Daily Archives

ବୃତ୍ତି ପରୀକ୍ଷାରେ ଉତ୍ତୀର୍ଣ୍ଣ ଛତ୍ର ଲିହାନଙ୍କୁ ସମ୍ବର୍ଦ୍ଧିତ କଲେ ସିଆର୍‌ସିସି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ବୈତାଳି କ୍ଲଷ୍ଟର ଅନ୍ତର୍ଗତ ସାନଦାଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର ଲିହାନ ହଂସ ଚଳିତ ବର୍ଷ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ବିଦ୍ୟାଳୟକୁ ଗର୍ବିତ କରିଛନ୍ତି । ଏହି…
Read More...

ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଜନ-ଶୁଣାଣି ଶିବିର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ୍, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼. ଶର୍ବଣ ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିକ୍ରେ ଓ…
Read More...

ମୁରିବାହାଲ ବ୍ଲକସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଭାଗୃହଠାରେ ସୋମବାର ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଡିଓ ବାସନ୍ତୀ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସକୁ…
Read More...

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସ : ଝଲପ ଦଳକୁ ହରାଇ ବଙ୍ଗୋମୁଣ୍ଡା ଦଳ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଳଭଟା ଗ୍ରାମର ମିଳିତ ଆନୁକୂଲ୍ୟରେ ଚାଲିଥିବା ତୃତୀୟ ତମ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ତୃତୀୟ ଦିବସରେ ପହଞ୍ଚିଛି । ଆୟୋଜକ କମିଟିର ସଭାପତି ହୁଲେଶ୍ୱର ହଂସଙ୍କ…
Read More...

ନୃତ୍ୟ ମହ୍ଲାର, ରାଉରକେଲା ଆୟୋଜିତ ୨ୟ ରାଜ୍ୟସ୍ତରୀୟ ‘ଶୃଙ୍ଗାର ମହୋତ୍ସବ’ ସଫଳତାର ସହ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟ ମହ୍ଲାର, ରାଉରକେଲା ଆୟୋଜନରେ ୨ୟ ରାଜ୍ୟସ୍ତରୀୟ ‘ଶୃଙ୍ଗାର ମହୋତ୍ସବ’ ସଫଳତାର ସହିତ ଆୟୋଜିତ ହୋଇଯାଇଛି । ସୁଶ୍ରୀ ବର୍ଷାରାଣୀ ପଣ୍ଡାଙ୍କ ଆବାହକତ୍ଵରେ ଗବେଷକ ତଥା ସ୍ୱର୍ଣ୍ଣପଦକ ପ୍ରାପ୍ତ ଉସ୍ତାଦ…
Read More...

ବସୁଧୈବ କୁଟୁମ୍ବକମର ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ବସୁଧୈବ କୁଟୁମ୍ବକମ ତରଫରୁ ଏକ ସାମାଜିକ କାର୍ଯ୍ୟକ୍ରମରେ ଗରିବ ବୃଦ୍ଧବୃଦ୍ଧାଙ୍କୁ କମ୍ବଳ ସହ ଖାଦ୍ୟ ବଣ୍ଟନ ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବିଜୟଲକ୍ଷ୍ମୀ…
Read More...

ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀଙ୍କ ପାଇଁ ଶିଶୁ ସୁରକ୍ଷା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀଙ୍କ ପାଇଁ ଶିଶୁ ସୁରକ୍ଷା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ନୂତନ ନାୟକଙ୍କ ସଭାପତିତ୍ୱରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।…
Read More...

ରାଉରକେଲାରେ ଆରମ୍ଭ ହେଲା ଅତ୍ୟାଧୁନିକ ବାଇକ ସର୍ଭିସିଙ୍ଗ ସେଣ୍ଟର

ରାଉରକେଲା, (ସସ୍ମିତା ପ୍ରଧାନ) : ଅତ୍ୟାଧୁନିକ ବାଇକ ସର୍ଭିସିଙ୍ଗ ସେଣ୍ଟର ଭାବେ ଜାତୀୟ ସ୍ତରରେ ସୁପରିଚିତ 'ବାଇକମେକ'ର ରାଉରକେଲା ସର୍ଭିସିଂ ସେଣ୍ଟର ଉଦଘାଟିତ ହୋଇଯାଇଛି । ସିଭିଲ ଟାଉନସିପ ସ୍ଥିତ ଏ/୮, କମରସିଆଲ ଇଷ୍ଟେଟ ଠାରେ ଏହି ସର୍ଭିସିଂଗ ସେଣ୍ଟରକୁ ରାଉରକେଲା ବିଧାୟକ ସାରଦା…
Read More...

୧୩ତମ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ସଂସ୍ଥା ହାପି ମୋମେଣ୍ଟସ୍ ଇଣ୍ଡିଆ ତରଫରୁ ୧୩ତମ ଦ୍ୱିଦିବସୀୟ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସେକ୍ଟର ୧୮ ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନ ଠାରେ ଅନୁଷ୍ଠିତ ହୋଇଯାଇଛି । ଆବାହକ ତଥା ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡା…
Read More...

ରାଜଗାଙ୍ଗପୁର ସ୍ଥିତ ଶ୍ରୀ ଅରବିନ୍ଦ ସ୍କୁଲରେ ୪୧ତମ ‘ସୁରତରଙ୍ଗ’ର ଅଡିଶନ୍ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସଂଗମ କଳାଗୃପ ଦ୍ୱାରା ଆୟୋଜିତ ଭାରତର ସର୍ବବୃହତ ଗାୟନ ପ୍ରତିଭା ଚୟନର ୪୧ତମ ସୁରତରଙ୍ଗ ଅଡିସନ ରାଜଗାଙ୍ଗପୁର ଶ୍ରୀ ଅରବିନ୍ଦ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଡିଶନ୍ ସଫଳତାର ସହ ଜାରି ରହିଛି । ତାଳଚେର ସ୍ଵୟଂଶାସିତ…
Read More...