କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ଯୋଗ ଅଧିବେଶନ ଆୟୋଜିତ
ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୧ ତାରିଖରେ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହ ପାଳିତ ହେବ । ଏହି କ୍ରମରେ ଆଜି କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ଭୁବନେଶ୍ୱର ପକ୍ଷରୁ ଯୋଗ ଅଧିବେଶନ ଆୟୋଜିତ ହୋଇଯାଇଛି । ଭାରତୀୟ ଯୋଗ ସଂସ୍ଥାନ, ଭୁବନେଶ୍ୱର ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ!-->…
Read More...
Read More...