Yearly Archives

2025

ସିଂହିଯୁବା ହାଇସ୍କୁଲରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବିନିକା, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ହାଇସ୍କୁଲ ସିଂହିଯୁବା ଠାରେ ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ଆହ୍ୱାନ କ୍ରମେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ସମ୍ମାନିତ ଅତିଥିଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ପ୍ରେମରାଜ ପତି ଓ
Read More...

ଶୋଇଥିବା ବେଳେ ଯୁବକଙ୍କୁ ଏସିଡ୍ ମାଡ଼

ଭୁବନେଶ୍ଵର : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ନାୟିକାଣଡ଼ିହି ଥାନା ରାମଚନ୍ଦ୍ରପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଶୋଇଥିବା ବେଳେ ଯୁବକଙ୍କୁ ଏସିଡ୍ ମାଡ଼ ଗ୍ରାମର ସନାତନ ପଲାଇଙ୍କ ପୁଅ ଜଗବନ୍ଧୁ ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଏସିଡ ଫିଙ୍ଗି ଫେରାର୍ ହୋଇଯାଇଛି । ସୂଚନା
Read More...

ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଉକ୍ତ ସଭାରେ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ, ବଲାଙ୍ଗିରର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ସଭାପତିତ୍ୱ କରିଥିବା ବେଳେ ଜିଲ୍ଲା ବିଜ୍ଞାନ
Read More...

ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କଦଳୀମୁଣ୍ଡା ପରିସର ମଧ୍ୟରେ ପ୍ରଧାନଶିକ୍ଷକ ଟିକୁନୁ ସାହୁଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ରାଜବୋଡ଼ାସମ୍ବର ବ୍ଲକ ଚେୟାରମେନ୍ ତଥା ଗାଁର
Read More...

ଗ୍ରାସୀମ କମ୍ପାନୀରେ କ୍ଲୋରିନ ଗ୍ୟାସ ସମ୍ପର୍କିତ ମକ୍‌ଡ୍ରିଲ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଜିଲ୍ଲା ପ୍ରଶାସନ ଏବଂ ଗ୍ରାସୀମ କମ୍ପାନୀ ପକ୍ଷରୁ କ୍ଲୋରିନ ଗ୍ୟାସ ଲିକ ସମୟରେ କିଭଳି ଜନଜୀବନ ସୁରକ୍ଷିତ ରହିବ ସେନେଇ ଏକ ମକଡିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କମ୍ପାନୀ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି । ମକ୍‌ଡ୍ରିଲ
Read More...

ମାଣ୍ଡୋସିଲ କ୍ରିକେଟ କପ୍ : ମାଲପଡାକୁ ହରାଇ ସେମିରେ ମାଣ୍ଡୋସିଲ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ବଡ଼ ଖେଳ ପଡ଼ିଆରେ ଚାଲିଥିବା ମାଣ୍ଡୋସିଲ କ୍ରିକେଟ କପ୍‌ରେ ଶୁକ୍ରବାର ୫ଟି ମ୍ୟାଚ୍‌ ଖେଳାଯାଇଛି । ପ୍ରଥମ ମ୍ୟାଚ୍‌ରେ ଜାମସେଠକୁ ହରାଇ ମାଲପଡା ବିଜୟୀ ହୋଇଥିଲା । ଦ୍ୱିତୀୟ ମ୍ୟାଚ୍‌ରେ ନୂଆପାକୁ ହରାଇ
Read More...

ବାଦିବାହାଲ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଆମ ଖେଳନା ଓ ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଚେରେଙ୍ଗାଝାଞ୍ଜ କ୍ଲଷ୍ଟର ଅନ୍ତର୍ଗତ ବାଦିବାହାଲ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଆମ ଖେଳଣା ଓ ବାର୍ଷିକୋତ୍ସବ ସ୍କୁଲ ପ୍ରଧାନ ଶିକ୍ଷକ ମାଧବ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ
Read More...

ବାବେଜୁରୀ ଗ୍ରାମରେ ମହାଶିବରାତ୍ରୀ ମେଳା ଓ ଷୋହଳ ପ୍ରହରୀ ନାମଯଜ୍ଞ ଉଦଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ବାବେଜୁରୀ ଗ୍ରାମସ୍ଥିତ ହରଗୌରୀ ମନ୍ଦିର ଠାରେ ଗତ ମଙ୍ଗଳବାର ଠାରୁ ଚାଲିଥିବା ମହାଶିବରାତ୍ରୀ ମେଳା ତଥା ଷୋହଳ ପ୍ରହରୀ ନାମଯଜ୍ଞ ଶୁକ୍ରବାର ଉଦଯାପିତ ହୋଇଯାଇଛି । ମଙ୍ଗଳବାର ଅଧିବାସ ଦିନ
Read More...

ଗୁଡିଘାଟ କ୍ଲଷ୍ଟରସ୍ତରୀୟ ଶିକ୍ଷଣସାମଗ୍ରୀ କର୍ମଶାଳା ଓ ପ୍ରଦର୍ଶନୀ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ କ୍ଲଷ୍ଟରରେ କ୍ଲଷ୍ଟରସ୍ତରୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା ଓ ପ୍ରଦର୍ଶନୀ ମେଳା ଗୁଡିଘାଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ଗୁଡିଘାଟ ୟୁପି ସ୍କୁଲ ପ୍ରଧାନଶିକ୍ଷକ ଭଗତ ନାଗ
Read More...

ଗୋଇମୁଣ୍ଡ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ “ଟିକିଫୁଲ” ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଦିନ ବାର୍ଷିକ ଉତ୍ସବ(ଟିକିଫୁଲ) ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ପଞ୍ଚୁ ଦୀପଙ୍କ ସଭାପତିତ୍ୱରେ ତଥା ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅଶୋକ ନାରାୟଣ
Read More...