Yearly Archives

2025

ମାରୱାର୍ଡ ଯୁବାମଞ୍ଚ ପକ୍ଷରୁ ରକ୍ତଦାନ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମାରୱାଡ଼ି ଧର୍ମଶାଳାଠାରେ ଅଖିଳ ଭାରତୀୟ ମାରୱାଡ଼ି ଯୁବା ମଞ୍ଚ ପଦ୍ମପୁର ଶାଖା ପକ୍ଷରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ମାରୱାଡି ସମାଜର ସଭାପତି ଅମରଦୀପ ଅଗ୍ରୱାଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାକୁ ଉଦଘାଟନ କରି ଆୟୋଜକ ଓ
Read More...

ଖମନଖୋଲ ପଞ୍ଚାୟତର ବହୁବିଧି ସମସ୍ୟା ମନ୍ତ୍ରୀଙ୍କୁ ଜଣାଇଲେ ଅଞ୍ଚଳବାସୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଖମନଖୋଲ ପଞ୍ଚାୟତରେ ଆଜକୁ ଦୀର୍ଘ ଦିନ ହେଲା ବହୁବିଧି ସମସ୍ୟା ମଧ୍ୟରେ ରହିଛି, ଯାହାକି, ଉକ୍ତ ପଞ୍ଚାୟତ ଅଞ୍ଚଳରେ ଶିକ୍ଷା ସ୍ୱାସ୍ଥ୍ୟ, ରାସ୍ତା ଘାଟ, ପାନୀୟ ଜଳ, ଭଳି ବିଭିନ୍ନ ପ୍ରକାର ସମସ୍ୟା ଦେଇ ଗତି
Read More...

ଛତିଶଗଡ଼, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ଡିଜିପି/ଏଡିଜିପି ଏବଂ…

ଆତ୍ମସମର୍ପଣ ନୀତିର ଫାଇଦା ଉଠାଇ ଅସ୍ତ୍ର ସମର୍ପଣ କରି ମୁଖ୍ୟଧାରାରେ ସାମିଲ ହେବାକୁ ନକ୍ସଲମାନଙ୍କୁ ନିବେଦନ କରିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ।କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି, ପ୍ରତିବର୍ଷ ବର୍ଷା ଋତୁରେ ବିଶ୍ରାମ ନେଉଥିବା ନକ୍ସଲମାନେ ଚଳିତ ବର୍ଷ
Read More...

ଖଲିଆକାନୀରେ କନ୍ଧ ସମାଜର ସଚେତନତା ବୈଠକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଖଲିଆକାନୀ ଗ୍ରାମରେ କନ୍ଧ ସମାଜର ଏକ ସଚେତନତା ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ରମେଶ ଭୋଇଙ୍କ ସଭାପତିତ୍ୱରେ ତଥା ପାର୍ଥରାମ ଭୋଇଙ୍କ ସଭା ପରିଚାଳନାରେ ଅନୁଷ୍ଠିତ ଏହି ବୈଠକରେ ସୁରେଶ ଭୋଇ
Read More...

ପୂର୍ବତନ ବିଧାୟକଙ୍କ ଦ୍ଵାରା ରଥଯାତ୍ରା ପାଇଁ ୨୧ଟି ଜଗନ୍ନାଥ ମନ୍ଦିରକୁ ପାଟବସ୍ତ୍ର ପ୍ରଦାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ତଥା ଓଡିଶା ପ୍ରଦେଶ କଂଗ୍ରେସ କମିଟିର ଉପସଭାପତି ସନ୍ତୋଷ ସିଂ ସାଲୁଜା (କୁକୁସିଂ) ରବିବାର ମୁରିବାହାଲ ବ୍ଲକର ୨୧ଟି ଜଗନ୍ନାଥ ମନ୍ଦିରକୁ ଯାଇ ରଥଯାତ୍ରା ପାଇଁ ମହାପ୍ରଭୁଙ୍କ ନିମନ୍ତେ ପାଟବସ୍ତ୍ର
Read More...

ମୁରିବାହାଲ ବ୍ଲକସ୍ତରୀୟ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ଵୟ ସମିତିର ସାଧାରଣ ବୈଠକ ଓ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଂଚାୟତ ସମିତିର ସଭା ଗୃହରେ ମୁରିବାହାଲ ବ୍ଲକସ୍ତରୀୟ ଓଡ଼ିଶା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ସମିତିର ଏକ ସାଧାରଣ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁରିବାହାଲ
Read More...

ଭାରତର ଶକ୍ତି କ୍ଷେତ୍ର : ଦୀର୍ଘସ୍ଥାୟୀ ବିକାଶ ଦେଉଛି ବଳ

ନୂଆଦିଲ୍ଲୀ, (ପିଆଇବି) : ଗତ କିଛି ବର୍ଷ ହେଲା ଭାରତ ଏହାର ଶକ୍ତି କ୍ଷେତ୍ରକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଛି । ଦେଶ ନିଜର ବର୍ଦ୍ଧିତ ବିଦ୍ୟୁତ ଚାହିଦା ପୂରଣ ଏବଂ ସ୍ଥାୟୀତ୍ୱକୁ ପ୍ରୋତ୍ସାହିତ କରିବା ଭଳି ଦ୍ୱୈତ ଲକ୍ଷ୍ୟକୁ ସଫଳତାର ସହିତ ସନ୍ତୁଳିତ କରୁଛି ।
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ୍ରେ କଥା ହେଲେ ଇରାନ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ବର୍ତ୍ତମାନର ପରିସ୍ଥିତି ବିଷୟରେ ଭାରତର ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଲେ ଇରାନ ରାଷ୍ଟ୍ରପତି ପେଜେଶକିୟାନ୍ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀ ଗଭୀର ଚିନ୍ତା ପ୍ରକାଶ କରିଥିଲେ ଏବଂ ଉତ୍ତେଜନା ହ୍ରାସ, ଆଲୋଚନା ଓ କୂଟନୀତି ଏବଂ ଶାନ୍ତି, ସୁରକ୍ଷା ଓ
Read More...

ରାଷ୍ଟ୍ରପତିଙ୍କ ଭାଷଣ ସଂକଳନ ‘‘ୱିଙ୍ଗସ୍ ଟୁ ଆୱାର୍ ହୋପ୍ସ-ଭଲ୍ୟୁମ୍-୨’’ ଏବଂ ‘‘ଆଶାଓଁ କି ଉଡ଼ାନ୍-ଖଣ୍ଡ ୨’’କୁ…

● କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ ମଧ୍ୟ ଉନ୍ମୋଚନ ସମାରୋହରେ ଉପସ୍ଥିତ ରହିବେ● ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକାଳର ଦ୍ୱିତୀୟ ବର୍ଷରେ ସେ ଦେଇଥିବା ଭାଷଣ ଉପରେ ଆଧାରିତ ପୁସ୍ତକଗୁଡ଼ିକ ଭାରତ
Read More...

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ଏକ ସ୍ୱତନ୍ତ୍ର ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । କଟକ ପ୍ରତାପ ନଗରୀସ୍ଥିତ ଧାକୁଲେଇ
Read More...