୭ ମାସର ଶିଶୁ କନ୍ୟାକୁ କଚାଡି ମାରିଲା ପିଶାଚ ବାପା
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ୪ନଂ କଲୋନୀ ଅନ୍ତର୍ଗତ ନୋଟାରୀପଶିରେ ଅଭାବନୀୟ ଘଟଣା । ୭ ମାସର ଶିଶୁ କନ୍ୟାକୁ କଚାଡି ମାରିଲା ପିଶାଚ ବାପା । ପାରିବାରିକ କଳହରୁ ଶିଶୁ କନ୍ୟାକୁ ହତ୍ୟା କରିଛି ଅଭିଯୁକ୍ତ ବାପା ସଞ୍ଜୟ ଚାତାର । ତେବେ ଘଟଣାସ୍ଥଳରେ!-->…
Read More...
Read More...