Yearly Archives

2025

ଟିଟିଲାଗଡ଼ରେ ବହୁ ପ୍ରତିକ୍ଷୀତ କେନ୍ଦ୍ରୀୟ ବିଦ୍ୟାଳୟର ଭୂମି ପୂଜନ ଓ ଅସ୍ଥାୟୀ କ୍ୟାମ୍ପସର ଉଦ୍‌ଘାଟନ କଲେ କେନ୍ଦ୍ର…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରର ବହୁ ପ୍ରତିକ୍ଷୀତ କେନ୍ଦ୍ରୀୟ ବିଦ୍ୟାଳୟର ସ୍ୱପ୍ନ ସାକାର ହୋଇଛି । ଚଳିତ ଥର କେନ୍ଦ୍ର ଓ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଚାଲିଛି । ବର୍ଷ ବର୍ଷ ଧରି କେବଳ କାଗଜପତ୍ରରେ କେନ୍ଦ୍ର ବିଦ୍ୟାଳୟ କାର୍ଯ୍ୟ ହୋଇଆସୁଥିବା ବେଳେ ବହୁତ ଥର ସ୍ଥାନ
Read More...

ବିଜେଡି ଛାଡି ବିଜେପିରେ ଯୋଗଦେଲେ ସନ୍ତୋଷ ତନ୍ତି

ରାଉରକେଲା, (କେପିଏନ୍‌ଏସ୍‌) : ବିଜେଡିର ବରିଷ୍ଠ ନେତା ସନ୍ତୋଷ ତନ୍ତି ବିଜେଡି ଛାଡି ବିଜେପିରେ ଯୋଗଦାନ କରିଛନ୍ତି । ଶ୍ରୀ ତନ୍ତି ତାଙ୍କର ଶତାଧିକ ସମର୍ଥକଙ୍କ ସହିତ ଏକ ପଟୁଆରରେ ଆସି ସଭାସ୍ଥଳରେ ପହଞ୍ଚିଥିଲେ । ବିଜେପିର ଜିଲ୍ଲା ସଭାନେତ୍ରୀ ପୂର୍ଣ୍ଣିମା କେରକେଟା ତାଙ୍କୁ ସ୍ୱାଗତ
Read More...

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାର ୨୦୨୫-୨୬ ଶିକ୍ଷା ବର୍ଷର ପ୍ରଥମ ଅଭିଭାବକ ଶିକ୍ଷକ ବୈଠକ ସାରା ରାଜ୍ୟରେ…

ଭୁବନେଶ୍ୱର : ଚଳିତ ଶିକ୍ଷାବର୍ଷ ୨୦୨୫-୨୬ର ପ୍ରଥମ ଅଭିଭାବକ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ ସାରା ରାଜ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଦ୍ୟାଳୟ ଶିକ୍ଷା ଏବଂ ଛାତ୍ରଛାତ୍ରୀମାନଙ୍କର ଗୁଣାତ୍ମକ ଶିକ୍ଷାର ବିଭିନ୍ନ
Read More...

ମନହିରା ପଞ୍ଚାୟତର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ସ୍ଥିତ ମନହୀରା ପଞ୍ଚାୟତର ମନହୀରା ଓ ବଘାପାଲି ଗାଁରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡିକର ଉଦ୍‌ଘାଟନ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ରଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ମନହୀରା ସରପଞ୍ଚ ରମ୍ଭା ରଣାଙ୍କ ପୌରହିତ୍ୟରେ
Read More...

ସୀତାଙ୍କୁ ହରଣ, ଜଟାୟୁ ମରଣ ରାବଣ ଭୂମିକାରେ ଜିବନ୍ତ ଅଭିନୟ କଲେ ଡା. ରୁଦ୍ର ନାରାୟଣ ପଟେଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜଗନ୍ନାଥପଡାରେ ସର୍ବପୁରାତାନ ରାମଜୀ ନାଟକ ସଂସଦ ଦ୍ୱାରା ଆୟୋଜିତ ରାମଲୀଳା ନାଟକ ଅୟୋଜିତ ହୋଇଥିବା ବେଳେ ଗତ ୮ ଏପ୍ରିଲ ୧୮ ତାରିଖ ଶୁକ୍ରବାର ଦିନ ସୀତାଙ୍କୁ ହରଣ, ଜଟାୟୁ ମରଣ ଦର୍ଶକକୁ ବେଶ ମନ ଛୁଇଁଥିଲା । ମାୟା ମିରିଗ କୁଟିରରେ ଜଟି ରାବଣ ଭିକ୍ଷା
Read More...

ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଆୟୁଷ୍ମାନ କାର୍ଡ ଓ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତକାଲି ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅଧୀନସ୍ଥ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଗଲାପାଲିରେ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଆୟୁଷ୍ମାନ କାର୍ଡ ଓ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡକୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ଘର ଘର ଯାଇ ବଣ୍ଟନ କରିଥିଲେ ।
Read More...

ଭାରତ ରତ୍ନ ଡ. ଆମ୍ବେଦକରଙ୍କର ସମ୍ବିଧାନ ପ୍ରତି ଅବଦାନ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାତା ୧୯.୦୪.୨୦୨୫ ଆଜି ଭାରତୀୟ ଜନତା ପାର୍ଟିର ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଭାରତରତ୍ନ ଡ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କର ସମ୍ବିଧାନ ପ୍ରତି ଅବଦାନ ଉପରେ ଆଲୋଚନାଚକ୍ର ଜିଲ୍ଲା ସଭାନେତ୍ରୀ ପୂର୍ଣ୍ଣିମା କେରକେଟାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ଅଭିଭାବକ ବୈଠକ ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ୨୦୨୫-୨୬ ଶିକ୍ଷା ବର୍ଷର ପ୍ରଥମ ଶିକ୍ଷକ-ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ରେଳ ଉପଭୋକ୍ତା ସଂଘର ନିର୍ବାଚନ ପ୍ରଫେସର ତରୁଣ ମିଶ୍ର ପୁନଃ ନିର୍ବାଚିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତ କାଲି ରେଲ ଉପଭୋକ୍ତା ସଂଘର ଏକ ସାଧାରଣ ସଭା ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ନିର୍ବାଚନ ଅଧିକାର ପ୍ରଶନ୍ନ ମିଶ୍ର ତରଫରୁ ପ୍ରଦତ୍ତ ଫଳାଫଳକୁ ପ୍ରାକ୍ତନ ସଂପାଦକ ଦିବାକର ହୋତା ଘୋଷଣା କରିଥିଲେ । ଏଥିରେ ପ୍ରଫେସର ତରୁଣ
Read More...

ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ୨୦୨୫-୨୬ ଶିକ୍ଷାବର୍ଷର ପ୍ରଥମ ପିଟିଏମ୍ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକର ପ୍ରାଥମିକ ଠାରୁ ଆରମ୍ଭ କରି ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ପ୍ରତ୍ୟେକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ୨୦୨୫-୨୬ର ପ୍ରଥମ ଅଭିଭାବକ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ସମିତି ବୈଠକ ଅନୁଷ୍ଠିତ
Read More...