କୁଟାସିଂହାର ମା’ ଅଭୟା କାଳୀଙ୍କ ଯାତ୍ରାର ଶେଷ ଦିନରେ ପୂଜା
ଆଗଲପୁର, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଆଗଲପୁର (ଡୁଡୁକା ) ବ୍ଲକ କୁଟାସିଂହା ଗ୍ରାମରେ ମା' ଅଭୟାକାଳୀଙ୍କ ପାରମ୍ପରିକ(ପୂଜା) ଛତର ଯାତ୍ରା ଆରମ୍ଭ ହୋଇଯାଇଛି । ବଲାଙ୍ଗିର ସହରଠାରୁ ୪୧ କିଲୋମିଟର ଦୂରରେ ଅବସ୍ଥିତ କୁଟାସିଂହା ଗ୍ରାମ । କାହିଁ କେଉଁ ଆବାହନ କାଳରୁ ଏହି!-->…
Read More...
Read More...