Yearly Archives

2025

ଆଜିଠୁ ଦେଓଗାଁ ରେଳ ଷ୍ଟେସନରେ ରହିବ ସମ୍ବଲପୁର–ରାୟଗଡ଼ା ଇଣ୍ଟରସିଟି ଏକ୍ସପ୍ରେସ

ଦେଓଗାଁ, (ମନୀଷ କୁମାର ସାହୁ) : ଦଶନ୍ଧି ଧରି ଦାବୀ, ଆନ୍ଦୋଳନ ଓ ଅପେକ୍ଷା ପରେ ଦେଓଗାଁ ରୋଡ ରେଳ ଷ୍ଟେସନରେ ଏକ୍ସପ୍ରେସ ଟ୍ରେନ ରହିବା ସ୍ଥିର ହୋଇଛି । ସମ୍ବଲପୁର–ରାୟଗଡ଼ା ଇଣ୍ଟରସିଟି ଏକ୍ସପ୍ରେସ ବୁଧବାର ରହଣି ହେବା ନେଇ ସୂଚନା ମିଳିଛି । ଏହି ଏକ୍ସପ୍ରେସ ରହଣି ଅବସରରେ ଅତିଥି ଭାବେ
Read More...

ଦୋକାନ ବଜାର ଉଚ୍ଛେଦ ପ୍ରତିବାଦ ଓ ଥଇଥାନ ଦାବୀରେ ବଣିକ ସଂଘର ଦାବିପତ୍ର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପୂର୍ତ୍ତ ବିଭାଗର ରାସ୍ତା ପ୍ରଶସ୍ତିକରଣ ଦ୍ୱାରା ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲର ଦୋକାନ ବଜାର ହରାଇଥିବା ଗରିବ ଲୋକମାନେ ମଙ୍ଗଳବାର ଦିନ ବଲାଙ୍ଗିର ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଥିବାରୁ ଖପ୍ରାଖୋଲ ବଣିକ ସଂଘ ତରଫରୁ
Read More...

ମୁରିବାହାଲ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ରାଜ୍ୟରେ ନାରୀ ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ ବିରାଟ କ୍ୟାଣ୍ଡେଲ୍…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ଠାରେ ବ୍ଳକ କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟରେ ଅହେତୁକ ନାରୀ ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ ବିରାଟ କ୍ୟାଣ୍ଡେଲ୍(ମଶାଲ )ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ଶୁଖିଲା ଧାନ ଖେଡ଼ ଧରି ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ବରଗଡ, (ମୁନ୍ନା ସାହୁ) : ମଙ୍ଗଳବାର ଦିବା ୧୧ଟା ସମୟରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ସୂଚନା ଅନୁସାରେ ଚଳିତ ରବିଋତୁରେ ଧାନ ଫସଲ ଭଲ ହୋଇଥିବା ବେଳେ ବିଭିନ୍ନ ବ୍ଲକର ଅନେକ ଗ୍ରାମରେ ଧାନ ଚାଷରେ ରୋଗ, ପୋକ ଏବଂ ବିଭିନ୍ନ କାରଣରୁ
Read More...

ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କୁ ସଇଁତଲାରେ ମରଣାନ୍ତକ ଆକ୍ରମଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜଣେ ଅବସରପ୍ରାପ୍ତ ପୋଲିସ କର୍ମଚାରୀ ଆଜି ସକାଳେ ସଇଁତଲାରେ ମରଣାନ୍ତକ ଆକ୍ରମଣର ଶୀକାର ହୋଇଥିବା ବେଳେ ଆହତ ଜଣକ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି । ଆହତ ଜଣକ ହେଲେ ବଲାଙ୍ଗିର ଇନ୍ଦ୍ରାନଗର ବାସିନ୍ଦା
Read More...

ନୂତନ ବ୍ଲକ ଘୋଷଣା ଦାବିରେ ସୋନପୁରରେ ମେଣ୍ଡା ଅଞ୍ଚଳବାସୀଙ୍କ ବିଶାଳ ଶୋଭାଯାତ୍ରା

ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରେରଣ ସୋନପୁର, (କେପିଏନ୍‌ଏସ୍‌) : ରାଜ୍ୟରେ ନୂତନ ବ୍ଲକ ପୁନଃର୍ଗଠନ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ମନ୍ତ୍ରୀଙ୍କ ସୂଚନା ପରେ ସୁବର୍ଣ୍ଣପୁର ଜିଲ୍ଲାର ସର୍ବପୁରାତନ ତଥା ବୃହତଗ୍ରାମ ଐତିହାସିକ ମେଣ୍ଡା
Read More...

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କଣ୍ଟାବାଞ୍ଜିଠାରେ ପ୍ରାଥମିକ ଚିକିତ୍ସା ତାଲିମ୍ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କଣ୍ଟାବାଞ୍ଜି ତରଫରୁ ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଅଶୋକ କୁମାର ତରିଆ କାର୍ଯ୍ୟକ୍ରମରେ ସଭାପତିତ୍ୱ
Read More...

ମାଝୀପଡା ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କାଦୋବେଡା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ମାଝୀପଡ଼ା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ କାଦୋବେଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ
Read More...

ହମିରପୁର ଉନ୍ନୟନ ପରିଷଦର ମହାବିଷୁବ ସଂକ୍ରାନ୍ତି ଓ ସମ୍ବର୍ଦ୍ଧନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଉନ୍ନୟନ ପରିଷଦ ମହାବିଷୁବ ସଂକ୍ରାନ୍ତି ଓ ସମ୍ବର୍ଦ୍ଧନା ସଭା ରାମକୃଷ୍ଣ ବିହାର ସ୍ଥିତ ତାରିଣୀ ପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ଡ଼ଃ ସୁମନ ଦତ୍ତଙ୍କ ସଭାପତି ଓ ସମ୍ପାଦକ ନିରଞ୍ଜନ ଦାସଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ତରଫରୁ ଛନ୍ଦା ଚରଣ ସ୍ମରଣେ ବିଷୁବୋତ୍ସବ ୨୦୨୫ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ତରଫରୁ ଛନ୍ଦା ଚରଣ ସ୍ମରଣେ ବିଷୁବୋତ୍ସବ ୨୦୨୫ ପାଳିତ ହୋଇଛି, ଏହି କାର୍ଯ୍ୟକ୍ରମକୁ ଭୂମିକାର ସମ୍ପାଦକ ଶ୍ରୀ ଜିତେନ୍ଦ୍ରିୟ ତ୍ରିପାଠୀ ସ୍ଵାଗତ କରିଥିବା ବେଳେ ସଭାପତିତ୍ଵ ବିରେନ୍ଦ୍ର କୁମାର
Read More...