Yearly Archives

2025

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ପାଳନ

ଭଞ୍ଜ ସାହିତ୍ୟ ଓ ସଂସ୍କୃତି ଆମ ଅସ୍ମିତାର ପରିଚୟ ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସର୍ବ ପୁରାତନ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାର ଓ ଭଞ୍ଜ ସାଂସ୍କୃତିକ ନ୍ୟାସର ମିଳିତ ଆନୁକୂଲ୍ୟରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଆଦର୍ଶ ସାହିତ୍ୟ ଘରଠାରେ ମହାସମାରୋହରେ ପାଳିତ
Read More...

କୃଷକଙ୍କ ଆୟ ବଢ଼ାଉଛି ନୂଆ ଭାରତର ନୂଆ ଯୋଜନା

"କୃଷକଙ୍କ ଆୟ ବୃଦ୍ଧି, ଚାଷ ଖର୍ଚ୍ଚ ହ୍ରାସ, ଚାଷୀମାନଙ୍କୁ ବିହନ ଠାରୁ ବଜାର ପର୍ୟ୍ୟନ୍ତ ଆଧୁନିକ ସୁବିଧା ଯୋଗାଇବା ଆମ ସରକାରଙ୍କ ପ୍ରାଥମିକତା।"- ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ଭାରତର ଅର୍ଥନୀତି ଏବଂ ସଂସ୍କୃତିର ହୃଦୟରେ ରହିଛି କୃଷି । ଏହା ଲକ୍ଷ ଲକ୍ଷ
Read More...

ସ୍ୱାସ୍ଥ୍ୟ ବିଭାଗର ଅବ୍ୟବସ୍ଥାକୁ ନେଇ ନରସିଂହଙ୍କ ସାମ୍ବାଦିକ ସମ୍ମିଳନୀ

ସରକାର ବଦଳିବା ଏକ ବର୍ଷ ପରେ ମଧ୍ୟ ଭୀମ ଭୋଇ ମେଡିକାଲ କଲେଜ ଓ ଡାକ୍ତରଖାନା କାର୍ଯ୍ୟକ୍ଷମ ହେଉନାହିଁ କାହିଁକି - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅନେକ ଲଢେଇ ପରେ ଭୀମ ଭୋଇ ମେଡିକାଲ କଲେଜ ନିର୍ମାଣ ହୋଇଥିଲା । ତତ୍କାଳିନ ସରକାର ପ୍ରତିଶୃତି ଦେଇଥିଲେ ୨୦୨୩ ଡିସେମ୍ବର ସୁଦ୍ଧା
Read More...

ପାଇଖାନା ଟାଙ୍କି କାମ କରୁଥିଲେ : ବିଦ୍ୟୁତ ଆଘାତରେ ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ସୋର : ପାଇଖାନା ଟାଙ୍କି କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଏହି ଘଟଣା ଘଟିଛି । ମୃତ ଶ୍ରମିକ ହେଲେ ହରେକୃଷ୍ଣ ଦାସ, ନରହରି ବେହେରା ଏବଂ ବାବାଜୀ ମାଝୀ । ବାଲେଶ୍ୱର ଜିଲ୍ଲା
Read More...

ଲୋକ କଳା ସଂସ୍କୃତି ଗବେଷକ ସମାବେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟରୁ ସ୍ୱୀକୃତି ପାଇଥିବା ପଶ୍ଚିମ ଓଡିଶାର ସମସ୍ତ କନିଷ୍ଠ ଏବଂ ବରିଷ୍ଠ ଲୋକ ସଂସ୍କୃତି ଗବେଷକ, ଯୁବ କଳାକାର ମେଧାବୃତ୍ତି ଏବଂ ସାଂସ୍କୃତିକ ପ୍ରତିଭା ଅନ୍ୱେଷଣ ମେଧାବୃତ୍ତିମାନଙ୍କ ଏକ ସମାବେଶ ପଶ୍ଚିମ ଓଡିଶା ଲୋକ
Read More...

ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ବରଗଡ଼, (ମୁନ୍ନା ସାହୁ) : ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର । କାରଣ ଅସ୍ପଷ୍ଟ । ବରଗଡ଼ ଲେଙ୍ଗୁ ମିଶ୍ର ଛକ ନାଳରେ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତକ ଜଣକ ବିଶିପଡାର ଶଙ୍କର ତାଣ୍ଡି ବୋଲି ଜଣାପଡ଼ିଛି । ସେ ଜଣେ ଫଳ ବିକାଳୀ । ଗତକାଲି ରାତିରୁ ନିଖୋଜ ଥିଲେ । ତେବେ ଆଜି
Read More...

୧ମ ବାର୍ଷିକ ଡି ଆର କେ କପ ଦିବାରାତ୍ର ୨୦-୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନ

କୋର ହାଣ୍ଟର୍ସ ୩ ଉଇକେଟରେ ବିଜୟୀ ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମରେ ଡି ଆର କେ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୧ମ ବାର୍ଷିକ ଡି ଆର କେ କପ ଦିବାରାତ୍ର ୨୦ - ୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନର ମ୍ୟାଚରେ କୋର ହାଣ୍ଟର୍ସ, ରାଫେଲ
Read More...

ଜିଲ୍ଲା ସ୍ତରୀୟ ଦ୍ଵିତୀୟ ସନ୍ତରଣ ପ୍ରତିଯୋଗୀତା -୨୦୨୫ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦାର ଦେବେନ୍ଦ୍ରପୁର ସ୍ଥିତ ବିଜୁପଟ୍ଟନାୟକ ସନ୍ତରଣାଗାରଠାରେ ଓଡିଶା ରାଜ୍ୟ ସନ୍ତରଣ ଆସୋସିଏସନ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଦ୍ଵିତୀୟ ସନ୍ତରଣ ପ୍ରତିଯୋଗିତା-୨୦୨୫ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତା କାର୍ଯ୍ୟକ୍ରମରେ ସମ୍ମାନନୀୟା
Read More...

ଏପଟେ ଘନଘନ ବିଦ୍ୟୁତ୍‌କାଟ୍‌ ହେଉଥିବା ବେଳେ ସେପଟେ ଦିନରେ ଜଳୁଛି ଷ୍ଟ୍ରିଟ୍‌ ଲାଇଟ୍‌

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗୋଟିଏ ପଟେ ଘନଘନ ବିଦ୍ୟୁତ୍‌ କାଟ୍‌କୁ ନେଇ ଜନଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ଦିନରେ ଜଳୁଛି ଷ୍ଟ୍ରିଟ ଲାଇଟ୍‌ । ଏଭଳି ଏକ ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ସ୍ଥିତ ଲକ୍ଷ୍ମୀ ବଜାରରେ ଦେଖିବାକୁ
Read More...

ମହିଳାଙ୍କ ବିକାଶ ଠାରୁ ମହିଳା କୈନ୍ଦ୍ରିକ ବିକାଶ ଦିଗରେ ଅଗ୍ରସର ହେଉଛି ଭାରତ

ନୂଆଦିଲ୍ଲୀ, (ପିଆଇବି) : ଅନେକ ପିଢ଼ି ଧରି, ଭାରତୀୟ ମହିଳାମାନେ ନାନା ପ୍ରତିବନ୍ଧକକୁ ସାମ୍ନା କରି ଆସୁଥିଲେ । ସେମାନଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟସେବା, ନିଯୁକ୍ତି ଏବଂ ନିଷ୍ପତ୍ତି ନେବାରେ ସୀମିତ ସୁଯୋଗ ମିଳୁଥିଲା । ବିଶେଷ କରି ଗ୍ରାମୀଣ ଏବଂ ଅବହେଳିତ ସମ୍ପ୍ରଦାୟରେ ଏହାର ଅଧିକ ପ୍ରଭାବ
Read More...