Yearly Archives

2025

ଗାଦିବ୍ରହ୍ମ ସ୍ନାତକ ମହାବିଦ୍ୟାଳୟରେ ବିଶ୍ୱ ଏଡ଼ସ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗାଦିବ୍ରହ୍ମ ସ୍ନାତକ ମହାବିଦ୍ୟାଳୟ ଐତିହ୍ୟ କକ୍ଷରେ ଓଡିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସମାଜ, ମହାବିଦ୍ୟାଳୟ ରେଡ୍‌କ୍ରସ ୟୂନିଟ୍ ଏବଂ ରେଡ୍ ରିବନ କ୍ଲବର ମିଳିତ ଆନୁକୂଲ୍ୟରେ ବିଶ୍ୱ ଏଡ୍‌ସ ଦିବସ ସୋମବାର
Read More...

କୋଣାର୍କ ବାଲୁକା ମହୋତ୍ସବରେ ଓମ ପ୍ରକାଶ ନିର୍ମାଣ କଲେ ଇନ୍ଦ୍ରଲାଟ ମନ୍ଦିର

କଳାହାଣ୍ଡି : କୋଣାର୍କ ଉତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ପ୍ରଥମ ଦିବସରେ "ସ୍ମାରକୀ "ଉପରେ ଆଧାରିତ ବାଲୁକା କଳା କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଏଥିରେ ଅଂଶଗ୍ରହଣ କରି କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡା
Read More...

ବ୍ଲକ ସ୍ତରୀୟ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା

"ଦିବ୍ୟାଙ୍ଗ ଶିଶୁ ମାନଙ୍କ ପାଇଁ ସକାରାତ୍ମକ ପରିବେଶ ସମାଜର ପ୍ରତ୍ୟେକ ଲୋକଙ୍କର ଦାୟିତ୍ୱ" ବଲାଙ୍ଗିର, (କେପିଏନ୍‌ଏସ୍‌) :ସମଗ୍ର ଶିକ୍ଷା ବଲାଙ୍ଗିର ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ପିପି ଏକାଡେମୀ ଠାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ସକାରାତ୍ମକ
Read More...

କୁଡୁତୁଲି ପଞ୍ଚାୟତରେ ପୋଡ଼ାଗଲା ୪୭ ଏକର ଗଞ୍ଜେଇ ଗଛ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ପୁଲିସ ଓ ବାଲିଗୁଡା ଅବକାରୀ ବିଭାଗର ମିଳିତ ଚଢ଼ଉ କରି ୪୭ ଏକର ଗଞ୍ଜେଇ ଗଛକୁ ପୋଡ଼ି ନଷ୍ଟ କରିଛି । ପ୍ରକାଶ ଯେ, କ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତ ଡକାର ଗାଁ, ବୁଡ଼ାବାଲି
Read More...

ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଶୀତବସ୍ତ୍ର ପୋଡ଼ି ପାଉଁଶ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ୍ ଅର୍ନ୍ତଗତ ଗୁଞ୍ଜିବାଡ଼ି ପଞ୍ଚାୟତର ଲକେବାଡ଼ି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁର ଆଁରେ ଲକ୍ଷାଥିକ ଟଙ୍କାର ଶୀତବସ୍ତ୍ର ଜଳିପୋଡ଼ି ପାଉଁଶ ହୋଇ ଯାଇଥିବା ଜଣାପଡ଼ିଛି । ସୂଚନା
Read More...

ଆଦିବାସୀ ମହାବିଦ୍ୟାଳୟରେ ବିଶ୍ୱ ଏଡ଼ସ ଦିବସ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଶାଖା ଆନୁକୂଲ୍ୟରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଡାକ୍ତର ଲିପୁନ କୁମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଅଧ୍ୟକ୍ଷ ଲକ୍ଷ୍ମଣ ପାଳ,
Read More...

ଓଡ଼ିଶା ସଂସ୍କୃତି ଓ କଳା ପରିଷଦର ସୁବର୍ଣ୍ଣପୁର ଜିଲ୍ଲା ଶାଖା ଉଦଘାଟିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର କୁଲପଡ଼ା ଠାରେ ସଂସ୍କୃତି ଓ କଳା ପରିଷଦ ଓଡିଶା ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ଶାଖାର ନୂତନ କାର୍ଯ୍ୟାଳୟକୁ କଳା ପରିଷଦର ରାଜ୍ୟ ଅଧ୍ୟକ୍ଷ ଲକ୍ଷ୍ମୀଧର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଛନ୍ତି । ଏହି
Read More...

ସୁନ୍ଦରଗଡ଼ ଜିଲ୍ଲା ରୋହିଦାସ ସେବା ସଂଘ ତରଫରୁ ବନ୍ଧୁ ମିଳନ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଜିଲ୍ଲା ରୋହିଦାସ ସେବା ସଂଘ ସୁନ୍ଦରଗଡ ଆନୁକୂଲ୍ୟରେ ୩୦/୧୧/୨୦୨୫ ଦିନ ସୁରେନ୍ଦ୍ର ରୋହିଦାସଙ୍କ ସଭାପତିତ୍ୱ ଓ ଯୋଗେନ୍ଦ୍ର ରୋହିଦାସଙ୍କ ସଂପାଦନା କ୍ରମେ ବାର୍ଷିକ ବନ୍ଧୁ ମିଳନ ଉତ୍ସବ ପର୍ଯ୍ୟଟନ ସ୍ଥଳୀ କନାକୁଣ୍ତ ପଥରଶଯ୍ୟା ପରିସରରେ ଅନୁଷ୍ଠିତ
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ବିଶ୍ଵ ଏଡ଼ସ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଯୁବ ରେଡକ୍ରସ ତରଫରୁ "ବିଶ୍ୱ ଏଡ଼ସ ଦିବସ " ଅଧ୍ୟାପକ ଦିଲୀପ କୁମାର ପଶାୟତଙ୍କ ଅଧ୍ୟକ୍ଷତାରେ ଓ ଯୁବ ରେଡକ୍ରସ କାଉନସିଲର ଅଧ୍ୟାପକ ଘନଶ୍ୟାମ ଖମାରୀଙ୍କ ପରିଚାଳନାରେ
Read More...

ମୁରିବାହାଲ ଡିଗ୍ରୀ କଲେଜ ଏନଏସଏସ ପ୍ରୋଗ୍ରାମ ଅଫିସର ଛନ୍ଦାଚରଣ ଖୁଣ୍ଟିଆଙ୍କ ନେତୃତ୍ୱରେ ଗୁଜୁରାଟରେ ଅନୁଷ୍ଠିତ ଜାତୀୟ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ଏନଏସଏସ ପ୍ରୋଗ୍ରାମ ଅଫିସର ତଥା ରାଜନୀତି ବିଜ୍ଞାନ ଅଧ୍ୟାପକ ଛନ୍ଦାଚରଣ ଖୁଣ୍ଟିଆ ଗୁଜୁରାଟରେ ଅନୁଷ୍ଠିତ ଜାତୀୟ ଇଣ୍ଟିଗ୍ରେସନ ଶିବିର ୨୦୨୫ରେ ଓଡିଶା ଟିମ୍‌ର କଣ୍ଟିଜେଣ୍ଟ
Read More...