Yearly Archives

2025

ଦେଓଗାଁ ଡିଗ୍ରୀ କଲେଜରେ ୟୁଥ୍ ରେଡକ୍ରସ ଶିବିର

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ତ୍ରିଦିବସୀୟ ୟୁଥ୍ ରେଡକ୍ରସ ଶିବିର ମହାସମାରୋହରେ ଉଦଘାଟିତ ହୋଇଯାଇଛି । ପ୍ରଥମ ଦିବସରେ ସରକାରୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ତର ଅରବିନ୍ଦ ଓଝା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଦେଓଗାଁ
Read More...

ଠିକାଦାର ସଂଘର ଆନ୍ଦୋଳନ ପ୍ରତ୍ୟାହାର

ରାଉରକେଲା, (ସସ୍ମିତା ପ୍ରଧାନ) : ୧୦ ଦଫା ଦାବି ନେଇ ରାଉରକେଲା ଠିକାଦାର ସଂଘ ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ଆନ୍ଦୋଳନ ପାଇଁ ଡାକରା ଦେଇଥିଲା । ତେବେ ଆର୍‌ଏସ୍‌ପି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ କର୍ତ୍ତୃପକ୍ଷ ଦାବି ପୂରଣ ପାଇଁ ରାଜି ହେବାରୁ ପ୍ରସ୍ତାବିତ ଆନ୍ଦୋଳନ ପ୍ରତ୍ୟାହାର
Read More...

ବ୍ଲକ ସ୍ତରୀୟ ବାଲ୍ ବୈଜ୍ଞାନିକ, ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଓ ପରିବେଶ ସମ୍ବନ୍ଧୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍‌ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ, ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଓ ପରିବେଶ ସମ୍ବନ୍ଧୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ
Read More...

ପଦପୁର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡିଶା ଲୋକ ସେବା ଆୟୋଗ ପକ୍ଷରୁ ଆୟୋଜିତ ଓଡିଶା ସୂଚନା ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୩୯ ଜଣ ଲୋକ ସମ୍ପର୍କ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତି ପତ୍ର ପ୍ରଦାନ କରିବା ପରେ ଆଜି ପଦମପୁର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ
Read More...

କଅଗାଁ ମହାଶିବରାତ୍ରୀ ପଞ୍ଚକୁଣ୍ଡିୟ ମହାଯଜ୍ଞ ଉପଲକ୍ଷେ ଶୁଭସ୍ତମ୍ଭ ସ୍ଥାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : କଅଗାଁ ଶ୍ରୀ ଶ୍ରୀ ଧବଳେଶ୍ୱର ମହାଦେବ ମନ୍ଦିରରେ ଆସନ୍ତା ମହାଶିବରାତ୍ରୀ ଉପଲକ୍ଷେ ବିଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ମହାଯଜ୍ଞ କରିବାପାଇଁ ପ୍ରସ୍ତାବ ଗୃହୀତ ହୋଇଥିବା ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି । ବିଶିଷ୍ଟ ସମାଜସେବୀ ତଥା ଆଂଚଳିକ କମିଟୀ ସଭାପତି ଡ. ଶ୍ରୀକର
Read More...

ମହାରାଣୀ ସାଗରର ଉନ୍ନତିକରଣ କରିବେ ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସକାଳୁ ସକାଳୁ ବଲାଙ୍ଗିରର ମହାରାଣୀ ସାଗରକୁ ପରିଦର୍ଶନ କରି ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଉନ୍ନତି ମୂଳକ କାର୍ଯ୍ୟର ତଦାରଖ କରିଛନ୍ତି । ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସାହୁ ଖୁବ ଶିଘ୍ର ଆରମ୍ଭ ହେବ ମହାରାଣୀ ସାଗରର ଅନ୍ୟାନ୍ୟ
Read More...

ନିର୍ମଳମୁଣ୍ଡା ଖୁଟକାଟି ଟ୍ରଷ୍ଟ ପକ୍ଷରୁ ସମ୍ବିଧାନ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ନିର୍ମଳ ମୁଣ୍ଡା ଖୁଟକାଟି ଟ୍ରଷ୍ଟ ପକ୍ଷରୁ ଝିରପାଣି ଫୁଟବଲ ପଡିଆରେ ସମ୍ବିଧାନ ଦିବସ ପାଳନ ହୋଇଯାଇଛି । ଟ୍ରଷ୍ଟର ସଭାପତି ଜୟରାମ କେର୍କେଟାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆଇନଜୀବୀ ବୁଧୁଆ ଜୋଜୋ, ମୁମ୍ବାଇ ଫୋରମ୍ ଫର୍ ଜଷ୍ଟିସର ଜାତୀୟ
Read More...

ସମାଜ ଚିନ୍ତାନାୟକ ପ୍ରଫୁଲ୍ଲ କୁମାର ଚୋପଦାର ଆଉ ଆମ ଗହଣରେ ନାହାନ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସମାଜ ଚିନ୍ତାନାୟକ ତଥା ସରକାରୀ ପରିବହନର ସୁଦକ୍ଷ କର୍ମଚାରୀ ପ୍ରଫୁଲ୍ଲ କୁମାର ଚୋପଦାର ୮୦ ବର୍ଷ ବୟସରେ ଇହଧାମ ତ୍ୟାଗ କରିଛନ୍ତି । ସେ ବଲାଙ୍ଗିର ସରକାରୀ ପରିବହନ ବ୍ୟବସ୍ଥାର କିଭଳି ସୁଧାର ଆସିବ ଓ ପରିବହନ କର୍ମଚାରୀଙ୍କ ସୁବ୍ୟବସ୍ଥା ପାଇଁ ସର୍ବଦା
Read More...

ବଙ୍ଗୋମୁଣ୍ଡାରେ ବ୍ଳକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବିଇଓଙ୍କ କାର୍ଯ୍ୟାଳୟ ଠାରେ ଆଜି ବ୍ଳକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସକରାତ୍ମକ ପରିବେଶ ସୃଷ୍ଟି
Read More...

ଜାତୀୟ ପରିବାର ସ୍ୱାସ୍ଥ୍ୟ ଇତିହାସ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : "ଜାତୀୟ ପରିବାର ସ୍ୱାସ୍ଥ୍ୟ ଇତିହାସ ଦିବସ" ହେଉଛି ଏକ ବିଶେଷ ଦିନ ଯାହାକି ଆପଣଙ୍କ ପରିବାରର ଚିକିତ୍ସା ପୃଷ୍ଠଭୂମି ବୁଝିବାର ମହତ୍ତ୍ଵ ବିଷୟରେ ସଚେତନତା ସୃଷ୍ଟି ପାଇଁ ଉତ୍ସର୍ଗୀକୃତ । ପରିବାରର ସଦସ୍ୟମାନେ ଯେ କୌଣସି ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ
Read More...