Yearly Archives

2025

ବିଧାନସଭାର ୯ମ ଷ୍ଟାଣ୍ଡିଙ୍ଗ କମିଟି-୨୦୨୫ର ଦୁଇ ଦିନିଆ ମୟୁରଭଞ୍ଜ ଗସ୍ତ

ପଂଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ କାର୍ଯ୍ୟ କାରି ହେଉଥିବା ବିଭିନ୍ନ ଯୋଜନାର ଅଗ୍ରଗତିର ସମୀକ୍ଷା ବାରିପଦା, (ଦେବସ୍ମିତ ଚୌଧୁରୀ) : ବିଧାନସଭାର ୯ମ ଷ୍ଟାଣ୍ଡିଙ୍ଗ କମିଟିର ଅଧ୍ୟକ୍ଷ ତଥା ସଦସ୍ୟ ବୃନ୍ଦ ୨ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ
Read More...

ଜିଲ୍ଲାସ୍ତରୀୟ କନିଷ୍ଠ ପୁରୁଷ ଆନ୍ତଃକ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଫାଇନାଲରେ ବି ସି ଏ ଓ କରଞ୍ଜିଆ ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଷ୍ଟାଡିୟମ ପଡିଆରେ ଜିଲ୍ଲାସ୍ତରୀୟ କନିଷ୍ଠ ପୁରୁଷ ( ୧୬ ଓ ୧୯ ବର୍ଷରୁ କମ ) କ୍ରିକେଟ ଟୁର୍ଣ୍ଣାମେଣ୍ଟର ୯ମ ଦିନର ମ୍ୟାଚରେ ବି ସି ଏ କ୍ଲବ ରାଇରଙ୍ଗପୁରକୁ ୬ ଉଇକେଟରେ ପରାସ୍ତ କରିଥିଲା । ପ୍ରଥମେ ବ୍ୟାଟିଂ
Read More...

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅଖିମୁଠି ଶୁଭାରମ୍ଭ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡ଼ିଶା କିଶଳନ କଂଗ୍ରେସର ସଭାପତି ଅମୀୟ ପଟ୍ଟନାୟକଙ୍କ ଆହ୍ଵାନକ୍ରମେ ମୟୁରଭଞ୍ଜ କିଶଳନ କଂଗ୍ରେସର ସଭାପତି ଦୀପକ ଦାଶଙ୍କ ଅଧ୍ୟକ୍ଷତାରେ ପବିତ୍ର ଅକ୍ଷୟ ତୃତୀୟାର ଶୁଭ ଅବସରରେ ବଡକେରକ ଗ୍ରାମରେ " ଅଖିମୁଠି " ର ଆୟୋଜନ କରାଯାଇଥିଲା । ବହୁ ଚାଷୀଙ୍କ
Read More...

ଜିଲ୍ଲା ସ୍ତରୀୟ କବି ଶ୍ରୀ ଜୟଦେବ ଜୟନ୍ତୀ -୨୦୨୫ ମହାସମାରୋହରେ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରଶାସନର ତତ୍ୱାବଧାନରେ ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କବି ଜୟଦେବ ଜୟନ୍ତୀ -୨୦୨୫ ମହାସମାରୋହରେ ପାଳିତ ହୋଇଯାଇଛି ।
Read More...

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ -୨୦୨୫ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ପବିତ୍ର ଶୁକ୍ଳପକ୍ଷ ତୃତୀୟା ବା ଅକ୍ଷି ତୃତୀୟା ଅମୃତ ବେଳାରେ ଆମ ରାଜ୍ୟର ଚାଷୀ ଭାଇ ମାନେ ଅକ୍ଷିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି । ଏହି ପବିତ୍ର ଦିବସ ଅବସରରେ ଭୁବନେଶ୍ୱର ଓ ୟୁ ଏ ଟି ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବରେ
Read More...

ରାଜ୍ୟସ୍ତରୀୟ କୃଷକ ଦିବସ ସମାରୋହ ୨୦୨୫ ଅନୁଷ୍ଠିତ

ଚାଷ କାର୍ଯ୍ୟ ଆରମ୍ଭ ଠାରୁ ଫସଲ ବିକ୍ରି ପର୍ଯ୍ୟନ୍ତ ସବୁ ସୁବିଧା ଅସୁବିଧା ସମୟରେ ଆମେ ଚାଷୀଙ୍କ ପାଖରେ ପହଞ୍ଚିବୁ : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ୱିତ କୃଷି କାର୍ଯ୍ୟକ୍ରମ ଏବଂ
Read More...

ନିର୍ବାଚନ ଅଧିକାରୀଙ୍କ ପାଇଁ ୨ ଦିନିଆ ତାଲିମ ସହିତ କ୍ଷେତ୍ର ପ୍ରସ୍ତୁତିକୁ ସୁଦୃଢ଼ କରୁଛନ୍ତି ‘ଭାରତ ନିର୍ବାଚନ ଆୟୋଗ’

ଭୁବନେଶ୍ୱର : ଭାରତର ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେଶ କୁମାର ଆଜି ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରାସି ଆଣ୍ଡ ଇଲେକ୍ସନ ମ୍ୟାନେଜମେଣ୍ଟ ଠାରେ ବିହାରର ନିର୍ବାଚନ ପଞ୍ଜିକରଣ ଅଧିକାରୀ ଏବଂ ବୁଥ୍ ସ୍ତରୀୟ ଅଧିକାରୀ ଏବଂ ହରିୟାଣା, ଦିଲ୍ଲୀ ଏବଂ ଉତ୍ତର
Read More...

ଲଖମରାରେ ବଜ୍ରପାତ ପରିବାରର ୨ ମୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଲଖମରାରେ ବଜ୍ରାଘାତରେ ଗୋଟିଏ ପରିବାରର ୨ଜଣ ମୃତ । ମୃତ ଦୁଇଜଣ ହେଲେ ଲଖମରା ଗ୍ରାମର ଆଶିଷ ମେହେର ଓ ତାଙ୍କର ବଡ଼ମା ମମତା ମେହେର । ଆଜି ସକାଳୁ ସାମାନ୍ୟ ବର୍ଷା ପାଗ ଲାଗି ରହିଥିବା ବେଳେ ଉଭୟ ମାଁ ପୁଅ ନିଜର ଚାଷ ଜମିକୁ ଯାଇଥିଲେ
Read More...

ପ୍ରଭୁ ନୃସିଂହନାଥଙ୍କ ଠାରେ ଲାଗି ହେଲା ପଖାଳ ଭୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବୈଶାଖ ମାସରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ନୃସିଂହନାଥ ପୀଠରେ ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଭୁ ନୃସିଂହନାଥଙ୍କ ଠାରେ ବୁଧବାର ପଖାଳ ଭୋଗ ଲାଗି ହେବା ସହ ଭକ୍ତଙ୍କୁ ଅର୍ପଣ କରାଯାଉଛି । ଏହି ପ୍ରାଚୀନ
Read More...

ସଂସ୍କୃତ ଶିକ୍ଷକ ଗୁପ ସାହୁଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ରାଜବୋରସମ୍ବର ବ୍ଲକ ଅନ୍ତର୍ଗତ ଦୀପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଗୁପ ସାହୁ ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି । ଦୀର୍ଘ ୩୮ ବର୍ଷ ଶିକ୍ଷକତା କରି ସେ ଅନେକ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ
Read More...