ଏପ୍ରିଲ୍ରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା : ଠିକ୍ ସମୟରେ ଆସିବ ମୌସୁମୀ
ଭୁବନେଶ୍ୱର : ଏପ୍ରିଲରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ । ମେ ଓ ଜୁନ୍ ମାସରେ ମଧ୍ୟ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ଜୁଲାଇରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇପାରେ । ଜୁନ୍ ମାସରେ ଠିକ୍ ସମୟରେ ମୌସୁମୀ ଆସିବାର ସମ୍ଭାବନା ଅଛି । ବର୍ଷାର!-->…
Read More...
Read More...