ଅଭିନୟ କଳା କର୍ମଶାଳା ଆସନ୍ତା ୧୭ ଯାଏ
ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକ୍ଟର ୬ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ତରଫରୁ ସ୍ୱତନ୍ତ୍ର ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ଅଭିନୟ କଳା କର୍ମଶାଳା ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଅନୁଷ୍ଠାନ ତରଫରୁ କୁହାଯାଇଛି । ପ୍ରଧାନ!-->…
Read More...
Read More...