Yearly Archives

2025

ଜାମ୍ମୁ କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ୨୬ ଜଣ ନୀରିହ ପର୍ଯ୍ୟଟକ ମୟୁରଭଞ୍ଜ ଜିଲ୍ଲା…

ମୟୁରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ଜାମ୍ମୁ କାଶ୍ମୀରର ପହଲଗାମ ରେ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ୨୬ ଜଣ ନୀରିହ ପର୍ଯ୍ୟଟକ ତଥା ବାଲେଶ୍ୱର ଜିଲ୍ଲାର ପର୍ଯ୍ୟଟକ ପ୍ରଶାନ୍ତ ଶତପଥୀଙ୍କ ଅମର ଆତ୍ମାର ସଦଗତି ପାଇଁ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ
Read More...

ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଲେ ଲାଠୋର ମାଟିର ପୁଅ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲାଠୋର ମାଟିର ପୁଅ ଦିନେଶ ମୀରାନିଆ (୪୫) ମଙ୍ଗଳବାର ପହଲଗାମ ଠାରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ସ୍ୱର୍ଗତ ପ୍ରୟାଗଚନ୍ଦ ଅଗ୍ରୱାଲଙ୍କ ସାନ ପୁଅ ଦିନେଶ ମୀରାନିଆ । ସେ ଲାଠୋର ଶ୍ରୀ ଦୂର୍ଗେଶ୍ୱରୀ ଉଚ୍ଚ
Read More...

କୈବର୍ତ୍ତ ସମାଜ ତରଫରୁ ଶ୍ରଦ୍ଧାଞ୍ଜଳି ସଭା

ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ଗତ ୨୨ତାରିଖ ଦିନ କାଶ୍ମୀରର ପହଲଗାମ୍ ଠାରେ ପାକିସ୍ତାନ ସମର୍ଥିତ ଲସ୍କର ପଏ ପତୋଏବା ସହ ଜଡ଼ିତ ଟିଆର୍‌ଏଫ୍ ଆତଙ୍କବାଦୀ ଦ୍ଵାରା ହୋଇଥିବା ବର୍ବର ଗଣହତ୍ୟାର ପ୍ରତିବାଦରେ ବଲାଙ୍ଗିର ପୌରାଞ୍ଚଳ କୈବର୍ତ୍ତ ସମାଜ ତରଫରୁ ଏକ ପ୍ରତିବାଦ ସଭା ଭାରତୀୟ
Read More...

ପହଲଗାମ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି । ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସେମାନଙ୍କ ଆତ୍ମାର ସଦଗତି କାମନା କରିଛନ୍ତି ଖପ୍ରାଖୋଲବାସୀ । ଏନେଇ ଶହୀଦଙ୍କ ସ୍ମୃତିରେ
Read More...

ବଲାଙ୍ଗିରର ପୂର୍ବତନ ସୈନିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ପୂର୍ବତନ ସୈନିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ । ଆଜି ସ୍ଥାନୀୟ ପୂର୍ବତନ ସୈନିକ ସଂଘ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ପୂର୍ବତନ ସୈନିକମାନେ ଏକାଠି ହୋଇ ଜମ୍ମୁ କାଶ୍ମୀରର ପହଲଗାମ ଠାରେ ଆତଙ୍କୀ ଆକ୍ରମଣରେ
Read More...

ଟ୍ରେନରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଟ୍ରେନରୁ ଖସି ପଡ଼ି ଯୁବକ ମୃତ । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟଣା- ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି ପଡ଼ିଥିଲେ । ମୃତବ୍ୟକ୍ତି ଜଣକ ଝାରଖଣ୍ଡ
Read More...

ସଇଁତଲାରେ ପଞ୍ଚାୟତରାଜ ଦିବସ ସମାରୋହ ପାଳନ : ନୂତନ ହିତାଧିକାରୀଙ୍କୁ ରେସନ କାର୍ଡ ବଣ୍ଟନ

ସଇଁତଲା, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଜାତୀୟ ପଂଚାୟତିରାଜ ଦିବସ ପାଳନ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ
Read More...

ବଲାଙ୍ଗିର ଠାରେ ଆୟୋଜିତ ପଞ୍ଚାୟତିରାଜ ଦିବସରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସିହିନି ପଞ୍ଚାୟତକୁ କରାଗଲା ପୁରସ୍କୃତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଉପଲକ୍ଷେ ବଲାଙ୍ଗିର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଦ୍ୱାରା ବଲାଙ୍ଗିର ଜିଲ୍ଲାପାଳଙ୍କ ଉପସ୍ଥିତିରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସିହିନୀ ପଞ୍ଚାୟତକୁ ଓଡିଶା ସରକାରଙ୍କ
Read More...

ଟିଟିଲାଗଡ଼ ଜଲାରାମ ଲଜରୁ ଦୁଇ ଗଞ୍ଜେଇ ବ୍ୟବସାୟୀଙ୍କୁ ଗିରଫ କଲା ପୋଲିସ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ପୋଲିସ ପୁଣି ଆଜି ଏକ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଦୁଇ ବ୍ୟବସାୟୀଙ୍କୁ ଗିରଫ କରିବାରେ ସଫଳ ହୋଇଛି । ଏସ ଆଇ ପ୍ରଦୀପ ଦୁରିଆ ଏକ ବିଶ୍ଵସ୍ତ ସୂତ୍ରରୁ ଖବର ପାଇଲେ ଯେ କିଛି ବ୍ୟକ୍ତି ଟିଟିଲାଗଡ଼ର ଜଲା ରାମ ଲଜରେ ରହି ଗଞ୍ଜେଇ ଚାଲାଣ କରିବା
Read More...

କୁଲୁତା ସମାଜର ବାର୍ଷିକ ସାଧାରଣ ସଭା ଓ ନୂତନ କର୍ମକର୍ତ୍ତା ନିର୍ବାଚନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଖୁଜେନପାଲି ସ୍ଥିତ କୁଲୁତା ସମାଜର ସେବା ସଦନ ଠାରେ ସଭାପତି ରବିନ୍ଦ୍ର କୁମାର ପଧାନଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିଲା । ଶ୍ରୀ ପଧାନ ତାଙ୍କର ସଭାପତିତ୍ୱ ଅଭିଭାଷଣ ପ୍ରଦାନ କରିଥିଲେ । ଏହାପରେ ସମ୍ପାଦକ ବିଦେଶୀ ପଧାନ ବାର୍ଷିକ
Read More...