କୃଷି ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ କୃଷି ଜିଲ୍ଲା ଅଧିକାରୀ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର ଠାରୁ ଏକ କୃଷି ରଥ ଗୁରୁବାର ଗ୍ରାମ୍ୟ ପରିଭ୍ରମଣରେ ବାହାରିଛି । କୃଷି ଜିଲ୍ଲା ଅଧିକାରୀ ଶ୍ରୀମତୀ ଜୁନୋମୟୀ ମହାନ୍ତି ସବୁଜ ପତାକା ଦେଖାଇ ଏହାକୁ ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ ।!-->…
Read More...
Read More...