Yearly Archives

2025

ମୋବାଇଲ୍ ଟାୱାର ସମସ୍ୟାକୁ ନେଇ ଓଡ଼ିଶା ପତ୍ରକାର ସଙ୍ଘର ଦାବୀ ପତ୍ର ଉପଜିଲ୍ଲାପାଳ ଓ ବିଏସ୍ଏନ୍ଏଲ୍ଏ ଜି ଏମକୁ ଦାବୀ…

ତୁରେକେଲା, (ପିତାମ୍ବର ଦୀପ) : ତୁରେକେଲା ବ୍ଲକ ଅନ୍ତର୍ଗତ ଉପାନ୍ତ ଆଦିବାସୀ ବିଚ୍ଛିନ୍ନାଞ୍ଚଳ ମାନଙ୍କରେ ଏବେ ମଧ୍ୟ ଟାୱାର ଖଣ୍ଡେ ନାହିଁ, ସ୍ୱାସ୍ଥ୍ୟ ସମ୍ବଦୀୟ ଜରୁରୀ ସେବା ଆମ୍ବୁଲାନ୍ସ ଡକା ହେଉ କିମ୍ବା ଘଟଣା ଦୁର୍ଘଟନାରେ ପରିଜନକୁ ଯୋଗାଯୋଗ ହେଉ ଏସବୁ ପାଇଁ ଟାୱାର ଖଣ୍ଡିକ
Read More...

ବରଗଡରୁ ସିଧାସଳଖ ପ୍ରୟାଗରାଜକୁ ଟ୍ରେନ ଚଳାଚଳ ପାଇଁ ସାଂସଦଙ୍କ ପାଖରେ ଦାବି ରଖିଲା ଜର୍ନାଲିଷ୍ଟ ଏସୋସିଏସନ ଅଫ ବରଗଡ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ଜର୍ନାଲିଷ୍ଟ ଏସୋସିଏସନ ଅଫ ବରଗଡ (ଜାବ) ପକ୍ଷରୁ ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କୁ ବରଗଡରୁ ସିଧାସଳଖ ପ୍ରୟାଗରାଜକୁ ଟ୍ରେନ ଚଳାଚଳ ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି । ଜିଲ୍ଲା ସଭାପତି ରବି ପଣ୍ଡା ଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଶ୍ରୀ
Read More...

ଆସନ୍ତାକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ଯୋଗ କନେକ୍ଟ ୨୦୨୫ : ‘ଏକ ପୃଥିବୀ ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’ ଉପରେ…

ଏକ ଦଶନ୍ଧିରେ ଅନ୍ତର୍ଜାତୀୟ ଯୋଗ ଦିବସର ପ୍ରଭାବ ଉପରେ ଏକ ଅଧ୍ୟୟନ ରିପୋର୍ଟ - 'ଯୋଗ ପ୍ରଭାବ' ଆସନ୍ତାକାଲି ଉନ୍ମୋଚନ ହେବ ନୁଆଦିଲ୍ଲୀ, (ପିଆଇବି) : ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ପୂର୍ବରୁ କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟ ୧୪ ଜୁନ୍ ୨୦୨୫ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଯୋଗ କନେକ୍ଟ
Read More...

ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କ ସହିତ ସ୍ଥାନୀୟ ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କଲେ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲର ପ୍ରଧାନମନ୍ତ୍ରୀ ମାନ୍ୟବର ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଏହି ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଶ୍ରୀ ମୋଦୀଙ୍କୁ ସାମ୍ପ୍ରତିକ
Read More...

ଯୁବକଙ୍କୁ ପଥରରେ ଛେଚି ହତ୍ୟା ଅଭିଯୋଗ : ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର ପୋଲିସର ଛାନବିନ ଆରମ୍ଭ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): ଯୁବକଙ୍କୁ ପଥରେ ଛେଚି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ଦୁର୍ବୃତ୍ତ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତର ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଭୃଙ୍ଗିଯୋଡି ବିଦେଶୀ ମଦ ଦୋକାନ ମଝିରେ ରାସ୍ତା କଡରୁ
Read More...

ମାସ ମାସ ଧରି ଖୋଲୁନି ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ : ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା କ. ନୁଆଗାଁ ତହସିଲ ଅନ୍ତର୍ଗତ ବଣ୍ଡଗୁଡ଼ା ପଞ୍ଚାୟତରେ ଥିବା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ମାସ ମାସ ଧରି ଖୋଲୁ ନ ଥିବାରୁ ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ ହୋଇ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି । ଘଣ୍ଟା
Read More...

ବଡସାଇମରା ହାଇସ୍କୁଲରେ ବ୍ଲକ ଓଷ୍ଟା ସଂଘର ସମ୍ବର୍ଦ୍ଧନା ସଭା ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ(ଓଷ୍ଟା)ର ଏକ ବୈଠକ ଶୁକ୍ରବାର ବଡ଼ସାଇମରା ଗ୍ରାମସ୍ଥିତ ସ୍ଵାମୀ ବିବେକାନନ୍ଦ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ଜିଲ୍ଲା ମାଧ୍ୟମିକ ଶିକ୍ଷକ
Read More...

ଚଣାବାହାଲ ଗ୍ରାମରେ ନବନିର୍ମିତ ମାହେଶ୍ୱରୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଣାବାହାଲ ଗ୍ରାମ ତଳିପଡ଼ାରେ ଥିବା ଡୁମାଳ ସମାଜର ଅଧିଷ୍ଠାତ୍ରୀ ଦେବୀ ମାଁ ମାହେଶ୍ୱରୀଙ୍କ ନବନିର୍ମିତ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମନ୍ଦିରର ବରିଷ୍ଠ ଦେହେରୀ ତଥା କର୍ତ୍ତା
Read More...

ଗୁଡିଘାଟ ଓ ଇଚ୍ଛାପଡ଼ା ପଞ୍ଚାୟତସ୍ତରୀୟ ‘ସେବା ଓ ବିକାଶ ବାହାନ ଯାତ୍ରା’ ସଚେତନତା ଶିବିର ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ଓ ଇଛାପଡା ଗ୍ରାମ ପଞ୍ଚାୟତସ୍ତରୀୟ 'ସେବା ଓ ବିକାଶ ବାହାନ ଯାତ୍ରା' ଉପରେ ସଚେତନତା ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଗୁଡିଘାଟ ପଞ୍ଚାୟତରେ ବିଡିଓ ବାସନ୍ତୀ ସେଠୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ
Read More...

ବିଏସଏଫ ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ବିଭିନ୍ନ ପ୍ରକାର ମାଓ ସାମଗ୍ରୀ ଜବତ : ସର୍ଚ୍ଚ ଅପରେସନ ଜାରୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଖମଣଖୋଲ ଅଞ୍ଚଳରେ ମାଓ ସଙ୍ଗଠନ ଏକତ୍ରିତ ହେଉଥିବା ନେଇ ଗୁଇନ୍ଦା ପକ୍ଷରୁ ମିଳିଥିବା ସୂଚନାକୁ ଆଧାର କରି ଖମଣଖୋଲ ପଞ୍ଚାୟତର କାନିବାଲି ଗାଁ ନିକଟସ୍ଥ ଜଙ୍ଗଲରେ ଖମନଖୋଲ ସ୍ଥିତ ବିଏସଏଫ ୧୩୬
Read More...