Yearly Archives

2025

ପାଇକମାଲ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପ୍ରଥମ ଦିନୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରସ୍ୱତୀ ଶିଶୁମନ୍ଦିର ସ୍ଥିତ ଶିଶୁ ବାଟିକା ବିଭାଗର ପ୍ରଥମ ଦିନୋତ୍ସବ କାର୍ଯ୍ୟକ୍ରମ ମହା ସମାରୋହରେ ସଭାପତି ରାମ କୁମାର ଗୁପ୍ତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୧୦ ଜଣ ଅଙ୍ଗନବାଡ଼ି ଦିଦି‌
Read More...

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଉତ୍କଳ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଉତ୍କଳ ଦିବସ ପାଳନ ହୋଇସାରିଛି । ଉକ୍ତ ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱ କରିଥିବା ବେଳେ ମାନସ ରଞ୍ଜନ ଶତପଥୀ
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଉତ୍କଳ ଦିବସ ଓ ପ୍ରଥମ ଦିନୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଉତ୍କଳ ଦିବସ ଓ ପ୍ରଥମ ଦିନୋତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଅତିଥିମାନଙ୍କର ପରିଚୟ ପ୍ରଦାନ କରିବା ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଧନଞ୍ଜୟ ତାଣ୍ଡି
Read More...

ବଲାଙ୍ଗିର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୯୦ତମ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏନ୍‌) : ଆଜି ବଲାଙ୍ଗିର ମନୋହରପୁର ରିଜର୍ଭ ପୋଲିସ ପଡିଆ ଠାରେ ୯୦ତମ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବେ ବଲାଙ୍ଗିର ଏସ୍‌ପି ଅଭିଳାଷ ଜି ଯୋଗଦେଇ ପୋଲିସ ପେରେଡର ଅଭିବାଦନ ଗ୍ରହଣ କରି ଓଡିଶା ପୋଲିସ ପ୍ରତିଷ୍ଠା
Read More...

୧୧୧ତମ ମାସିକିଆ ମାଗଣା ହାଟ ଓ ସାମୁହିକ ଜନ୍ମ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ସାମାଜିକ ଅନୁଷ୍ଠାନ ଅନ୍ୱେଷା ତରଫରୁ ୧୧୧ ତମ ମାସିକିଆ ମାଗଣା ହାଟ ଓ ସାମୁହିକ ଜନ୍ମ ଦିବସ ପାଳନ ହୋଇଯାଇଛି । ପ୍ରଥମେ ସେକ୍ଟର ୬ ସ୍ଥିତ କୁଷ୍ଠ କଲୋନୀ ଠାରେ ୧୧୧ତମ ମାସିକିଆ ମାଗଣା ହାଟ ନୂଆ ପୁରୁଣା
Read More...

ବାରିପଦା ପୌରପାଳିକା ତରଫରୁ ଥଣ୍ଡା ପାନୀୟ ଜଳ ସେବା କେନ୍ଦ୍ର ଉଦଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଟାଣ ଖରାରେ ଜନସାଧାରଣଙ୍କ ତୃଷା ମେଣ୍ଟାଇବା ନିମନ୍ତେ ଆଜି ବାରିପଦା ପୌରପାଳିକା ତରଫରୁ ପୌରପାଳିକା କାର୍ଯ୍ୟାଳୟ ପରିସରରେ ଏବଂ କାର୍ଯ୍ୟାଳୟ ସମ୍ମୁଖରେ ଥଣ୍ଡା ପାନୀୟ ଜଳ ସେବା କେନ୍ଦ୍ର ଶୁଭାରମ୍ଭ ହୋଇଛି । ମାନ୍ୟବର
Read More...

ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଓଡିଶା ଦିବସ ସମାରୋହ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ରୂପେ ପାଳନ କରାଯାଇଥାଏ । ଏହି ପରିପ୍ରେକ୍ଷୀରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ଏନେଇ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ
Read More...

ଉତ୍କଳ ଦିବସକୁ କଳା ଦିବସ ପାଳନ କରିବା ପୂର୍ବରୁ କୋଶଲ ସଂଗ୍ରାମୀଙ୍କୁ ଗିରଫ କଲା ବେଲପଡା ପୋଲିସ

ବେଲପଡ଼ା, (ଭୋଜରାଜ ଦଣ୍ଡସେନା) : ଆଜି ଓଡିଶାରେ ଉତ୍କଳ ଦିବସ ପାଳନ କରାଯାଉଥିବା ବେଳେ ତାକୁ ବିରୋଧ କରି ପଶ୍ଚିମ ଓଡ଼ିଶା କଳା ଦିବସ ପାଳନ କରୁଛି । କିନ୍ତୁ ଦୁର୍ଭାଗ୍ୟର ବିଷୟ ଯେ, ବେଲପଡା ପୋଲିସ ଆଜି ସକାଳୁ ବେଲପଡାର କୋଶଲ ସଂଗ୍ରାମୀ ଜିତୁ ନାଏକ, ଯୁଗଲ କିଶୋର ମେହେର, ସିପୁନ
Read More...

ଝାଡ଼ଖଣ୍ଡରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ମୃତ

ଝାଡଖଣ୍ଡ : ଝାଡଖଣ୍ଡରେ ଭୟଙ୍କର ଟ୍ରେନ ଦୁର୍ଘଟଣା । ବରହେଟରେ ଏନଟିପିସି ଫାଟକ ନିକଟରେ ଦୁଇଟି ମାଲବାହୀ ଟ୍ରେନ୍ ମଧ୍ୟରେ ଧକ୍କା । ଫଲରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ଘଟଣାଟି ଭୋର ସାଢ଼େ ୩ଟାରେ ଘଟିଥିଲା । ଟ୍ରାକ ଉପରେ ଏକ ମାଲବାହୀ
Read More...

ହୁତୁ ହୁତୁ ହୋଇ ଜଳୁଛି ସୋ’ ରୁମ୍‌

କଟକ : କଟକରେ ଭୟଙ୍କର ଅଗ୍ନିକାଣ୍ଡ । କଟକ ଦୋଳମୁଣ୍ଡାଇ ଛକରେ ଥିବା ଏକ ଲଗେଜ୍‌ ଏବଂ କପଡ଼ା ସୋ’ ରୁମ୍‌ରେ ଭୟଙ୍କର ନିଆଁ ଲାଗିଛି । ଯେଉଁଥିରେ ବହୁମାତ୍ରାରେ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି । ଖବର ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ସମୟରେ କିଛି କର୍ମଚାରୀ ସୋ’ ରୁମ୍‌ ଖୋଲିଥିଲେ ।
Read More...