Yearly Archives

2025

ମିଠାପାଲିରେ ଚବିଶ ପ୍ରହରୀ ନାମଯଜ୍ଞ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମିଠାପାଲି ଗାଁରେ ଚବିଶ ପ୍ରହରୀ ଅଖଣ୍ଡ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଗାଁର ଶତାଧିକ ପୁରୁଷ ଓ ମହିଳା ନିକଟସ୍ଥ ଝରଣାକୁ ପୁର୍ଣ୍ଣ କଳସ ଜଳ ଆଣି ଯଜ୍ଞ ମଣ୍ଡପରେ ସ୍ଥାପନ କରିଥିଲେ । କର୍ତ୍ତା ଭାବରେ ଲିଙ୍ଗରାଜ ସାହୁ ଓ
Read More...

ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ଅବସରରେ ରକ୍ତଦାନ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ପାଳନ ଅବସରରେ ଉପନିବନ୍ଧ, ସମବାୟ ସମିତି ସମୁହ, ବଲାଙ୍ଗିର ବିଭାଜନ, ବଲାଙ୍ଗିରଙ୍କ ସମ୍ମିଳନୀ କକ୍ଷରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲାର ଜିଲ୍ଲା ମୁଖ୍ୟ
Read More...

ଶିବପ୍ରସାଦ ପାଣ୍ଡିଆଙ୍କ ୧୭ତମ ଶ୍ରାଦ୍ଧବାର୍ଷିକୀ ସମାରୋହ

ସାମ୍ବିଧାନିକ ଗଣତନ୍ତ୍ରର ସୁରକ୍ଷା ସବୁଠୁ ବଡ଼ ନାଗରିକ କର୍ତ୍ତବ୍ୟ : ଲିଙ୍ଗରାଜ ବଲାଙ୍ଗିର, (କେପିଏନ୍‌ଏସ୍‌) : ବିପ୍ଳବୀ କବି, ସାମ୍ବାଦିକ ଗୌରବ ଶିବପ୍ରସାଦ ପାଣ୍ଡିଆଙ୍କ ୧୭ତମ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର
Read More...

ସୁନ୍ଦରଗଡ଼ ଠାରେ ଜିଲ୍ଲା ସ୍ଥାନୀୟ “ଦିଶା” କମିଟି ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ସ୍ଥାନୀୟ ବିକାଶ ଭବନ ଠାରେ ଆଜି ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ନିରୀକ୍ଷଣ କମିଟି ବୈଠକ (District Development Coordination & Monitoring Committee, DISHA) ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର କେନ୍ଦ୍ର ଆଦିବାସୀ ବ୍ୟାପାର
Read More...

ସୁବର୍ଣ୍ଣପୁରରେ ପାରାଲିଗାଲ୍ ସ୍ୱେଚ୍ଛାସେବୀମାନଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବିକଳ୍ପ ବିବାଦ ସମାଧାନ କେନ୍ଦ୍ର, ସୁବର୍ଣ୍ଣପୁରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ୱାରା ଆଇନ ସହାୟକ ସ୍ୱେଚ୍ଛାସେବୀମାନଙ୍କୁ ନେଇ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ
Read More...

ପହଲଗାମ୍‌ ଆତଙ୍କୀ ହମ୍‌ଲାରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର : ଶ୍ରୀନଗରରେ ପହଞ୍ଚିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ପହଲଗାମ୍ ଆତଙ୍କବାଦୀ ଆକ୍ରମଣରେ ମୃତକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅପରାଜିତା । ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ମୃତ ଓଡ଼ିଶାର ପ୍ରଶାନ୍ତ କୁମାର ଶତପଥୀଙ୍କ ପରିବାରକୁ ମଧ୍ୟ ଭେଟିଛନ୍ତି
Read More...

ଝରଣୀପାଲି ଠାରେ କ୍ରେତା ବିକ୍ରେତା ସମ୍ବିଳନୀ

ଆଗଲପୁର, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ଅନ୍ତର୍ଗତ ଝରଣୀପାଲି ପଞ୍ଚାୟତ କନଫରେନ୍ସ ହଲ ଠାରେ କ୍ରେତା-ବିକ୍ରେତା ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି । ବୃହତ ଉଠା ଜଳସେଚନ ଅଂଚଳରେ ଫସଲର ବିବିଧି କରଣ ଯୋଜନା ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡିଶା ସରକାରଙ୍କ ଆୟୋଜନ କ୍ରମେ ପଲ୍ଲୀ
Read More...

ଧରିତ୍ରୀ ଦିବସ ଓ ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ଚିତ୍ରାଙ୍କନ ଓ ବକୃତା ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୱାଇ.ଏମ.ଏଫ.ଆଇ ଏବଂ ଏସ.ପି.ସି.ବିର ମିଳିତ ଆନୁକୂଲ୍ୟରେ ଧରିତ୍ରୀ ଦିବସ ଓ ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ପରିବେଶ ସଂକ୍ରାନ୍ତୀୟ ଚିତାଙ୍କନ ଓ ବକୃତା ପ୍ରତିଯୋଗିତା ସ୍ଥାନୀୟ ଜ୍ଞାନଜ୍ୟୋତି ପବ୍ଲିକ ସ୍କୁଲରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଯୋଗିତାର
Read More...

ରାଉରକେଲାର ବିକାଶ ସହ ଜିଲ୍ଲା ପାଇଁ ଦାବି

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବିକାଶ ମଞ୍ଚ ଏବଂ ସଚେତନ ନାଗରିକ ମଞ୍ଚ ତରଫରୁ ଡ଼ଃ ସୁମନ ଦତ୍ତ, ପି ପି ରାୟଙ୍କ ନେତୃତ୍ୱରେ ସଦସ୍ୟମାନେ ସମ୍ପ୍ରତି ରଘୁନାଥପାଲୀ ବିଧାୟକ ଦୁର୍ଗାଚରଣ ତନ୍ତୀଙ୍କ ସହ ସାକ୍ଷାତ କରି ରାଉରକେଲାର ବିକାଶ ସହିତ ଜଡିତ ପ୍ରମୁଖ ବିଷୟଗୁଡ଼ିକ ଉପରେ
Read More...

ମେ ୨୦ରୁ କଳାହାଣ୍ଡିରେ ରବି ଧାନ ସଂଗ୍ରହ ଭାଗ ନେବେ ୮୮ ମିଲର୍ସ : ୧୪୫ ମଣ୍ଡିରୁ ହେବ ଧାନ ସଂଗ୍ରହ

ଧାନ ବିକ୍ରି ପାଇଁ ପଞ୍ଜିକରଣ କରିଛନ୍ତି ୪୮, ୮୧୮ ଚାଷୀ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆସନ୍ତା ମେ ୨୦ ତାରିଖ ଠାରୁ କଳାହାଣ୍ଡି ଜିଲ୍ଲାରେ ରବି ଧାନ ସଂଗ୍ରହ କରିବାପାଇଁ ଭବାନୀପାଟଣା ଜିଲ୍ଲାପାଳଙ୍କ ସଦୟଭାବନା ଗୃହରେ ଆୟୋଜିତ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକରେ
Read More...