୍ରବଳ ଶୀତକାକରରୁ ରକ୍ଷା ପାଇବାକୁ ଏହି ସମିତି କମ୍ବଳ ବଣ୍ଟନ କରିଛି । ଏହି…
Read More...

ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୫ ଉଦଘାଟିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ପୂର୍ବାହ୍ନରେ ସୁବର୍ଣ୍ଣପୁର ସ୍ଥିତ ରୟାଲ ପଡିଆ ଠାରେ ଜିଲ୍ଲାସ୍ତରୀୟ ମତ୍ସ ଓ ପ୍ରାଣୀସମ୍ପଦ ମେଳା - ୨୦୨୫ ଉଦଘାଟିତ ହୋଇଯାଇଛି । ଏହା ଦୁଇଦିନ ଧରି ଅନୁଷ୍ଠିତ ହେବ । ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି…
Read More...

ଲେବଡା କ୍ଲଷ୍ଟରରେ ଆସ ସ୍କୁଲ୍ ଯିବା ଅଭିଯାନ ଅନ୍ତର୍ଗତ ଶିକ୍ଷା ସଭା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡ଼ା କ୍ଳଷ୍ଟର ଅଧିନସ୍ଥ ବଡ଼ଉଡ଼ାର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷାରୁ ବଞ୍ଚିତ ଓ ବିଦ୍ୟାଳୟ ଛାଡ଼ିଥିବା ୬ରୁ ୧୮ ବର୍ଷ ବୟସର ପିଲାମାନଙ୍କୁ ପୁନଃ ବିଦ୍ୟାଳୟଭିମୁଖୀ କରିବା ଉଦ୍ଦେଶ୍ୟରେ “ଆସ…
Read More...

ଦାର୍ଜିଂ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ସଚେତନତା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ଦାର୍ଜିଂ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ଘୋଷଣା କରାଯାଇଥିବା ପରିପ୍ରେକ୍ଷୀରେ ଏକ ସଚେତନତା କାର୍ଯ୍ୟକ୍ରମ ଏସ୍‌ପିସିବିର ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ୟୁଥ…
Read More...

ମାସିକ ରଚନା ସନ୍ଧ୍ୟାରେ “ଏବେ ଆମ ଯୁବପିଢ଼ି ସମ୍ମୁଖରେ ଆହ୍ୱାନ” ଶୀର୍ଷକ ଆଲୋଚନା ଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବର୍ତ୍ତମାନର ଯୁବପିଢ଼ିଙ୍କ ଆଗରେ ଆହ୍ୱାନ ଅନେକ, ପ୍ରତିଯୋଗିତା ଅନେକ । ସେମାନେ ନିଜକୁ ମୋବାଇଲର କୃତ୍ରିମ ଦୁନିଆ ଭିତରେ ଆବଦ୍ଧ ନରଖି ନିଜ ଭିତରେ ଥିବା ପ୍ରକୃତ ଗୁଣକୁ ଚିହ୍ନନ୍ତୁ ଏବଂ ଅଭିଭାବକମାନେ ସେମାନଙ୍କ ଉପରେ ପାଠର ବୋଝ ନଲଦି ମୁକ୍ତ ବିଚାର ପାଇଁ…
Read More...

କୋଟଗଡ଼ ଅଭୟାରଣ୍ୟରେ ହାତୀ ଆତଙ୍କ : କପା, ମୁଗ, ବିରି ଫସଲ ନଷ୍ଟ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ । ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ ଦୁର୍ଗାପାଙ୍ଗା ସେକ୍ସନର କିଛି ଅଞ୍ଚଳରେ ଉତ୍ପାତ କରୁଛନ୍ତି ୮ଟିକିଆ ହାତୀ ପଲ । ରାୟଗଡ଼ା ଜିଲ୍ଲା…
Read More...