Yearly Archives

2025

ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟିର ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟିର ସାମାଜିକ ପ୍ରତିବଦ୍ଧତା କାର୍ଯ୍ୟକ୍ରମ ମଧ୍ୟରେ ନାରୀ ମାନଙ୍କ ଗର୍ଭାବସ୍ଥା ଏବଂ ଶିଶୁର ଲାଳନପାଳନ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ରାଉରକେଲା ସରକାରୀ ଡାକ୍ତରଖାନା ଠାରେ ଅନୁଷ୍ଠିତ ହୋଇଯାଇଛି । କ୍ଲବର ୭ଟି
Read More...

ତିନି ଜଣ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଟିପିଡ଼ବ୍ଲୁଓଡ଼ିଏଲ୍‌ ଅଧିକାରୀଙ୍କ ଆକ୍ରମଣ ଅଭିଯୋଗ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ତିନି ଜଣ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଟିପିଡ଼ବ୍ଲୁଓଡ଼ିଏଲ୍‌ ଅଧିକାରୀଙ୍କ ଆକ୍ରମଣ କରିଥିବା ସୂଚନା ମିଳିଛି । ସୂଚନା ଗତ ଯେ, ବୁଧବାର ଅପରାହ୍ନରେ ଟିଟିଲାଗଡ଼ ବ୍ଲକ ସାଲେଡିଗିରି ଗ୍ରାମର ଜଣେ ବ୍ୟକ୍ତିଙ୍କ ନିଜ ଘର ବନାଉଥିବା ବେଳେ ୧୧କେଭି ବିଦ୍ୟୁତ
Read More...

ଖପ୍ରାଖୋଲ ପୋଲିସ ଦ୍ୱାରା ୩ ଶିଶୁ ସମେତ ୬ଜଣ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : କିଛି ଦିନର ନୀରବତା ପରେ ପୁଣି ଖପ୍ରାଖୋଲ ପୋଲିସ ଦ୍ୱାରା ବୁଧବାର ୩ ଶିଶୁ ସମେତ ୬ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ଜଣାପଡିଛି । ଉଦ୍ଧାର ଶ୍ରମିକ ମାନେ ଖପ୍ରାଖୋଲ ଥାନା ଗମ୍ଭାରୀ ଗାଁର ବୋଲି ଜଣାପଡିଛି । ସୂଚନା ଅନୁସାରେ ଖପ୍ରାଖୋଲ ପୋଲିସ୍ ଟିମରୁ
Read More...

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ମହାବିଦ୍ୟାଳୟ ଯୁକ୍ତ ୨ ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଦ୍ଵାରା ଉଦ୍‌ଘାଟିତ ହୋଇଯାଇଛି । ୧୦ ଦିନ ଧରି ହେବାକୁ ଥିବା ଏହି ଶିବିରର ପ୍ରଥମ ଦିନରେ ସଂଯୋଜିକା ଗୀତାଞ୍ଜଳି ପଣ୍ଡା, ଅଧ୍ୟାପିକା
Read More...

ଆସନ୍ତା ୧୨ରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ମହାସମାବେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ପକ୍ଷରୁ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ତହସିଲ ଅଫିସରେ ଚାଲିଥିବା ଅହୋରାତ୍ର ଆହୋଦିବସ
Read More...

ସ୍ୱେଚ୍ଛାକୃତ ରକ୍ତଦାନ ଓ ଚାରା ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରକ୍ତର ବିକଳ୍ପ ପନ୍ଥା ନ ଥାଏ । ରକ୍ତର ଅଭାବ ସମୟରେ ମନୁଷ୍ୟ ହିଁ ମନୁଷ୍ୟକୁ ରକ୍ତଦାନ କରି ଜୀବନ ବଂଚାଇଥାଏ । ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜର ସକ୍ରିୟ ସଦସ୍ୟ ତରଣୀ ପାତ୍ର ରକ୍ତଦାନ ପାଇଁ ଇଚ୍ଛା ପ୍ରକାଶ କରିଥିଲେ । ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା
Read More...

ତ୍ରିଦିବସୀୟ ପ୍ରଗତି ତାଲିମ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଟାଉନ୍ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଚାଲିଥିବା ସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା ଆଧାରିତ ତ୍ରିଦିବସୀୟ ପ୍ରଗତି ପ୍ରଶିକ୍ଷଣ ଉଦ୍‌ଯାପିତ ହୋଇଯାଇଛି । ଏହି ପ୍ରଶିକ୍ଷଣ ମୁଖ୍ୟତଃ ପ୍ରଧାନ ଶିକ୍ଷକ ଓ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ନିମନ୍ତେ
Read More...

ପାଇକମାଲ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକ କ୍ରୀଡା ଉତ୍ସବରେ ମୁଖ୍ୟ ଅତିଥି ରୂପେ ବିଇଓ ଚୁଡ଼ାମଣି ବାରିକ ଓ
Read More...

ବିନ୍ଧ୍ୟ ବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟ ବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନଙ୍କ ତତ୍ୱାବଧାନରେ ଛାତ୍ରୀ ମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟାପିକା ମଧୁସ୍ମିତା ପ୍ରଧାନଙ୍କ ଦାୟିତ୍ୱରେ
Read More...

କଳାକାରଙ୍କୁ ବରଗଡ଼ ସାଂସଦଙ୍କ ଦ୍ଵାରା ସମ୍ମାନିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ବୁଡାମାଲ ପଂଚାୟତ ଭେଲୁଆପଦର ଗ୍ରାମର ସହଦେବ ସାହୁଙ୍କୁ ଆଜି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଉପଢୌକନ ଦେଇ ନିଜ ପାଇକମାଲ ସ୍ଥିତ ବାସ ଭବନରେ ସମ୍ମାନିତ କରିଥିଲେ । ଶ୍ରୀ ସାହୁ ଅନେକ ମଞ୍ଚରେ କଂସ, ରାବଣ ଓ ମୁରାସୁର ଭୂମିକାରେ
Read More...