Yearly Archives

2025

ବଜ୍ରାଘାତରେ ଚାଲିଗଲା ବାପା ଝିଅଙ୍କ ସମେତ ୩ଜଣଙ୍କ ଜୀବନ

କୋରାପୁଟ : ପଟ୍ଟାଙ୍ଗି ବ୍ଲକ ଅଧିନସ୍ଥ ଆମ୍ପାବାଲି ପଂଚାୟତର କନ୍ଧପୁଟାବନ୍ଧ ଗ୍ରାମରେ ବଜ୍ରାଘାତରେ ୩ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା, ଜଣେ ନାବାଳିକା ଓ ଗୋଟିଏ ପୁରୁଷ ଅଛନ୍ତି । ମୃତକ ହେଲେ ଗେମେଲ ତୁମ୍ବାଇ (୫୮), ଗେମେଲ କମି (୧୩), ଗେମେଲ କ୍ରିଷ୍ଣା(୪୭) ।
Read More...

ଅପରେସନ୍‍ ସିନ୍ଦୁର’ର ସଫଳତା : ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ

ଭୁବନେଶ୍ୱର : ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା
Read More...

ଆଇନ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଡ. ପବିତ୍ର ମୋହନ ସାମଲଙ୍କ ଅନୁମତି କ୍ରମେ ଆଜି ପୂର୍ବାହ୍ନରେ ସାଗରପାଲିଠାରେ ଆଇନ ସଚେତନ ଶିବିର ଅନୁଷ୍ଠିତ ହୋଇଛି । ଜାତୀୟ ଆଇନ ସେବା ପ୍ରାଧିକରଣ
Read More...

ବୁଧବାର ଦିନ ରାଷ୍ଟ୍ରପତି ଭବନର ଗଣତନ୍ତ୍ର ମଣ୍ଡପରେ ଏକ ବର୍ଣ୍ଣାଢ୍ୟ ଉତ୍ସବ ଅନୁଷ୍ଠିତ

ନୂଆଦଲ୍ଲୀ, (ପିଆଇବି) : ବୁଧବାର ଦିନ ରାଷ୍ଟ୍ରପତି ଭବନର ଗଣତନ୍ତ୍ର ମଣ୍ଡପରେ ଏକ ବର୍ଣ୍ଣାଢ୍ୟ ଉତ୍ସବ ଅନୁଷ୍ଠିତ ହୋଇଛି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବରେ ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ଶପଥ ନେଇଛନ୍ତି । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ଭାରତର ମହାମହିମ
Read More...

ଉତ୍ତରପ୍ରଦେଶରେ ସେମିକଣ୍ଡକ୍ଟର ୟୁନିଟ୍ ସ୍ଥାପନକୁ କ୍ୟାବିନେଟ୍ ଅନୁମୋଦନ
ସେମିକଣ୍ଡକ୍ଚର ମିସନ : ନିରନ୍ତର ଅଗ୍ରଗତି

ନୂଆଦିଲ୍ଲୀ, (ପିଆଇବି) : ଇଣ୍ଡିଆ ସେମିକଣ୍ଡକ୍ଟର ମିସନ ଅଧିନରେ ଆଉ ଏକ ସେମିକଣ୍ଡକ୍ଟର ୟୁନିଟ୍ ସ୍ଥାପନକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅନୁମୋଦନ ମିଳିଛି । ଏବେ ଦେଶରେ ୫ଟି ସେମିକଣ୍ଡକ୍ଟର ୟୁନିଟର ନିର୍ମାଣ କାର୍ଯ୍ୟ
Read More...

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅସୀମ କରାଟେ ଏକାଡେମୀ ଓ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ମିଳିତ ଉଦ୍ୟମରେ ଗ୍ରୀଷ୍ମକାଳୀନ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଜାତୀୟ ସ୍ତରରେ କରାଟେ ଓ ଟାଇକଣ୍ଡୋ କୋଚ ଅସୀମ
Read More...

