ସ୍ୱର୍ଗତ ବିଜୟ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି
ପଦ୍ମପୁର, ( ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ପଞ୍ଚାୟତ ଭୂତମୁଣ୍ଡା ଗାଁରେ ଅବସରପ୍ରାପ୍ତ ଶିକ୍ଷକ ସ୍ଵର୍ଗତ ବିଜୟ କୁମାର ମହାନ୍ତିଙ୍କ ଦ୍ଵାଦଶ ଉପଲକ୍ଷେ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ ହୋଇଥିଲା । ଏଥିରେ ତାଙ୍କ ପରିବାର ଆତ୍ମୀୟ ସ୍ୱଜନ, ପୁରାତନ ଛାତ୍ର!-->…
Read More...
Read More...