୧୫୧ ଛାତ୍ରଛାତ୍ରୀଙ୍କୁ ୨ ଶିକ୍ଷକ : ଶିକ୍ଷା ବ୍ୟବସ୍ଥାର ଲଜ୍ଜାଜନକ ଚିତ୍ର, ରାସ୍ତାରେ ଉତ୍ତର ଖୋଜିଲେ ଅଭିଭାବକ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଗମ୍ଭାରୀ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାଟିଖାଇ ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଦୟନୀୟ ଅବସ୍ଥା ଆଜି ସମଗ୍ର ଶିକ୍ଷା ବ୍ୟବସ୍ଥାକୁ ଆଇନା ଦେଖାଇଛି । ୧୯୫୪ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ବର୍ତ୍ତମାନ!-->…
Read More...
Read More...