ବୃତ୍ତି ପରୀକ୍ଷାରେ ଉତ୍ତୀର୍ଣ୍ଣ ଛତ୍ର ଲିହାନଙ୍କୁ ସମ୍ବର୍ଦ୍ଧିତ କଲେ ସିଆର୍ସିସି
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ବୈତାଳି କ୍ଲଷ୍ଟର ଅନ୍ତର୍ଗତ ସାନଦାଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର ଲିହାନ ହଂସ ଚଳିତ ବର୍ଷ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ବିଦ୍ୟାଳୟକୁ ଗର୍ବିତ କରିଛନ୍ତି । ଏହି!-->…
Read More...
Read More...