ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍
କଳାହାଣ୍ଡି : କଳାହାଣ୍ଡି ଜୁନାଗଡ଼ ଚାରବାହାଲ ଛକରେ ଦୁର୍ଘଟଣା । ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍କୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍ । ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପାଞ୍ଚ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି!-->…
Read More...
Read More...