Yearly Archives

2025

ଝାରମୁଣ୍ଡା ଓଏଭିରେ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ପରିଶ୍ରମ କଲେ ସଫଳତା ମିଲେ : ଉପ ଜିଲ୍ଲାପାଳ ଲୋଇସିଂହା, (ଶ୍ୟାମ ସୁନ୍ଦର ମେହେର) : କଠୋର ପରିଶ୍ରମୀ ହୁଅ । ସଫଳତା ପାଅ । ଆଗକୁ ବିଦ୍ୟାଳୟର ନାଁ ରଖ । ସମାଜରେ ଜଣେ ଭଳ ମଣିଷ ହୋଇ ଏକ ସ୍ଵତନ୍ତ୍ର ପରିଚୟ ଦିଅ । ପରିଶ୍ରମ କଲେ ସଫଳତା ମିଲେ ବୋଲି ବଲାଙ୍ଗିର ଉପ ଜିଲ୍ଲାପାଳ ଆଲୋକ କୁମାର
Read More...

୧୯ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା : ପ୍ରବଳ ଗହଳି ସାଙ୍ଗକୁ ବ୍ୟାପକ ପଟୁଆରରେ ସହର ଦୁଲୁକୁଛି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ଶନିବାର ୧୯ ଦିନରେ ପହଞ୍ଚି ଥିବା ବେଳେ ନଗର ପରିଭ୍ରମଣ ୧୪ ଦିନରେ ପହଞ୍ଚିଛି । ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ
Read More...

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଅକାଳ ବିୟୋଗ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକର ସଦର କଞ୍ଜାମେଣ୍ଡି ଗ୍ରାମର ଅବସରପ୍ରାପ୍ତ ୨୨ ରେଜିମେଣ୍ଟ ସେନା କର୍ମଚାରୀ ସରୋଜ କୁମାର ପାଣିଗ୍ରାହୀଙ୍କ ୪୫ ବର୍ଷ ବୟସରେ ପରଲୋକ ହୋଇଯାଇଥିବାରୁ ଅଞ୍ଚଳରେ ଶୋକର ଛାୟା
Read More...

ଆତଙ୍କବାଦର ପୃଷ୍ଠପୋଷକଙ୍କ ମୁଖା ଖୋଲିବାର ପ୍ରୟାସ

ସିଓଲରେ ପହଞ୍ଚିଲା ସର୍ବଦଳୀୟ ପ୍ରତିନିଧି ଦଳ ନୂଆଦିଲ୍ଲୀ, (ପିଆଇବି) : ପାକ୍ ପ୍ରାୟୋଜିତ ଆତଙ୍କବାଦକୁ ସାରା ବିଶ୍ୱରେ ଉଜାଗର କରିବା ଏବଂ ଭାରତର ଅପରେସନ ସିନ୍ଦୂର ବିଷୟରେ ବନ୍ଧୁ ରାଷ୍ଟ୍ରଗୁଡ଼ିକୁ ଅବଗତ କରିବା ଉଦ୍ଦେଶ୍ୟରେ ଜେଡିୟୁ ସାଂସଦ ସଞ୍ଜୟ ଝାଙ୍କ ନେତୃତ୍ୱରେ ଭାରତ ସରକାରଙ୍କ
Read More...

ଲର୍କିପାଲି ଆମପଡ଼ାଠାରେ ବରିଷ୍ଠ ନାଗରିକମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଲର୍କିପାଲି ଆମପଡ଼ା ଛତ୍ରପତି ଶିବାଜି କ୍ଲବଠାରେ ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ
Read More...

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗ ପରିଚାଳନା ପରିଷଦର ଦଶମ ବୈଠକ ଅନୁଷ୍ଠିତ

● ବିକଶିତ ରାଜ୍ୟଗୁଡ଼ିକ ଜରିଆରେ ବିକଶିତ ଭାରତର ପରିକଳ୍ପନା ସାକାର ହୋଇପାରିବ : ପ୍ରଧାନମନ୍ତ୍ରୀ● ପ୍ରତ୍ୟେକ ରାଜ୍ୟ, ଜିଲ୍ଲା ଏବଂ ଗ୍ରାମ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟ ଦିଗରେ କାର୍ଯ୍ୟ କରିବା ଲାଗି ସଂକଳ୍ପବଦ୍ଧ ହେବା ଉଚିତ, ଯାହାଦ୍ୱାରା ଏହି ଲକ୍ଷ୍ୟ ହାସଲ କରାଯାଇପାରିବ
Read More...

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ପୋଷ୍ଟରେ ଉଲ୍ଲେଖ କରିଛନ୍ତି :‘‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର
Read More...

ଡିନାମାଇଟ ବିସ୍ପୋରଣ ବେଳେ ଅଘଟଣ

ବୌଦ୍ଧ, (କେପିଏନ୍‌ଏସ୍‌) : ଡିନାମାଇଟ ବିସ୍ପୋରଣ ବେଳେ ଅଘଟଣ । ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ କୁସାଶିଙ୍ଗା ଗ୍ରାମର ସଚ୍ଚିଦାନନ୍ଦ ମହାକୁଡ ଗୁରୁତର । ଡିନାମାଇଟ ବିସ୍ପୋରଣରେ ସଚ୍ଚିଦାନନ୍ଦଙ୍କ ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ
Read More...

ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ସତଲମାର ଚାଷୀ

ବରଗଡ, (ମୁନ୍ନା ସାହୁ) : ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ସତଲମାର ଚାଷୀ । ଶନିବାର ମଧ୍ୟାହ୍ନ ୧୨ଟା ସମୟରେ ଚାଷୀମାନେ ଧାରଣାରେ ବସିଛନ୍ତି । ସତଲମା ଧାନମଣ୍ଡିରେ ଦଲାଲ ମାନଙ୍କ ଦୌରାତ୍ମ ଯୋଗୁଁ ପ୍ରକୃତ ଚାଷୀ ଧାନ ବିକ୍ରିରୁ ବଞ୍ଚିତ ରହୁଛନ୍ତି । ମଣ୍ଡିରେ ଛତିଶଗଡର
Read More...

କାର୍ଯ୍ୟରତ ସାମ୍ବାଦିକ ବିଜୟଙ୍କୁ ଠିକାଦାରଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ବଲାଙ୍ଗିରର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର କାର୍ଯ୍ୟରତ ସାମ୍ବାଦିକ ବିଜୟ ପ୍ରଧାନଙ୍କ ଉପରେ ଠିକାଦାରଙ୍କ ଆକ୍ରମଣ ବିରୁଦ୍ଧରେ ଆଜି ବଲାଙ୍ଗିରର କାର୍ଯ୍ୟରତ ସାମ୍ବାଦିକମାନେ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ପାଇଁ ଦାବୀ କରିଛନ୍ତି । ତେବେ
Read More...