ଶ୍ରୀ ଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ କରାଯାଇଛି । ଏଥିରେ ସ୍ଥାନୀୟ ଉପ-ଜିଲାପାଳ, ଥାନା ଅଧିକାରୀଙ୍କ ସମେତ ଟ୍ରଷ୍ଟି ଭାବେ ମଧୁସୁଦନ ଦାସ, ଗଙ୍ଗାଧର ସାହୁ, ଟି.ଶ୍ରୀନିବାସ ରାଓ, ଭଗବାନ!-->…
Read More...
Read More...