Yearly Archives

2025

ଖଣିଜ ପ୍ରଯୁକ୍ତି ବିଦ୍ୟା ଉପରେ ଋଷିଆର ଗିରେଡମେଟ ସହ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟିର ଯୁଗ୍ମ ଘୋଷଣାନାମା

ନୂଆଦିଲ୍ଲୀ, (ପିଆଇବି) : ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ପ୍ରତିଷ୍ଠାନ ଋଷିଆର ଜେଏସ୍‌ସି ଗିରେଡମେଟ ସହ ଦୁଇଟି ଯୁଗ୍ମ ଘୋଷଣାନାମା (ଜେଡିଆଇ) ସ୍ୱାକ୍ଷରିତ କରିଛି । ଜେଏସ୍‌ସି ଗିରେଡମେଟ ବା ବିରଳ ମେଟାଲ ଶିଳ୍ପର ରାଜ୍ୟ ରିସର୍ଚ୍ଚ ଆଣ୍ଡ ଡିଜାଇନ ପ୍ରତିଷ୍ଠାନ ଓ ମସ୍କୋର ଜାତୀୟ ବିଜ୍ଞାନ ଓ
Read More...

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ତଥା ଜିଲ୍ଲା ଦାୟିତ୍ୱ ରେ ଥିବା ସଚିବଙ୍କ ମୟୁରଭଞ୍ଜ…

ଗସ୍ତ କାର୍ଯ୍ୟକ୍ରମର ଦ୍ଵିତୀୟ ଦିନରେ କ୍ଷେତ୍ର ପରିଦର୍ଶନ ବାରିପଦା, (ଦେବସ୍ମିତ ଚୌଧୁରୀ) : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ତଥା ମୟୁରଭଞ୍ଜ ଜିଲ୍ଲା ଦାୟିତ୍ୱରେ ଥିବା ଶାସନ ସଚିବ, ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସୁରେଶ କୁମାର ବଶିଷ୍ଠ
Read More...

ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ହରିଶଙ୍କର ଠାରେ ପିଇବା ପାଣି ପାଇଁ ଲୋକେ ଡହଳ ବିକଳ

ଟଙ୍କା ଚାନ୍ଦା କରି ନଳକୂପ ସଜାଡିଛନ୍ତି ସ୍ଥାନୀୟ ଲୋକେ ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ପ୍ରସିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନ ସ୍ଥଳୀ ହରିଶଙ୍କରକୁ କୌଣସି ପରିଚୟର ଦରକାର ନଥିବାବେଳେ ଏବେ ବି ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି ସ୍ଥାନୀୟ ଲୋକ । କୋଟି କୋଟି ଟଙ୍କା
Read More...

ପହଲଗାମ ଆତଙ୍କବାଦର ଦୃଢ଼ କାର୍ଯ୍ୟନୁଷ୍ଠାନ ଦାବି କଲା ଏବିଭିପି

ବଲାଙ୍ଗିରରେ ପାକିସ୍ତାନ ମୁର୍ଦାବାଦର ନାରା ବଲାଙ୍ଗିର, (କେପିଏନ୍‌ଏସ୍‌) : ପହଲଗାମରେ ଆତଙ୍କବାଦୀ ନିରୀହ ପର୍ଯ୍ୟଟକଙ୍କୁ ଧାର୍ମିକ ଆଧାରରେ ଗୁଳି ମାରି ହତ୍ୟା କରିବା ଘଟଣାକୁ ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବଲାଙ୍ଗିର ତରଫରୁ ଦୃଢ଼ ନିନ୍ଦା କରାଯାଇଛି । ଏଥିରେ ପ୍ରାଣ
Read More...

ପହଲଗାଁ ଆକ୍ରମଣ ବିରୋଧରେ ଶୋଭାଯାତ୍ରା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜମ୍ମୁ ଓ କାଶ୍ମୀର ପହଲଗାମ ଠାରେ ଆତଙ୍କବାଦୀ ମାନଙ୍କ ଦ୍ଵାରା ହୋଇଥିବା ବର୍ବୋରୋଚିତ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକ ମାନଙ୍କୁ କଳାହାଣ୍ଡି ଜିଲ୍ଲା ବଣିକ ସଂଘ ତରଫରୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି । ଭବାନୀପାଟଣା ରେଡକ୍ରସ କଲ୍ୟାଣ
Read More...

ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କ ପାଇଁ ଶ୍ରଦ୍ଧାଞ୍ଜଳି ସଭା ଓ କ୍ୟାଣ୍ଡଲ ଶୋଭାଯାତ୍ରା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଜାମୁ କାଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଦ୍ଵାରା ଭାରତର ହିନ୍ଦୁମାନଙ୍କ ଉପରେ ବର୍ବର୍ ଆକ୍ରମଣ ସହିତ ହତ୍ୟା କରାଯାଇ ଥିବାକୁ ଘୋର ନିନ୍ଦାକରି ରାଧାକାନ୍ତ ବିଦ୍ୟାପୀଠର କ୍ରିଡ଼ାବିତ, ସ୍କାଉଟ ଓ ଗାଇଡି ଛାତ୍ରଛାତ୍ରୀ ଏକତ୍ର ହୋଇ ଅପରାହ୍ନ ୪
Read More...

ଆଗଲପୁର ବ୍ଲକରେ ପଂଚାୟତି ରାଜ ଦିବସ ୨୦୨୫ ସମାରୋହ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ପଂଚାୟତ ସମିତି କାର୍ଯ୍ୟାଳୟରେ ଓଡିଶା ସରକାରଙ୍କ ତରଫରୁ ଜାତୀୟ ପଂଚାୟତି ରାଜ ଦିବସ ୨୦୨୫ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଆଗଲପୁର ବ୍ଲକ ବିଡିଓ ମହାପାତ୍ର କୂଳଦୀପ ମହାନ୍ତିଙ୍କ ତତ୍ୱାବଧାନରେ ଜିଲ୍ଲାପରିଷଦ ଜୋନ ୨ର
Read More...

ବିଶ୍ରା ଥାନା ଅନ୍ତର୍ଗତ ସାରୁବାହାଲର ଢ଼ାବା ମାଲିକଙ୍କୁ ଗୁଳି କରି ସଶସ୍ତ୍ର ଡକାୟତି

ପୁଲିସର ତ୍ଵରିତ କାର୍ଯ୍ୟାନୁଷ୍ଠାନ ରାଉରକେଲା, (ସସ୍‌ସ୍ମିତା ପ୍ରଧାନ) : ଗୁରୁବାର ୨୪ ତାରିଖ ରାତି ପ୍ରାୟ ୧୧ଟା ସମୟରେ ବିଶ୍ରା ଥାନା ଅନ୍ତର୍ଗତ ସାରୁବାହଲରେ ଥିବା ଡୁଗୃ ଢାବାରୁ ଡକାୟତି କରିବାକୁ ୪ ଜଣ ବ୍ୟକ୍ତି ଆସି ବନ୍ଧୁକ ଓ ଛୁରୀ ଦେଖାଇ ଡକାୟତି କରିଥିଲେ । ସେମାନେ ସେଠାରୁ
Read More...

ଗୁଡଭେଲା ବ୍ଲକ ସ୍ତରୀୟ “ନିଷ୍ଠା” ତାଲିମ ଉଦ୍‌ଯାପିତ

ତୁଷୁରା/ଗୁଡଭେଲା, (କେପିଏନ୍‌ଏନ୍‌) : ଗୁଡଭେଲା ବ୍ଲକ୍ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚ ଦିବସୀୟ ଶିକ୍ଷକ ପ୍ରଶିକ୍ଷଣ "ନିଷ୍ଠା" (ସମତା ଓ ଅନ୍ତର୍ନିବେଶୀ ଶିକ୍ଷା ୨୦୨୪-୨୫) ତାଲିମ ଉଦ୍‌ଯାପିତ ହୋଇଯାଇଛି । ଏପ୍ରିଲ ୨୧ରୁ ଆରମ୍ଭ ହୋଇ ୨୫ ତାରିଖ ତାଲିମ ଶେଷ ହୋଇଛି । ରମେଶ କୁମାର
Read More...

ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜମ୍ମୁ କାଶ୍ମୀରର ପର୍ଯ୍ୟଟନସ୍ଥଳ ପହଲଗାମ ଠାରେ ଅପରାହ୍ନରେ ସ୍ପଷ୍ଟ ଦିବା ଲୋକରେ ପର୍ଯ୍ୟଟକଙ୍କ ଉପରେ ଆକ୍ରୋସ ମୂଳକ ଭାବେ ତାଙ୍କର ଧାର୍ମିକ ପରିଚୟ ପଚାରି ଏବଂ ତାପରେ ଗୁଳି ଚଳାଇ ନିର୍ମମ ହତ୍ୟା କରିଥିଲେ ଆତଙ୍କବାଦୀ । ଏହି ପରି ପ୍ରାୟୋଜିତ ଆତଙ୍କବାଦ
Read More...