ପୂଜାର୍ଚ୍ଚନା ସହ ମାଁ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସି ପ୍ରଥମେ ସେ ସକାଳ ୧୧ଟାରେ ତାରାତାରିଣୀ ମନ୍ଦିର ତଳେ ଅସ୍ଥାୟୀ ହେଲିପ୍ୟାଡ୍ରେ ଅବତରଣ କରିଥିଲେ । ସେଠାରେ ଗଞ୍ଜାମ ଜିଲାର ଇଷ୍ଟଦେବୀ ତଥା ବିଶ୍ୱବାବନ୍ଦନୀୟା ମା’!-->…
Read More...
Read More...