Yearly Archives

2025

ସରିଲା ବ୍ରହ୍ମପୁରର ପ୍ରସିଦ୍ଧ ମାଆ ବୁଢ଼ୀ ଠାକୁରାଣୀ ଯାତ୍ରା : ବାପା ଘରୁ ବିଦାୟ ନେଲେ ମାଁ ସାଆନ୍ତାଣି

ବ୍ରହ୍ମପୁର : ସରିଲା ବ୍ରହ୍ମପୁରର ପ୍ରସିଦ୍ଧ ମାଆ ବୁଢ଼ୀ ଠାକୁରାଣୀ ଯାତ୍ରା, ବାପା ଘରୁ ବିଦାୟ ନେଲେ ମାଁ ସାଆନ୍ତାଣି, ଭୋରୁ ଭୋରୁ ପହଞ୍ଚିଲେ ଶାଶୁ ଘରେ, ବିଦାୟ ବେଳେ ଭାବ ବିହ୍ଵଳ ହୋଇ ପଡିଲେ ଶ୍ରଦ୍ଧାଳୁ । ୨୫ ଦିନ ଧରି ଚାଲିଥିଲା ମାଁଙ୍କ ଯାତ୍ରା। ମାଁଙ୍କ ବିଦାୟ ବେଳେ ଭାବ ବିହ୍ଵଳ
Read More...

ବଲାଙ୍ଗିର ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉପନିବନ୍ଧକ ସମବାୟ ସମିତି ସମୁହ, ବଲାଙ୍ଗିର ବିଭାଜନ, ବଲାଙ୍ଗିର ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଆନ୍ତଜାତୀୟ ସମବାୟ ବର୍ଷ ୨୦୨୫ ଅବସରରେ "ଓଡିଶା ସମବାୟ ଆନ୍ଦୋଳନରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଭୂମିକା "
Read More...

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଉପଲକ୍ଷେ ସୁନ୍ଦରଗଡ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କସ୍ଥିତ ସଭା ଗୃହରେ ଋଣ ମେଳା ଓ ଆର୍ଥିକ ସାକ୍ଷାରତା ଶିବିର ଜିଲ୍ଲା ମୁଖ୍ୟ ସମବାୟ ଅଧିକାରୀ ଉମାଶଙ୍କର ଦାସ, ମୁଖ୍ୟ କାର୍ଯ୍ୟ ନିର୍ବାହୀ ରବିନ୍ଦ୍ରନାଥ
Read More...

ଅଲେଖ ଚନ୍ଦ୍ର ଦାଶଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର ବ୍ରାହ୍ମଣ ପଡା ନିବାସୀ ତଥା ଅବସର ପ୍ରାପ୍ତ ଶିକ୍ଷା ବିଭାଗର ବରିଷ୍ଠ କିରାଣୀ ଅଲେଖ ଚନ୍ଦ୍ର ଦାଶଙ୍କ ୭୮ ବର୍ଷ ବୟସରେ ନିଜସ୍ୱ ପଦ୍ମପୁର ବାସ ଭବନରେ ପରଲୋକ ଘଟିଛି । ସେ ତାଙ୍କ ପଛରେ ସ୍ତ୍ରୀ ସନ୍ତୋଷିନୀ ପୁଅ ଅନନ୍ତ, ଅଜିତ ପୁତ୍ରବଧୁ ୨ଝିଅ
Read More...

ଲୋଇସିଂହାରେ ଆଇନଜୀବୀ ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଓକିଲ ସଂଘ ତରଫରୁ ସ୍ଥାନୀୟ ସମ୍ମିଳନୀ କକ୍ଷ ପରିସରରେ ମଧୁବାବୁ ଜୟନ୍ତୀ ତଥା ଆଇନଜୀବୀ ଦିବସ ପାଳିତ ହୋଇଯାଇଛି । ସଂଘର ସଭାପତି ପ୍ରଦୀପ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପସଭାପତି ସଞ୍ଜୟ ଷଡ଼ଙ୍ଗୀ, ସମ୍ପାଦକ
Read More...

ମୁରିବାହାଲ ବାର ଆସୋସିଏସନ୍ ପକ୍ଷରୁ ମଧୁବାବୁ ଜୟନ୍ତୀ ଓ ଓକିଲ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବାର ଆସୋସିଏସନ୍ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ତମ ଜନ୍ମଜୟନ୍ତୀ ତଥା ଓକିଲ ଦିବସ ସୋମବାର ସଂଘ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ଏହି ଅବସରରେ ବାର ଆସୋସିଏସନର ସମସ୍ତ ସଦସ୍ୟ ଓ କର୍ମକର୍ତ୍ତାଙ୍କ ତରଫରୁ
Read More...

ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୫୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅନ୍ୟା ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର
Read More...

ତିନି ବର୍ଷ ହେବ ପୁଷ୍କରିଣୀର ପୁନରୁଦ୍ଧାର କାର୍ଯ୍ୟ ହୋଇନି : ପାଣି ପାଇଁ ହନ୍ତସନ୍ତ ଟଙ୍କପାଣି ଗ୍ରାମବାସୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତର ସଦର ଟଙ୍କପାଣି ଗ୍ରାମର ଏକମାତ୍ର ବ୍ୟବହାର ଯୋଗ୍ୟ ଜାମମୁଡ଼ା ପୋଖରୀରେ ପାଣି ଶୁଷ୍କ ହୋଇ ପଡିରହିଥିବା ଯୋଗୁଁ ଗ୍ରାମବାସୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।
Read More...

ଡେଙ୍ଗପଦର ଗ୍ରାମରେ ବିଷାକ୍ତ ନାଗ ସାପ କାମୁଡ଼ାରେ ମହିଳାଙ୍କ ଅକାଳ ବିୟୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ନିକଟସ୍ଥ ଡେଙ୍ଗପଦର ଗ୍ରାମର ବିଳାସ ନାଗ(୫୨)ନାମକ ଜଣେ ମହିଳାଙ୍କ ବିଷାକ୍ତ ନାଗ ସାପ କାମୁଡ଼ାରେ ଅକାଳ ବିୟୋଗ ଘଟିଛି । ଡେଙ୍ଗପଦର ଗ୍ରାମର ଦୁର୍ଯ୍ୟୋଧନ ନାଗଙ୍କ ସ୍ତ୍ରୀ
Read More...

ବରଗଡ଼ ପୁରୁଣା ହସ୍ପିଟାଲର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାକୁ ନେଇ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲା ବରଗଡ଼ ନାଗରିକ ମଞ୍ଚ

ବରଗଡ଼, (ମୁନ୍ନା ସାହୁ) : ବରଗଡ଼ ସହର ମଧ୍ୟରେ ଥିବା ପୁରୁଣା ହସ୍ପିଟାଲ ତଥା ସିଏଚ୍‌ସିରେ ସ୍ୱାସ୍ଥ୍ୟସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇ ପଡିଥିବାରୁ ଏହାର ସମାଧାନ ନିମନ୍ତେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛି ବରଗଡ଼ ନାଗରିକ ମଞ୍ଚ । ଏହି ହସ୍ପିଟାଲରେ ସେଲାଇନ ଷ୍ଟାଣ୍ଡ ନଥିବାରୁ ରୋଗୀଙ୍କ
Read More...