ପାଇକମାଲ ବିନ୍ଧ୍ୟ ବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଚକ୍ଷୁ ଚିକିତ୍ସା ଶିବିର
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଯୁବ ରେଡକ୍ରସ ପକ୍ଷରୁ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା । ମହା ବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକ ଶିବିରର ଉଦଘାଟନ କରିଥିଲେ । ତ୍ରିଲୋଚନ ନେତ୍ରାଳୟ!-->…
Read More...
Read More...