୨୭ରେ ଲଘୁଚାପ : ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ଭଲବର୍ଷା ହେବ । କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏହାକୁ ନେଇ!-->…
Read More...
Read More...