Yearly Archives

2025

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି, ନକ୍ସଲବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲ୍ଲା ସଂଖ୍ୟା ମାତ୍ର ୬କୁ…

ନକ୍ସଲବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲ୍ଲା ସଂଖ୍ୟା ୧୨ରୁ ୬କୁ ଖସି ଆସିଛି, ଯାହା ନକ୍ସଲ ମୁକ୍ତ ଭାରତ ଗଠନ ଦିଗରେ ଏକ ମାଇଲଖୁଣ୍ଟମୋଦୀ ସରକାର ନକ୍ସଲବାଦ ବିରୋଧରେ କଠୋର ଆଭିମୁଖ୍ୟ ସହ ଏକ ସଶକ୍ତ, ସୁରକ୍ଷିତ ଏବଂ ସମୃଦ୍ଧ ଭାରତ ନିର୍ମାଣ ପାଇଁ ପ୍ରୟାସ କରୁଛନ୍ତି୨୦୨୬ ମାର୍ଚ୍ଚ ୩୧
Read More...

ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍କଳ ଦିବସ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ । କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ
Read More...

ଏପ୍ରିଲ ୨ରୁ ଏପ୍ରିଲ ୮ ପର୍ଯ୍ୟନ୍ତ ପ୍ରତିବାଦ ସପ୍ତାହ ପାଳିତ

ଏପ୍ରିଲ୧ କଳା ଦିବସରେ କୋଶଲ ସଂଗ୍ରାମୀମାନଙ୍କ ବ୍ୟାପକ ଗିରଫଦାରୀ ଅଗଣତାନ୍ତ୍ରିକ ଅଟେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଏପ୍ରିଲ ୧ ତାରିଖ । ରାଜ୍ୟ ସରକାର ଏ ବର୍ଷ ଏହି ଦିନଟିକୁ ଉତ୍କଳ ଦିବସ ପରିବର୍ତ୍ତେ ଓଡିଶା ଦିବସ ରୂପେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି କିନ୍ତୁ
Read More...

କଳାହାଣ୍ଡି କିସ୍‌ ବିଦ୍ୟାଳୟରେ ୯୦ତମ ଓଡିଶା ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି ସାରା ରାଜ୍ୟରେ ଧୂମଧାମରେ "ଓଡ଼ିଶା ଦିବସ" ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି କିସ୍, ବାଦିଲି ପରିସରରେ ୯୦ତମ ଓଡ଼ିଶା ଦିବସ ମହାସମାରୋହରେ ପାଳନ କରାଯାଇଛି । କିସ୍ ବିଦ୍ୟାଳୟର ଉପକାର୍ଯ୍ୟ ନିର୍ବାହୀ ଅଧିକାରୀ ଦୁଷ୍ମନ୍ତ
Read More...

ଭବାନୀପାଟଣା ରିଜର୍ଭ ପୋଲିସ ପଡ଼ିଆ ଠାରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭବାନୀପାଟଣା ରିଜର୍ଭ ପୋଲିସ ପଡ଼ିଆ ଠାରେ କଳାହାଣ୍ଡି ଏସ୍‌ପି ନାଗରାଜ ଦେବର କୋଣ୍ଡାଙ୍କ ନେତୃତ୍ୱରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ
Read More...

ଓଡିଶା ଦିବସରେ ଆଇ ଲଭ ବଙ୍ଗୋମୁଣ୍ଡା ସେଲ୍ଫି ପଏଣ୍ଟକୁ ଉଦଘାଟନ କଲେ ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଓଡ଼ିଶା ଦିବସ ଉପଲକ୍ଷେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା କଣ୍ଟାବାଞ୍ଜି ୪୨ ନମ୍ବର ରାଜ୍ୟ ରାଜପଥ ପାର୍ଶ୍ଵରେ ବଙ୍ଗୋମୁଣ୍ଡା ଅଞ୍ଚଳ ବାସୀଙ୍କ ପାଇଁ ନୂତନ ନିର୍ମିତ ସେଲ୍ଫି ପଏଣ୍ଟ ଉଦଘାଟିତ ହୋଇଯାଇଛି । ବଙ୍ଗୋମୁଣ୍ଡା ଜୋନର ଜିଲ୍ଲା ପରିଷଦ ସଦସ୍ୟ ଓମ
Read More...

ଓଡିଶା ଦିବସରେ କୋଶଲ୍‌ତାତି, ଶତାଧିକ କୋସଲବାଦୀ ଅଟକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାରା ରାଜ୍ୟରେ ଅପ୍ରେଲ ୧ ତାରିଖକୁ ଓଡିଶା ପ୍ରତିଷ୍ଠା ଦିବସ ଭାବରେ ପାଳନ କରାଯାଉଛି । ତେବେ କୋଶଳାଞ୍ଚଳର ୧୦ଟି ଜିଲ୍ଲାରେ ଆଜି ବିଭିନ୍ନ ସ୍ଥାନରେ ଓଡିଶା ଦିବସକୁ ବିରୋଧ ପ୍ରଦର୍ଶନ କରାଯାଇଛି । ବିରୋଧକାରୀଙ୍କୁ ପୋଲିସ ଗିରଫ ମଧ୍ୟ କରିଛି । ବଲାଙ୍ଗିର,
Read More...

ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଓଡ଼ିଶା ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡଃ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ଓଡ଼ିଶା ଦିବସ ପାଳିତ ହୋଇଯାଇଛି । ସଭାରେ ସମ୍ମାନିତ ଅତିଥିଭାବରେ ଆଲୁମିନୀ
Read More...

ଗୋପବନ୍ଧୁ ପାଠାଗାର ଏବଂ ଗାୟତ୍ରୀ ଆର୍ଟ ଏଣ୍ଡ କ୍ରାଫ୍ଟର ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୋପବନ୍ଧୁ ପାଠାଗାର ଏବଂ ଗାୟତ୍ରୀ ଆର୍ଟ ଏଣ୍ଡ କ୍ରାଫ୍ଟର ମିଳିତ ସହଯୋଗରେ ଏକ ଚିତ୍ରକଳା ପ୍ରଦର୍ଶନୀ ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସକାଳ ୧୦.୩୦ ମି.ରେ ସେବା ନିବୃତ ଅଧ୍ୟକ୍ଷା ପ୍ରଫେସର ଡ. କଲ୍ୟାଣୀ ମିଶ୍ର, ଲଳିତ କଳା ଏକାଡେମୀର
Read More...

ଅବସର ଭବନରେ ଉତ୍କଳ ଦିବସ ଓ ୩୭ ତମ ପ୍ରତିଷ୍ଠା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ରାଉରକେଲା ଇସ୍ପାତ କାରଖାନା ଅବସରପ୍ରାପ୍ତ କର୍ମଚାରୀ ସଂଘ କାର୍ଯ୍ୟାଳୟ ଠାରେ ଉତ୍କଳ ଦିବସ ଓ ଅନୁଷ୍ଠାନର ୩୭ ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଇଂ ଅଭୟ କୁମାର ଦାସଙ୍କ ସଭାପତିତ୍ୱ, ସାଧାରଣ
Read More...