ଅଖିଳ ଭାରତୀୟ ସାହିତ୍ୟ ପରିଷଦର ମାସିକ ସାହିତ୍ୟ ଆସର ଶ୍ରୀ ଜଗନ୍ନାଥ ଚେତନା ମାନବ ସମାଜକୁ ରସାମୃତ କରିଛି
ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ଓ ରାଉରକେଲା କଲେଜ, ରାଉରକେଲାର ମିଳିତ ଆନୁକୂଲ୍ୟରେ ମାସିକ ସାରସ୍ଵତ ସମାବେଶ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ତଥା ରାଉରକେଲା କଲେଜର ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ!-->…
Read More...
Read More...