Yearly Archives

2025

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୋଗ ଦିବସରେ ସ୍ଥାନୀୟ ଯୋଗ ପ୍ରଶିକ୍ଷକ ବନବିହାରୀ ଯୋଶୀ
Read More...

୧ମ ବାର୍ଷିକ ରଗବୀ ପ୍ରୀମିୟର ଲିଗରେ ମ୍ୟାଚ୍ ଅଫିସିଆଲ୍ ଭାବେ ଦିବ୍ୟରଞ୍ଜନ ମନୋନୀତ

ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମୁମ୍ବାଇର ଅନ୍ଧେରୀ ସ୍ପୋର୍ଟସ କମ୍ପ୍ଲେକ୍ସଠାରେ ଆରମ୍ଭ ହୋଇଥିବା ୧ମ ବାର୍ଷିକ ରଗବୀ ପ୍ରୀମିୟର ଲିଗରେ ଏକମାତ୍ର ଓଡ଼ିଆ ମ୍ୟାଚ୍ ଅଫିସିଆଲ୍ ଭାବେ ମୟୂରଭଞ୍ଜ ଜିଲ୍ଲାର ଦିବ୍ୟରଞ୍ଜନ ଦାସ ସ୍ଥାନ ପାଇଛନ୍ତି । ଦିବ୍ୟରଞ୍ଜନଙ୍କ ଘର ମୟୂରଭଞ୍ଜ ଜିଲ୍ଲା
Read More...

ବାରିପଦା ପୌର ପାଳିକା ତରଫରୁ “ଏକ ପେଡ ମାଆ କେ ନାମ ” କାର୍ଯ୍ୟକ୍ରମର ଶୁଭାରମ୍ଭ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦା ପୌରପାଳିକା ଆନୁକୂଲ୍ୟରେ ସ୍ଥାନୀୟ ବେଲଗଡ଼ିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ "ଏକ ପେଡ, ମାଆ କେ ନାମ "( ମାଆ ପାଇଁ ଗଛଟିଏ ) କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ, ଗୃହ
Read More...

ଟିଟିଲାଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ ଯୋଗ ଦିବସ କୁମୁଡ଼ା କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଟିଟିଲାଗଡ଼ ସହରର ବିଭିନ୍ନ ସ୍ଥାନରେ ଯୋଗ ଶିବିର ଆୟୋଜନ ହୋଇଯାଇଛି । ସେହିପରି ଟିଟିଲାଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ କୁମୁଡା କଲ୍ୟାଣ ମଣ୍ଡପ ପରିସରରେ ବିଡ଼ିଓ ଚନ୍ଦ୍ରମଣୀ ନାଗଙ୍କ ତତ୍ତ୍ୱବାଧାନରେ ଶତାଧିକ
Read More...

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜୁନ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ଭାବେ ପାଳନ କରାଯାଉଛି । ୨୦୧୪ ମସିହାରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତି ସଂଘରେ ପ୍ରସ୍ତାବ ଦେଇଥିଲେ । ୨୦୧୫ ମସିହାରୁ ଜୁନ ୨୧କୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି । ଚଳିତ ବର୍ଷ ଏକାଦଶ
Read More...

ବଲାଙ୍ଗିର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

“ବିଶ୍ୱକୁ ଭାରତ ଦେଇଥିବା ଶ୍ରେଷ୍ଠ ଉପହାର ମଧ୍ୟରୁ ଯୋଗ ଅନ୍ୟତମ”“ଏକ ପୃଥିବୀ, ଏକ ସ୍ଵାସ୍ଥ୍ୟ” ପାଇଁ ଯୋଗ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ପୃଥ୍ୱୀରାଜ ଇନଡୋର ଷ୍ଟାଡିୟମଠାରେ ସାମୁହିକ ଯୋଗାଭ୍ୟାସ
Read More...

ଶିକ୍ଷକ ସିଫନ ସ୍ୱାଇଁଙ୍କ ବିୟୋଗରେ ଶୋକସଭା

ଜୟପାଟଣା, (ଶେଷଦେବ ବେହେରା ) : ଜୟପାଟଣା ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧିନସ୍ଥ ପୋଡ଼ାଖୋଲକ୍ଲଷ୍ଟର ଚାଚି ଗୁଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଭାର ପ୍ରାପ୍ତ ପ୍ରଧାନ ଶିକ୍ଷକ ସିଫନ ସ୍ୱାଇଁଙ୍କ ଆବର୍ତ୍ତମାନରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ତା
Read More...

ବଲାଙ୍ଗିରଠାରେ ଶିଶୁ ଶ୍ରମିକ ନିରାକରଣ ପାଇଁ ସଚେତନତା ବୈଠକ

ବ୍ୟାପକ ଜନସଚେତନତା ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ବଲାଙ୍ଗିର ଜିଲାରେ ଶିଶୁ ଶ୍ରମିକ ନିରାକରଣ ସମ୍ପର୍କିତ ଏକ ସଚେତନତା ବୈଠକ ଜିଲ୍ଲାପାଳ ଗୌରୱ ଶୀୱାଜୀ ଈସାଲୱାରଙ୍କ ଅଧ୍ୟକ୍ଷତାରେ
Read More...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ- ତଥା-ଜିଲ୍ଲା ନ୍ୟାୟାଧିଶ ପବିତ୍ର ମୋହନ ସାମଲଙ୍କ ନିର୍ଦ୍ଦେଶରେ ଆଜି ବଲାଙ୍ଗିର ସିଭିଲ କୌଟ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏଥି ସହିତ
Read More...

ତୁରେକେଲା କ୍ଲଷ୍ଟରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନରେ ଥିବା ସମସ୍ତ ବିଦ୍ୟାଳୟରେ ୧୧ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌତମ ପଟେଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତୁରେକେଲା ଆଞ୍ଚଳିକ ସାଧନ
Read More...