Yearly Archives

2025

ଲକ୍ଷାଧିକ ଭକ୍ତଙ୍କ ସମାଗମରେ ବଡମାଧପୁରରେ ୨୪ତମ ପଞ୍ଚୁଦଣ୍ଡ ମହାମିଳନ ସମ୍ପନ୍ନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମରେ ଦୀର୍ଘ ୨୪ ବର୍ଷ ଧରି ପ୍ରତି ବର୍ଷ ପାରମ୍ପରୀକ ଭାବେ ଏପ୍ରିଲ ୧୦ ତାରିଖ ଦିନଟିକୁ ପଞ୍ଚୁଦଣ୍ଡ ମହାମିଳନ ମହୋତ୍ସବ ଭାବେ ବର୍ଣ୍ଣାଢ଼୍ୟ ଏବଂ ଉତ୍ସବମୁଖର ଭାବେ ପାଳିତ ହୋଇଯାଇଛି । ଚଳିତ ବର୍ଷ ମଧ୍ୟ
Read More...

ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

● ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ-ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର କୋ-ବ୍ରାଣ୍ଡେଡ କାର୍ଡକୁ ଓଡ଼ିଶାର ହିତାଧିକାରୀଙ୍କ ପାଇଁ ଉନ୍ମୋଚନ ଏବଂ ବଣ୍ଟନ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ● ଓଡ଼ିଶାରେ ଆୟୁଷ୍ମାନ ବୟ ବନ୍ଦନା
Read More...

ଭାରତର ଏକତା ପ୍ରତି ସମ୍ପୂର୍ଣ୍ଣ ପ୍ରତିବଦ୍ଧତା ଘୋଷଣା କରିବା ଲାଗି ଜାମ୍ମୁ ଏବଂ କାଶ୍ମୀର ମାସ୍ ମୁଭମେଣ୍ଟର…

ମୋଦୀ ସରକାରଙ୍କ ଅଧୀନରେ ଜମ୍ମୁ ଓ କଶ୍ମୀରରେ ଏକତାର ଭାବନା ରହିଛିବର୍ତ୍ତମାନ ସୁଦ୍ଧା ହୁରିୟତ ସହ ଜଡ଼ିତ ପ୍ରାୟ ୧୨ଟି ସଙ୍ଗଠନ ଭାରତର ସମ୍ବିଧାନ ଉପରେ ବିଶ୍ୱାସ ରଖି ବିଚ୍ଛିନ୍ନତାବାଦରୁ ଅଲଗା ହୋଇଯାଇଛନ୍ତିଏକ ଭାରତ ଶ୍ରେଷ୍ଠ ଭାରତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ
Read More...

ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସଂଯୁକ୍ତ ସ୍ୱାସ୍ଥ୍ୟ କାର୍ଡ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି କଟକ ବାଲିଯାତ୍ରା ପଡିଆ ଠାରେ ରାଜ୍ୟ ସ୍ତରୀୟ ଉତ୍ସବରେ ଆଭାସୀ ଜରିଆରେ ମାନ୍ୟବର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜେ. ପି. ନଡ୍ଡା ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ
Read More...

ପ୍ରସିଦ୍ଧ ଚୈତ୍ର ପର୍ବ ଓ ପଲ୍ଲୀ ଶ୍ରୀ ମେଳା ଉଦଘାଟିତ

ମୟୁରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ପ୍ରସିଦ୍ଧ ଚୈତ୍ର ପର୍ବ ଆଜି ସନ୍ଧ୍ୟାରେ ଆନନ୍ଦ ଉଲ୍ଲାସ ମଧ୍ୟରେ ଉଦଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବ ଅବ୍ୟବହିତ ପୂର୍ବରୁ ଆଜି ଅପରାହ୍ନ ୪ଘଟିକା ୩୦ ମିନିଟ ସମୟରେ ବାରିପଦାର ମାଆ ଅମ୍ବିକା ମନ୍ଦିର ନିକଟରୁ ବିଭିନ୍ନ ପାରମ୍ପରିକ ଆଦିବାସୀ ନୃତ୍ୟ
Read More...

ଘୋରଡ଼ିଆ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିରରେ ଆୟୁଷ୍ମାନ କାର୍ଡ଼ ବଣ୍ଟନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସରକାରଙ୍କ ପକ୍ଷରୁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଵୟୋ ବନ୍ଦନା ଯୋଜନାର ଶୁକ୍ରବାର ଶୁଭାରମ୍ଭ ହୋଇଯାଇଛି । ଏନେଇ ଡେଲାଙ୍ଗ ବ୍ଲକରେ ଥିବା ୫ଟି ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିରରେ କାର୍ଯ୍ୟକ୍ରମ
Read More...

ବିଜିପୁର କାଳୀ ମନ୍ଦିର ନିକଟରେ ଯୁବକକୁ ଆକ୍ରମଣ ଘଟଣା : ୬ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଏକ ହତ୍ୟା ଉଦ୍ୟମ ମାମଲାରେ ଦୀର୍ଘ ୨ମାସ ଧରି ଫେରାର ଥିବା ଅଭିଯୁକ୍ତଙ୍କୁ ଧରିବାରେ ଟାଉନ ଥାନା ପୁଲିସକୁ ମିଳିଛି ସଫଳତା । ଗତ ଜାନୁୟାରୀ ୨୭ ତାରିଖରେ ରାତିରେ ବିଜିପୁର କାଳୀ ମନ୍ଦିର ନିକଟରେ ସୁଜନ ପାତ୍ର ଓ ଅବିନାଶ ମହାନ୍ତିଙ୍କୁ ଖଣ୍ଡାରେ
Read More...

ମୁରିବାହାଲ ବ୍ଲକର ୩ଟି ସ୍ଥାନରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ପତ୍ରାପାଲି(କ), ଗୁଡ଼ିଘାଟ ଓ ଲେବଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସରକାରଙ୍କ ବହୁ ପ୍ରତିକ୍ଷୀତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୂଆଁ ଏକକ
Read More...

ବ୍ରାହ୍ମଣୀ ଗ୍ରାମର ଦାଦନ ଶ୍ରମିକଙ୍କ ଶୋଚନୀୟ ମୃତ୍ୟୁ : ଗାଁକୁ ଫେରିଲା ମୃତଦେହ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଲଖନା ପଞ୍ଚାୟତ ବ୍ରାହ୍ମଣୀ ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ଲିଫ୍ଟ ଭାଙ୍ଗି ଛିଣ୍ଡି ଯିବାରୁ ଶୋଚନୀୟ ମୃତ୍ୟୁ ଘଟିଥିବା ଜଣାପଡିଛି । ବ୍ରାହ୍ମଣୀ ଗ୍ରାମର ବାଳକୃଷ୍ଣ ରଣାଙ୍କ ବଡ଼ପୁଅ ବିମଳ ରଣା(୨୫) ଗତ
Read More...

ମୁରିବାହାଲ ପଞ୍ଚାୟତ ଡ଼ିଗ୍ରୀ କଲେଜରେ ଯୁବ ଲେଖକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶରେ ଏକ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟ ଅଧ୍ୟକ୍ଷ ସରୋଜ କୁମାର ନାୟକ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ବିଜେପି ଦଳ
Read More...