Yearly Archives

2025

ନିର୍ଝରିଣୀ ଆନୁକୂଲ୍ୟରେ ବୈଶାଖୀ ଆସର ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ସ୍ଥାନୀୟ ଗାୟତ୍ରୀ ଶକ୍ତି ପୀଠ ପରିସରରେ ବୈଶାଖୀ ଆସର ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ଜିଲ୍ଲା ଶିକ୍ଷାଧୀଶ
Read More...

ସବିତା ରାୟ ମେମୋରିଆଲ ତରଫରୁ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସ୍ୱନାମଧନ୍ୟ ଶିକ୍ଷୟତ୍ରୀ ସ୍ୱର୍ଗତା ସବିତା ରାୟଙ୍କ ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ଅବସରରେ ସବିତା ରାୟ ମେମୋରିଆଲ ଆନୁକୂଲ୍ୟରେ ବେଦବ୍ୟାସ ସ୍ଥିତ ଗୁରୁକୁଳ ଆଶ୍ରମରେ ଏକ ବେଦାନ୍ତ ଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ହାଇଟେକ୍ ମେଡିକାଲ କଲେଜ ଓ ହସପିଟାଲର ନିଶୁଳ୍କ ସ୍ୱସ୍ଥ୍ୟ ସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ପ୍ରତିବଦ୍ଧତା ରଖିଥିବା ହାଇଟେକ୍ ମେଡିକାଲ କଲେଜ ଓ ହସପିଟାଲ ତରଫରୁ ନିଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର କୋଏଲ ନଗର ସ୍ଥିତ ଅବସରପ୍ରାପ୍ତ କର୍ମଚାରୀ ସଂଘ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ହାଇଟେକ୍ ମେଡିକାଲ କଲେଜର ସହ ମହାପ୍ରବନ୍ଧକ
Read More...

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା

ଜୟପାଟଣା, (ଶେଷଦେବ ବେହେରା) : ପରମାନନ୍ଦ ଉଚ୍ଚ ବିଦ୍ୟାଳୟ ପରିସରରେ ପୁରାତନ ଛାତ୍ର ସଂସଦ ତରଫରୁ ସଂସ୍କୃତ ଶିକ୍ଷକ ସୁରେନ୍ଦ୍ର କୁମାର ନାୟକଙ୍କୁ ଭବ୍ୟ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସଭାର ସଭାପତି ବ୍ରଜେନ୍ଦ୍ର କୁମାର ପଟ୍ଟଯୋଷୀଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ
Read More...

ଜାଲ ନୋଟ୍ କାରବାରରେ ଦୁଇ ଜଣଙ୍କୁ ଗିରଫ କଲା ଟିଟିଲାଗଡ଼ ପୋଲିସ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପୋଲିସକୁ ମିଳିଲା ବଡ଼ ସଫଳତା । ନକଲି ନୋଟ୍ କାରବାରରେ ସଂପୃକ୍ତ ଥିବା ଦୁଇ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ଟିଟିଲାଗଡ଼ ପୋଲିସ । ସୂଚନା ଯୋଗ୍ୟ ଯେ, ଏକ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ବଲାଙ୍ଗିର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ ଗଠନ କରି
Read More...

ନବୀନର ୨୭ତମ ବିଷୁବ ମିଳନରେ ସମ୍ମାନିତ ହେବେ ୫ ପ୍ରତିଭାଧର

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ସର୍ବପୁରାତନ ସମ୍ବାଦପତ୍ର ନବୀନ ପକ୍ଷରୁ ଗଠିତ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ ଅଳନୁକୂଲ୍ୟରେ ୨୭ତମ ବିଷୁବ ମିଳନ ଅବସରରେ ୫ ଜଣ ପ୍ରତିଭାଧରଙ୍କୁ ସମ୍ମାନିତ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏ ସମ୍ପର୍କରେ ପ୍ରତିଷ୍ଠାନର
Read More...

ଜିଲ୍ଲାସ୍ତରୀୟ ୧୫ ବର୍ଷରୁ କମ ଆନ୍ତଃ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଷ୍ଟାଡିୟମ ପଡିଆରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ତଥା ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଏସୋସିଏସନ, ଓଡିଶାର ସହଯୋଗରେ ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଫୁଟବଲ ଟୁର୍ଣ୍ଣାମେଣ୍ଟ
Read More...

୨୦୨୫-୨୬ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାର ଏକ ଉପ-ଯୋଜନା ଭାବେ କମାଣ୍ଡ କ୍ଷେତ୍ର ବିକାଶ ଏବଂ ଜଳ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା (ପିଏମକେଏସୱାଇ)ର ଉପ-ଯୋଜନା ଭାବେ କମାଣ୍ଡ କ୍ଷେତ୍ର ବିକାଶ ଏବଂ ଜଳ ପରିଚାଳନା (ଏମ-ସିଏଡିଡବ୍ଲ୍ୟୁଏମ)ର ଆଧୁନିକୀକରଣକୁ ଅନୁମୋଦନ କରିଛି । ଏହି
Read More...

ନୀତିଗତ ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ କମାଇ ୬% ରଖିଲା ରିଜର୍ଭ ବ୍ୟାଙ୍କ

୨୦୨୫-୨୬ ଆର୍ଥିକ ବର୍ଷରେ ଦେଶର ଜିଡିପି ଅଭିବୃଦ୍ଧି ହାର ୬.୫% ରହିବା ନେଇ ଆକଳନମୁଦ୍ରାସ୍ଫିତି ୪ ପ୍ରତିଶତ ମଧ୍ୟରେ ରହିବା ନେଇ ପୂର୍ବାନୁମାନ କଲା କେନ୍ଦ୍ରୀୟ ବ୍ୟାଙ୍କ ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ରିଜର୍ଭ ବ୍ୟାଙ୍କର ୫୪ତମ ତଥା ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପ୍ରଥମ ମୁଦ୍ରା
Read More...

ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଜଣେ ମୃତ

ଭୁବନେଶ୍ୱର : ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବରମୁଣ୍ଡା ବ୍ରିଜ୍‌ ଉପରେ ଘଟିଛି ସିରିଜ୍‌ ଦୁର୍ଘଟଣା । ଯେଉଁଥିରେ ଏକାଧିକ ଗାଡ଼ି ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଗୁରୁତର ହୋଇଛନ୍ତି । ସମସ୍ତ ମୃତାହତଙ୍କୁ ଉଦ୍ଧାର
Read More...