Yearly Archives

2025

ସୁରକ୍ଷା ବୀମାରେ ଲାଭାର୍ଥି ହେଲେ ଚନ୍ଦ୍ରକାନ୍ତି ପଟେଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଛତାମଖନା ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ଜଣେ ହିତାଧିକାରୀ ଜଳନ୍ଧର ପଟେଲ ବୀମାଭୁକ୍ତ ହୋଇଥିଲେ । ତାଙ୍କର ଆକସ୍ମିକ ଦୁର୍ଘଟଣାରେ ପ୍ରାଣହାନୀ ହୋଇଗଲା ପରେ ତାଙ୍କ ଧର୍ମପତ୍ନୀ ଚନ୍ଦ୍ରକାନ୍ତି ପଟେଲଙ୍କୁ ଏସ୍‌ବିଆଇ ବୀମାର ଲାଭାର୍ଥ
Read More...

ମୁରିବାହାଲରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହ ଅନୁଷ୍ଠିତ

ବିଧାୟକଙ୍କ ଦ୍ଵାରା ନୂତନ ରାସନ କାର୍ଡ ବଣ୍ଟନର ଶୁଭାରମ୍ଭ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହ ଗୁରୁବାର ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଭାକାର୍ଯ୍ୟଆରମ୍ଭ ପୂର୍ବରୁ ଜମ୍ମୁ କାଶ୍ମୀର ପହଲଗାମରେ
Read More...

ସୂଚନା ଓ ଲୋକସମ୍ପର୍କ ବିଭାଗ ନବ ନିଯୁକ୍ତ ନିର୍ଦ୍ଦେଶକଙ୍କୁ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସଂଘର ସ୍ୱାଗତ…

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗରେ ଜଣେ ବିଶିଷ୍ଟ ସଂସ୍କୃତି ସମ୍ପନ୍ନ ବ୍ୟକ୍ତିତ୍ୱ ଦେବ ପ୍ରସାଦ ଦାଶ ନିଯୁକ୍ତ ହୋଇଥିବା ପରିପ୍ରେକ୍ଷୀରେ ଓଡିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସଂଗଠନ ପକ୍ଷରୁ ଏକ ପ୍ରତିନିଧିଦଳ ବିଭାଗର ରାଜ୍ୟ କାର୍ଯ୍ୟାଳୟ
Read More...

କାଶ୍ମୀର ଘାଟି ଘଟଣାକୁ ବିରୋଧ କରି କେସିଙ୍ଗା ସହରରେ ମହମ ଯାତ୍ରା

କେସିଙ୍ଗା, (ପ୍ରିତେଶ ପଟେଲ) : ଭାରତର ମିନି ସ୍ଵିଜରଲାଣ୍ଡ କହୁଥିବା କାଶ୍ମୀରର ପହଲଗାମ ପର୍ଯ୍ୟଟନ ସ୍ଥଳୀ ରେ ତା ୨୨.୦୪.୨୫ ଆତଙ୍କବାଦୀ ମାନଙ୍କ ଦ୍ଵାରା ଧର୍ମ ଆଧାରରେ ବାଛି ବାଛି ହିନ୍ଦୁ ପର୍ଯ୍ୟଟନଙ୍କୁ ଗୁଳି କରି ହତ୍ୟା କରିଥିଲେ । ସାରା ବିଶ୍ୱରେ ଏହି ଆତଙ୍କବାଦୀଙ୍କ ରକ୍ତ ଚରିତ
Read More...

ବଲାଙ୍ଗିରରେ ଆୟୋଜିତ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହ ଉଦ୍‌ଘାଟନ କଲେ ମାନ୍ୟବର ମନ୍ତ୍ରୀ ଡ଼ଃ ମୁକେଶ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଆଜି ପୂର୍ବାହ୍ନରେ ସ୍ଥାନୀୟ ସଦର ମହକୁମା ସ୍ଥିତ ଭୀମଭୋଇ ମେଡ଼ିକାଲ କଲେଜ ଏବଂ ହସପିଟାଲ ପେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ ଡ଼ ମୁକେଶ
Read More...

କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇ ଥିବା ଭାରତୀୟ ପର୍ଯ୍ୟଟକଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଲା…

ବରଗଡ଼, (ମୁନ୍ନା ସାହୁ) : କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା ଓ ପ୍ରାଣ ହରାଇ ଥିବା ଦିବଂଗତ ଆତ୍ମାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଲା ବରଗଡ଼ ନାଗରିକ ମଞ୍ଚ । ବରଗଡ଼ ସରକାରୀ ବସଷ୍ଟାଣ୍ଡରେ କ୍ୟାଣ୍ଡେଲ ଜଳାଇ ନୀରବ ପ୍ରାର୍ଥନା କରି
Read More...

ସୁନ୍ଦରଗଡ଼ ଜିଲ୍ଲା ବରକାନି ଗାଁରେ ୧୯ ଏପ୍ରିଲ ୨୦୨୫ ଘଟଣାରେ ଜାତୀୟ ଅନୁସୂଚିତ ଜନଜାତି ଆୟୋଗଙ୍କ ହସ୍ତକ୍ଷେପ

ଜିଲ୍ଲାପାଳ, ପୁଲିସ ଅଧିକ୍ଷକ ଏବଂ ଭାରତୀୟ ଇସ୍ପାତ ପ୍ରାଧିକରଣ ଠାରୁ ମାଗିଲେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରୀୟ ଅନୁସୂଚିତ ଜନଜାତି ଆୟୋଗ ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ଖବର ଆଧାରରେ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ବରକାନି ଗାଁରେ ୧୯ ଏପ୍ରିଲ ୨୦୨୫ରେ
Read More...

ଏସ୍‌ବିଆଇ ଏଟିଏମ୍ କାଉଣ୍ଟରର ଏସି ଅଚଳ : ହିତାଧିକାରୀ ଅସନ୍ତୋଷ

ଚାଲୁନି ନା ବନ୍ଦ ପଡ଼ିଛି ଏସି ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଏଟିଏମ୍ ଛକ ଏସ୍‌ବିଆଇ ଏଟିଏମ୍‌ରେ ୨ଟି ବ୍ରାଣ୍ଡେଡ୍ ଏସି ଲାଗିଛି । ହେଲେ ଉଭୟ ଏସି କାମ କରୁନାହିଁ । ଏହି ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏଟିଏମ୍ କାଉଣ୍ଟରରେ ଲାଗିଥିବା ୨ଟି ବ୍ରାଣ୍ଡେଡ୍ ଭୋଲଟାସ୍ ଏସି ଅଚଳ
Read More...

ପେହେଲଗାମ ନରସଂହାର ଘଟଣାକୁ ବ୍ରାହ୍ମଣସମାଜ ଓ ହିନ୍ଦୁଏକତା ମଞ୍ଚର ତୀବ୍ରନିନ୍ଦା : ମୃତକଙ୍କ ଉଦ୍ଦେଶ୍ୟରେ…

ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ହିନ୍ଦୁଏକତା ମଞ୍ଚର ପ୍ରତିବାଦ ସଭା ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାମ୍ମୁକାଶ୍ମୀରର ପେହେଲଗାମଠାରେ ପାକିସ୍ଥାନୀ ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା । ଆତଙ୍କବାଦୀଙ୍କ ଏଭଳି ବର୍ବର ନରସଂହାରକୁ ବିଭିନ୍ନ ସଂଗଠନ
Read More...

ଜିଲ୍ଲାସ୍ତରୀୟ କନିଷ୍ଠ ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଜିଲ୍ଲା ସ୍ତରୀୟ କନିଷ୍ଠ ପୁରୁଷ (୧୬ ଓ ୧୯ ବର୍ଷରୁ କମ) କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ମ୍ୟାଚରେ ଡି ଆର କେ କ୍ଲବ ମୟୁରଭଞ୍ଜ ୟୋଲ କ୍ଲବକୁ ୮୧ ରନରେ ପରାସ୍ତ କରିଥିଲା । ପ୍ରଥମେ ବ୍ୟାଟିଂ କରି ଡି ଆର
Read More...