ବଲାଙ୍ଗିର ଜିଲ୍ଲା କଳାକାର ସଂଘ ତରଫରୁ ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କୁ ଶ୍ରଦ୍ଧାଞ୍ଜଳି
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଜେଏସ୍ଏମ୍ କଲେଜ ପରିସରରେ ଜିଲ୍ଲା କଳାକାର ସଂଘ ଆନୁକୂଲ୍ୟରେ ସ୍ୱର୍ଗତ ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ମୃତିଚାରଣ ଓ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅମର ଆତ୍ମାର ସତଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା!-->…
Read More...
Read More...