Yearly Archives

2025

ମୁରିବାହାଲ ବ୍ଲକର ୫୦୪ଜଣ ଛାତ୍ରଛାତ୍ରୀ ଦେଲେ ନବୋଦୟ ପ୍ରବେଶିକା ପରୀକ୍ଷା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ନବୋଦୟ ବିଦ୍ୟାଳୟ ସମିତି ପକ୍ଷରୁ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫୦୪ଜଣ ଛାତ୍ରଛାତ୍ରୀ ବେଲପଡ଼ା ଜବାହର ନବୋଦୟ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ପ୍ରବେଶିକା ପରୀକ୍ଷା ଦେଇଥିବା ଜଣାପଡିଛି । ବ୍ଲକର ମୁରିବାହାଲ ଓଡ଼ିଶା…
Read More...

ମେଲଛାମୁଣ୍ଡା ଗୌନ୍ତିଆ ଦୀପକ ଭୋଇଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗୌନ୍ତିଆ ତଥା ଅବସରପ୍ରାପ୍ତ ହାଇସ୍କୁଲ ପ୍ରଧାନ ଶିକ୍ଷକ ଦୀପକ କୁମାର ଭୋଇଙ୍କ ଶନିବାର ଅପରାହ୍ନରେ ରାୟପୁର ସ୍ଥିତ ଶ୍ରୀବାଲାଜୀ ମଲଟିସ୍ପେସିଆଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ…
Read More...

ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବର ଚତୁର୍ଥ ସନ୍ଧ୍ୟା : ଆକର୍ଷଣ ସାଜିଲା ଆସାମର ବିହୁ ଓ ଛତିଶଗଡ଼ର ଆଜାଦ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଲବ, ପଦ୍ମପୁର ତରଫରୁ ଆୟୋଜିତ ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବର ଆଜି ଚତୁର୍ଥ ସନ୍ଧ୍ୟାରେ ବିଜେପୁର ବିଧାୟକ ସନତ ଗଡତିଆ, ଭଟଲି ବିଧ୍ୟାୟକ ଇରାଶିଷ ଆଚାର୍ଯ୍ୟ ଓ ପଦ୍ମପୁର ବଣିକ ସଂଘ ସଭାପତି ତଥା ଟାଉନ…
Read More...

ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଦ୍ୱିଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ବାର୍ଷିକ କ୍ରୀଡା କାର୍ଯ୍ୟକ୍ରମଟିକୁ ଅଧ୍ୟକ୍ଷା ଶ୍ରୀମତୀ ମିନତୀ ରଥ ମା' ଦ୍ୱାରସେନୀ ମନ୍ଦିରରୁ…
Read More...

ରେଳ ଉପଭୋକ୍ତା ସଂଘର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ସ୍ଥିତ ରେଳ ଉପଭୋକ୍ତ ସଂଘର କାର୍ଯ୍ୟାଳୟ ଠାରେ ସଂଘର କାର୍ଯ୍ୟକାରିଣୀ ବୈଠକ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉପ-ସଭାପତି ଅନନ୍ତ ବିଶୋଇ ସ୍ୱାଗତ ଜଣାଇଲା ପରେ ସଂପାଦକ ବିମଳ ଚକ୍ରବର୍ତ୍ତି ଗତ ସାଧାରଣ…
Read More...

ଜୀବନ ବୀମା ଅଭିକର୍ତ୍ତା ମହାସଂଗଠନର ଦୁଇ ଦିନିଆ ଅଧିବେଶନ ଆରମ୍ଭ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜୀବନ ବୀମା ଅଭିକର୍ତ୍ତା ମହାସଂଗଠନ, ସମ୍ବଲପୁର ମଣ୍ଡଳ ପରିଷଦର ଦୁଇ ଦିନିଆ ୧୧ତମ ସାଧାରଣ ଅଧିବେଶନ ବଲାଙ୍ଗିର-ସମ୍ବଲପୁର ରୋଡ ସ୍ଥିତ ନଟରାଜ ପ୍ୟାଲେସ ଠାରେ ଆରମ୍ଭ ହୋଇଯାଇଛି । ଅଭିକର୍ତ୍ତା ମାନଙ୍କ ଏହି ମହା ସମ୍ମିଳନୀରେ ସମ୍ବଲପୁର ମଣ୍ଡଳ ଅନ୍ତର୍ଗତ…
Read More...

ମଦନପୁର ଠାରେ ଧାନମଣ୍ଡି ଉଦ୍‌ଘାଟିତ

ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର କୃଷି ସମବାୟ ସମିତି ପକ୍ଷରୁ ଶୁକ୍ରବାର ବଜାର ପଡିଆ ଠାରେ ଚଳିତ ବର୍ଷ ପାଇଁ ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ପେସ୍କ ସଭାପତି ହରି ମହାନନ୍ଦ, ନିର୍ଦ୍ଦେଶକ ଛନ୍ଦା ଚରଣ ସେଲମା, ବଗୃ ପଧାନ, ପେସ୍କ…
Read More...

ଅର୍ଜୁନପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅର୍ଜୁନପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଦ୍ଵିଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁମନ୍ତ ପରୁଆଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବରେ ଉଦଘାଟନୀ…
Read More...

ଝିରିପାଣି ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର ବେଲଘର ରେଞ୍ଜ୍ ଝିରିପାଣି ଅଞ୍ଚଳ କର୍ଜଣ୍ଡି ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଘଟଣା ଶୁକ୍ରବାର ପ୍ରତ୍ୟୁଷରେ ଗ୍ରାମବାସୀମାନେ ଜଙ୍ଗଲ ଆଡ଼କୁ ଗଲାବେଳେ ଦେଖିବା ପରେ ବନ ବିଭାଗକୁ ଖବର ଦେଇଥିଲେ ।…
Read More...

ଟିଟିଲାଗଡ଼ ଲିଓ କ୍ଲବ ତରଫରୁ ଆନ୍ତଃ ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଟିଟିଲାଗଡ଼ ଲିଓ କ୍ଲବ ତରଫରୁ ଆନ୍ତଃ ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ ଚାହାରଭଟା ସ୍ଥିତ ଓମ ଭ୍ୟାଲି ସ୍କୁଲର ଖେଳ ପଡିଆ ଠାରେ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଲାୟନ୍ସ କ୍ଲବର ପିଡିଜି ଯମୁନା ପ୍ରସାଦ ଗୋଏଲ,…
Read More...