ମହାନ ଦାର୍ଶନିକ କାର୍ଲ ମାର୍କସଙ୍କ ୨୦୮ ତମ ଜନ୍ମ ଜୟନ୍ତୀ ସି ପି ଆଇ ଏମ୍ ପକ୍ଷରୁ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ଵର ମହାନ୍ ଦାର୍ଶନିକ, ବୈଜ୍ଞାନିକ ସମାଜବାଦର ସ୍ରଷ୍ଟା କାର୍ଲ ମାର୍କସଙ୍କ ୨୦୮ ତମ ଜନ୍ମ ଜୟନ୍ତୀ ସି ପି ଆଇ ଏମ୍ ରାଉରକେଲା ଆଂଚଳିକ କମିଟି ପକ୍ଷରୁ ଆଜି ସ୍ଥାନୀୟ ଏ କେ ଜି ଭବନ ଶକ୍ତିନଗର,ସି ପି ଆଇ ଏମ୍ ଜିଲ୍ଲା କାର୍ଯ୍ୟାଳୟ ଠାରେ ସି ପି ଆଇ ଏମ୍!-->…
Read More...
Read More...