Yearly Archives

2025

ଘୁଷୁରାମୁଣ୍ଡା ମାଁ ବାରଖୁଲେନ କ୍ରିକେଟ ପ୍ରତିଯୋଗିତା ଉଦଯାପିତ : ଘଣ୍ଟବାହାଲକୁ ହରାଇ ମୁରିବାହାଲ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ଗ୍ରାମ ପଞ୍ଚାୟତର ଘୁଷୁରାମୁଣ୍ଡା ଗ୍ରାମଠାରେ ମାଁ ବାରଖୁଲେନ କ୍ରିକେଟ କ୍ଲବ ତରଫରୁ ଚାଲିଥିବା କ୍ରିକେଟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏହି କ୍ରିକେଟ ପ୍ରତିଯୋଗିତାର ଉଦଯାପନୀ ଉତ୍ସବରେ
Read More...

ବିପର୍ଯ୍ୟୟ ସହନକ୍ଷମ ଭିତ୍ତିଭୂମି ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ-୨୦୨୫ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟୟ ସହନକ୍ଷମତାକୁ ସୁଦୃଢ଼ କରିବା ପାଇଁ ୫ଟି ପ୍ରମୁଖ ବିଶ୍ୱ ପ୍ରାଥମିକତା ଉପରେ ଆଲୋକପାତ କଲେ ପ୍ରଧାନମନ୍ତ୍ରୀଭାରତ ଏକ ସୁନାମି ଚେତାବନୀ ବ୍ୟବସ୍ଥା ପ୍ରତିଷ୍ଠା କରିଛି ଯାହା ୨୯ ଦେଶକୁ ଉପକୃତ କରୁଛି : ପ୍ରଧାନମନ୍ତ୍ରୀଭାରତ କ୍ଷୁଦ୍ର ବିକାଶଶୀଳ ଦ୍ୱୀପ ରାଜ୍ୟଗୁଡ଼ିକୁ ବୃହତ
Read More...

ବିଶ୍ୱ ପରିବେଶ ଦିବସ ଅବସରରେ ବୃକ୍ଷ ରୋପଣ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମେକ୍ ଇନ ଇଣ୍ଡିଆ ଆଣ୍ଡ ମିଡ଼ିଆ ପରିବାର ପକ୍ଷରୁ ଆୟୋଜିତ ବିଶ୍ୱ ପରିବେଶ ଦିବସ ପାଳନ ଉପଲକ୍ଷେ ଗୁରୁବାର ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସୁଜନପୁର ପଞ୍ଚାୟତ ଖଣ୍ଡୁଆଳ ପୀଠ, କଅଁଳପଡାଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମିଡ଼ିଆ
Read More...

ଭଞ୍ଜନଗର ଗସ୍ତରେ ଆସି ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମୀକ୍ଷା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମାନ୍ୟବର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଶନିବାର ଦିନିକିଆ ଭଞ୍ଜନଗର ଗସ୍ତରେ ଆସି ବିଭାଗୀୟ ସ୍ଵାସ୍ଥ୍ୟ ସମସ୍ୟା ଉପରେ ସମୀକ୍ଷା କରିଛନ୍ତି । ମାନ୍ୟବର ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ପ୍ରଥମେ ମେଡିକାଲର ବିଭିନ୍ନ
Read More...

ନବବଧୂଙ୍କୁ ବୃକ୍ଷ ଦାନ କଲେ ସାମ୍ବାଦିକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପବିତ୍ର ନୃସିଂହନାଥ ପୀଠରେ ବିବାହ, ବ୍ରତ,ଏକୋଶିଆ, ବାଳ ପକା, ଇତ୍ୟାଦି ବର୍ଷ ସାରା ଲାଗିରହିଥାଏ । ଲୋକେ ପ୍ରଭୁ ନୃସିଂହନାଥଙ୍କୁ ଦର୍ଶନ ପାଇଁ ଆସି ପ୍ରକୃତିର ଗନ୍ତାଘର ନୃସିଂହନାଥ, ଗନ୍ଧମାର୍ଦନ ପର୍ବତର ମନଲୋଭା ଦୃଶ୍ୟ, ଜଳପ୍ରପାତର ରଙ୍ଗ ବେରଙ୍ଗ
Read More...

ସୁବର୍ଣ୍ଣପୁରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୋନପୁର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରି ୩୨୩ କୋଟିରୁ ଅଧିକ ଟଙ୍କା ମୂଲ୍ୟର ୫୬ ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରଥମେ ସୁବର୍ଣ୍ଣପୁରଠାରେ ନିର୍ମାଣ ହୋଇଥିବା ସର୍କିଟ ହାଉସର ଶୁଭ ଉଦଘାଟନ କରିଥିଲେ । ପରେ ରାମେଶ୍ୱର
Read More...

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ : ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ । ଏହାପରେ ଫୁଲବାଣୀ ସହର
Read More...

ନିର୍ବାଚନ କମିଶନଙ୍କ ବକ୍ତବ୍ୟ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ସମ୍ପର୍କରେ ରାହୁଲ ଗାନ୍ଧୀଙ୍କ ଭ୍ରମାତ୍ମକ ଦାବି…

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ସମ୍ପର୍କରେ ରାହୁଲ ଗାନ୍ଧୀଙ୍କ ଦ୍ୱାରା ଦିଆଯାଇଥିବା ଭ୍ରମାତ୍ମକ ଓ ଆଧାରହୀନ ମନ୍ତବ୍ୟ ପ୍ରତି ନିର୍ବାଚନ କମିଶନ ଗଭୀର ଭାବରେ ଅସନ୍ତୋଷ ବ୍ୟକ୍ତ କରୁଛି । ୧. ଶେଷ ୨ ଘଣ୍ଟାରେ ମତଦାନ ସମ୍ପର୍କରେ ଅଭିଯୋଗ :ପ୍ରତି
Read More...

ବରଗଡରେ ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଇଦ ଉଲ ଜୁହା ମହାସମାରୋହରେ ପାଳିତ

ବରଗଡ଼, (ନିରୋଜ କୁମାର ପାଣୀ) : ତ୍ୟାଗ ଓ ବଳିଦାନର ପର୍ବ ଉଦ୍-ଉଲ-ଜୁହା ସମଗ୍ର ବିଶ୍ୱରେ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଉଥିବା ବେଳେ ବରଗଡରେ ମଧ୍ୟ ଅନୁରୂପ ଢ଼ଙ୍ଗରେ ପାଳନ ହୋଇଯାଇଛି । ଆଲ୍ଲାଙ୍କ ନିକଟରେ ନିଜକୁ ସମର୍ପଣ ଓ ଉତ୍ସର୍ଗୀକୃତ ମନୋଭାବ ନେଇ ଆଜି ନିଷ୍ଠାର ସହ ଏହି ପର୍ବକୁ ପାଳନ
Read More...

ଖଣ୍ଡାୟତ କ୍ଷତ୍ରିୟ ମହାସଭାର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା ଇସ୍ପାତ ନଗର କମିଟିର ଏକ ବୈଠକ ମହାସଭାର କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ମହାସଭାର ସାଧାରଣ ସମ୍ପାଦକ ଶଶଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭୁବନେଶ୍ୱର ସ୍ଥିତ ନିଖିଳ ଓଡ଼ିଶା ଖଣ୍ଡାୟତ
Read More...