ଦକ୍ଷିଣ ଓଡ଼ିଶା ଆଦିବାସୀ ମହାସଂଘର ଦୁଇ ଦିନିଆ ଅଧିବେଶନ ଅନୁଷ୍ଠିତ

ରାୟଗଡ଼, (କେପିଏନ୍‌ଏସ୍‌) : ସହର ଉପକଣ୍ଠ ସିରିଗୁଡ଼ା ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଗୁରୁ ଦ୍ରୋଣାଚାର୍ଯ୍ୟଇଣ୍ଡୋର ହଲରେ ରାଜ୍ୟ ସ୍ତରୀୟ ଆଦିବାସୀ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ଏହି ଦୁଇଦିନିଆ ଅଧିବେଶନରେ ୮ ଜିଲ୍ଲାର ବୁଦ୍ଧିଜିବୀ, ଶିକ୍ଷାବିତ୍, ସମାଜସେବୀ, ସରକାରୀ ଓ
Read More...

ସମାଜସେବୀ ଅସୀମ ସାରଙ୍କୁ ମିଳିଲା ଡକ୍ଟରେଟ ଉପାଧି

ବାରିପଦା, (ଦେବସ୍ମିତ ଚୌଧୁରୀ) : ନାଗପୁର ସ୍ଥିତ ଗ୍ଲୋବାଲ ଆନ୍ତର୍ଜାତୀୟ ଫାଉଣ୍ଡେସନ ଟିମ ଆନୁକୂଲ୍ୟରେ ଗୁରୁଦେବ ରବୀନ୍ଦ୍ର ନାଥ ଟାଗୋରଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ସମାଜରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷଙ୍କୁ ବିଭିନ୍ନ ସମ୍ମାନରେ ସମ୍ମାନିତ
Read More...

ବିଷ ଖାଇ ସ୍ୱାମୀ-ସ୍ତ୍ରୀ ଗୁରୁତର

ବୁଗୁଡ଼ା : ବୁଗୁଡ଼ା ବ୍ଲକ କରଚୁଲି ପଞ୍ଚାୟତ ଅନ୍ତର୍ଗତ କଣ୍ଟାବଣି ଗ୍ରାମରେ ଜନୈକ ଦମ୍ପତ୍ତି ବିଷ ଖାଇ ଗୁରୁତର ହୋଇଥିବା ଜଣାପଡ଼ିଛି । ଗୁରୁତର ସ୍ୱାମୀ-ସ୍ତ୍ରୀ ହେଲେ ନାରାୟଣ ସାହୁ(୩୬) ଓ କାଜଲ ସାହୁ (୩୦) । ପ୍ରକାଶ ଯେ, ସୁରତରେ କାମ କରୁଥିବା ନାରାୟଣ ଗତ ମାସରେ ଘରକୁ ଆସିଥିଲେ ।
Read More...

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା : ମେ ୨୮ରେ ରାୟ ଶୁଣାଇବେ ଏଡିଜେ କୋର୍ଟ

ପାଟଣାଗଡ଼ : ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା । ମେ ୨୮ରେ ଆସିବ ରାୟ । ପାଟଣାଗଡ଼ ଏଡିଜେ କୋର୍ଟ ରାୟ ଶୁଣାଇବେ । ଅଭିଯୁକ୍ତ ପୁଞ୍ଜିଲାଲକୁ କଣ ଦଣ୍ଡ ମିଳିବ ଏବେ ତା ଉପରେ ସମସ୍ତଙ୍କର ନଜର ରହିଛି । ପାଟଣାଗଡ଼ ପାର୍ସଲ ବୋମା ମାମଲାରେ ଆଜି ଉଭୟ ପକ୍ଷ ଓକିଲଙ୍କ ଆର୍ଗୁମେଣ୍ଟ ସରିଛି ।
Read More...