Yearly Archives

2025

ଉର୍ସ ଉତ୍ସବ ପାଳନ ପାଇଁ ଶାନ୍ତି କମିଟି ବୈଠକ ଅନୁଷ୍ଠିତ

ଯୋଗ ଦେଲେ ଜିଲ୍ଲାପାଳ ଓ ଏସପି ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୟଦ ଶାହ ଅବଦୁଲ ଶକୁର ଶାହ ଓରଫ ଫକୀର ବାବାଙ୍କ ୪୩ତମ ପ୍ରସିଦ୍ଧ ଉର୍ସ ଉତ୍ସବ ପାଳନ ପାଇଁ ତରଭା ବ୍ଲକ ସଭାଗୃହ ଠାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଏସପି ନାରାୟଣ ନାୟକଙ୍କ ଅଧ୍ୟକ୍ଷତାରେ ଶାନ୍ତି କମିଟିର
Read More...

ମହିମୁଣ୍ଡା ଶିଶୁ ମନ୍ଦିରରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ମହିମୁଣ୍ଡାର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଅଶୋକ କୁମାର ରଥ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ଖେଳ ଶେଷରେ ସମାରୋପ ଉତ୍ସବରେ ମୁଖ୍ୟ ଅତିଥି ଭାବରେ
Read More...

ସମ୍ବିଧାନ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ଆଇନ ସେବା ପ୍ରାଧିକରଣର ନିର୍ଦ୍ଦେଶ କ୍ରମେ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷଙ୍କ ଅନୁମତି କ୍ରମେ ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ତା.୨୬.୧୧.୨୦୨୫ ରିଖ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ସମ୍ବିଧାନ
Read More...

ଶତାୟୁ ମହିଳାଙ୍କ ପରଲୋକ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ସହରର ଜଣେ ଧର୍ମପରାୟଣ ଶତାୟୁ ମହିଳା ସ୍ନେହଲତା ସିଂହଙ୍କ ୧୦୩ ବର୍ଷ ବୟସରେ ନିଜସ୍ଵ ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କର ଜୀବନ କାଳ ମଧ୍ୟରେ ଗ୍ରାମ୍ୟ ଜୀବନରୁ ଆରମ୍ଭ କରି ସହରୀ ଜୀବନ ମଧ୍ୟରେ ସମସ୍ତଙ୍କ ମଧ୍ୟରେ ଧର୍ମୀୟ ଅନୁଚିନ୍ତାକୁ ନେଇ
Read More...

ମୁରିବାହାଲ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକମାନଙ୍କ ଚତୁର୍ଥ ଦିନରେ କଳାବ୍ୟାଜ୍ ପିନ୍ଧି ଶାନ୍ତିପୂର୍ଣ୍ଣ ବିକ୍ଷୋଭ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ସଂଘର ଆହ୍ୱାନକ୍ରମେ ଚତୁର୍ଥ ଦିବସରେ ମୁରିବାହାଲ ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଦ୍ଵାରା କଳାବ୍ୟାଚ ପିନ୍ଧି ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି । ଏ ନେଇ ଜିଲ୍ଲାପାଳଙ୍କୁ
Read More...

ମାସିକ ସାହିତ୍ୟ ଆସର ଅନୁଷ୍ଠିତ

ସାମାଜିକ ସମରସତା ଏବଂ ନାରୀ ଉତ୍ଥାନର ପ୍ରେରଣା ଉତ୍ସ ହେଉଛି 'ଲକ୍ଷ୍ମୀ ପୁରାଣ' : ବିଷ୍ଣୁ ପାତ୍ର ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲାର ବିର୍ସା ମୁଣ୍ଡା ନଗର ଶାଖା ଦ୍ୱାରା ଆୟୋଜିତ ମାସିକ ସାରସ୍ଵତ ସମାବେଶରେ 'ନାରୀ ଉତ୍ଥାନ ଓ ସାମାଜିକ
Read More...

ପୂର୍ବତନ ସରପଞ୍ଚ ଓ ସମାଜସେବୀଙ୍କ ପିତୃ ବିୟୋଗ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଂଚାୟତର ପୂର୍ବତନ ସରପଞ୍ଚ ଓ ସମାଜସେବୀ ଦିଲୀପ ଛୋଟରାୟଙ୍କ ବାପା ଅବସର ପ୍ରାପ୍ତ ଶିକ୍ଷକ ତଥା ସମାଜସେବୀ ଭୀମସେନ ଛୋଟରାୟଙ୍କ ୯୪ ବର୍ଷରେ ମଙ୍ଗଳବାର ଦିନ ବିଳମ୍ବିତ ରାତ୍ରରେ ବିୟୋଗ ଘଟିଛି । ତାଙ୍କ ବିୟୋଗରେ ସମଗ୍ର
Read More...

ପୋଖରୀରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ଦାମୋଦରପୁର ଗାଁ ପୋଖରୀରୁ ଏକ ଅଢେଇ ବର୍ଷର ଶିଶୁପୁତ୍ରର ମୃତଉଦ୍ଧାର ହୋଇଛି । ମୃତ ଶିଶୁ ହେଲେ ସୁମୁନାଥ ପାତ୍ରଙ୍କ ପୁଅ ବିନାୟକ ପାତ୍ର । ସକାଳ ଦଶଟାରେ ପୋଖରୀ ନିକଟରେ ବୁଲୁଥିବା ବେଳେ ପାଣିରେ ଗୋଡ଼ ଖସି ବୁଡ଼ିଯାଇଥିବା
Read More...

୬୯ତମ ରାଜ୍ୟସ୍ତରୀୟ ସ୍କୁଲ ସମୂହ ଫୁଟବଲ, ଫେନସିଂ ଓ ଥାଙ୍ଗଟା ପ୍ରତିଯୋଗିତା ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମଠାରେ ୬୯ତମ ରାଜ୍ୟସ୍ତରୀୟ ସ୍କୁଲ ସମୂହ ଫୁଟବଲ, ଫେନସିଂ ଓ ଥାଙ୍ଗଟା ରାଜ୍ୟସ୍ତରୀୟ ପ୍ରତିଯୋଗିତା ଉଦ‌ଘାଟିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ସଭାପତିତ୍ୱରେ ଆୟୋଜିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି
Read More...

ନାଟ୍ୟ-ପ୍ରଦୀପ ମଦନ ମିଶ୍ରଙ୍କୁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରର ବରିଷ୍ଠ ନାଟ୍ୟକାର ଓ ନିର୍ଦ୍ଦେଶକ ମଦନ ମୋହନ ମିଶ୍ରଙ୍କୁ ବୁଧବାର ଓଡିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ମିଳିଛି । ଜୀବନ ବ୍ୟାପୀ ନାଟ୍ୟ ସାଧନା ପାଇଁ ତାଙ୍କୁ ଉପାୟନ-୨୦୨୫ ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ବିଭିନ୍ନ
Read More...